ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ରେ ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଙ୍କ ଦ୍ଵାର ନୂତନ ଖାଉଟି କାର୍ଡ ବଣ୍ଟନ

ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ରେ ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଙ୍କ ଦ୍ଵାର ନୂତନ ଖାଉଟି କାର୍ଡ ବଣ୍ଟନ

ଭବାନୀପାଟଣା:ତା 22.5.2025 କଳାହାଣ୍ଡି ଜିଲ୍ଲା ସ୍ତରୀୟ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆଜି ଜିଲ୍ଲାପରିଷଦ କଳାହାଣ୍ଡି ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମାନ୍ୟବର ମନ୍ତ୍ରୀ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ବିଜ୍ଞାନ, ବୈଷୟିକ ବିଭାଗ, ଓଡିଶା ସରକାର ଯୋଗଦେଇ ଜିଲ୍ଲାର 13 ଟି ବ୍ଲକ ଓ ୟୁ, ଏଲ,ବି ର 92 ଜଣ ଯୋଗ୍ୟ ହିତାଧିକାରୀ ଙ୍କୁ ନୂତନ ଖାଉଟି କାର୍ଡ ବଣ୍ଟନ କରିଥିଲେ। ପରବର୍ତ୍ତୀ ସମୟରେ ଯୋଗ୍ୟ ହିତାଧିକାରୀ ମାନଙ୍କୁ ନୂତନ ଖାଉଟି କାର୍ଡ ପ୍ରଦାନ କରାଯିବ ଏବଂ ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ସାଂସଦ, ବିଧାୟକ ଙ୍କୁ ସାମିଲ କରାଯାଇ ତାଙ୍କ ଦ୍ବାରା ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ କରିବା ଏବଂ ଖାଦ୍ୟ ସୁରକ୍ଷା ଯୋଜନା ରୁ ଯେପରି କୌଣସି ଗରିବ ଲୋକ, ଯୋଗ୍ୟ ହିତାଧିକାରୀ ବଞ୍ଚିତ ନ ହୁଅନ୍ତି ସେଥିପ୍ରତି ଯତ୍ନବାନ୍ ହୋଇ କାର୍ଯ୍ୟ କରିବା ପାଇଁ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଙ୍କୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜାତୀୟ ଖାଦ୍ୟ ସୁରକ୍ଷା ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ରେ ଜିଲ୍ଲାର 4,14,796 ଜଣ ଯୋଗ୍ୟ ହିତାଧିକାରୀ ଉପକୃତ ହେଉଥିବା ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମ ସମ୍ମାନିତ ଅତିଥି ଭାବେ ସଂସାଦ କଳାହାଣ୍ଡି ମାଳବିକା ଦେବୀ, ବିଧାୟକ ଧର୍ମଗଡ଼ ସୁଧୀର ରଞ୍ଜନ ପାଟଯୋଷୀ,

ଭାଜପା ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ,ଉପ ଜିଲ୍ଲାପାଳ ଧର୍ମଗଡ଼ ଧୀମାନ ଚକମା,ଉପ ଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା ଯୋଗଦେଇ ହିତାଧିକାରୀ ଙ୍କୁ ନୂତନ ଖାଉଟି କାର୍ଡ ବଣ୍ଟନ କରିଥିଲେ। ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଓ ରାଜ୍ଯ ଖାଦ୍ୟ ସୁରକ୍ଷା ଯୋଜନା ସଂପର୍କରେ ସୂଚନା ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗାଣ ବିଭାଗ ର ଅଧିକାରୀ,ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ। ଜିଲ୍ଲାସ୍ତରୀୟ ନୂତନ ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରେ ମାନ୍ୟବର ମନ୍ତ୍ରୀ ଯୋଗଦେଇ ଖାଉଟି କାର୍ଡ ହିତାଧିକାରୀ ଙ୍କୁ ବଣ୍ଟନ କରି ସମସ୍ତଙ୍କୁ ଉତ୍ସାହିତ କରିଥିବା ରୁ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ନୂତନ ସରକାର ଙ୍କ ଯୁଗାନ୍ତକାରୀ ଯୋଜନା ସ୍ଵରୁପ ସୁଭଦ୍ରା ଯୋଜନା, କୃଷକଙ୍କୁ ଧାନ କୁଇଣ୍ଟାଲ ପିଛା 3100 ଟଙ୍କା ପ୍ରଦାନ, ନୂତନ ଖାଉଟି କାର୍ଡ ପ୍ରଦାନ କରି ଲୋକଙ୍କ ମୁହଁରେ ହସ ଫୁଟାଇ ଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ ଜଣାଇଥିଲେ। ଖାଉଟି କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ପରେ ଆଜି ଟାଉନ୍ ହଲ୍ ଠାରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ମାନ୍ୟବର ମନ୍ତ୍ରୀ ଶ୍ରୀ ପାତ୍ର ଯୋଗଦେଇ ଥିଲେ,ଏଥିରେ ସାଂସଦ କଳାହାଣ୍ଡି, ଶ୍ରୀମତୀ ଦେଓ, ବିଧାୟକ ଧର୍ମଗଡ଼ ଶ୍ରୀ ପାଟଯୋଷୀ,ଜିଲ୍ଲା ଭାଜପା ସଭାପତି ଶ୍ରୀ ପୋଡ଼ ଙ୍କ ସମେତ ଅନେକ କର୍ମକର୍ତ୍ତା ପ୍ରମୂଖ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଜନକଲ୍ୟାଣ ଓ ଯୁଗାନ୍ତକାରୀ ପଦକ୍ଷେପ କୁ ଉଚ୍ଚ ପ୍ରଶଂସା କରିବା ସହିତ ଧନ୍ୟବାଦ ଜଣାଇଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech