ରଥଯାତ୍ରାରେ ଟ୍ରାଫିକ ପରିଚାଳନା ଉପରେ ପ୍ରାଧାନ୍ୟ, କୋଣାର୍କରୁ ପୁରୀରେ ଲାଗିବ କଟକଣା

କଟକ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଶ୍ରୀକ୍ଷେତ୍ର ପୁରୀକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବ । ଶ୍ରଦ୍ଧାଳୁଙ୍କ ସୁଗମ ପରବହନକୁ ଆଖି ଆଗରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଛି । ପ୍ରାଧିକରଣର ମୁଖ୍ୟାଳୟରେ ରାଜ୍ୟ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜାତୀୟ ରାଜପଥ କର୍ତ୍ତୃପକ୍ଷ, ପୋଲିସ କର୍ତ୍ତୃପକ୍ଷ ଏବଂ ବସ୍ ମାଲିକ ସଙ୍ଘ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

ଏତେ ସଂଖ୍ୟକ ଶ୍ରଦ୍ଧାଳୁ କିଭଳି ପୁରୀରେ ସୁବିଧାରେ ପହଞ୍ଚିବେ ଓ ଫେରିବେ ସେ ବିଷୟରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ସର୍ବସମ୍ମତିକ୍ରମେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗୁଡ଼ିକ ଗ୍ରହଣ କରାଯାଇଛି ।ପ୍ରତିବର୍ଷ ଭଳି ଚଳିତ ଥର ମଧ୍ୟ ରଥଯାତ୍ରା ନିମନ୍ତେ ଅନ୍ୟରୁଟ୍ ଗାଡ଼ିଗୁଡ଼ିକୁ ପୁରୀ ନିମନ୍ତେ ସ୍ୱତନ୍ତ୍ର ପରମିଟ୍ ପ୍ରଦାନ କରାଯିବ । ଆଗ୍ରହୀ ବସ୍ ମାଲିକମାନେ ଏଥିନିମନ୍ତେ କିଭଳି ସୁବିଧାରେ ଆବେଦନ କରିବେ ଓ ଅନୁମତି ପାଇବେ ସେ ଦିଗରେ ଆଲୋଚନା କରାଯାଇଥିଲା । ବିଶେଷକରି, କଟକ-ଭୁବନେଶ୍ୱରରୁ ଅଧିକ ସଂଖ୍ୟକ ବସ୍ ପୁରୀ ଚଳାଚଳ କରିବା ଉପରେ ଗୁରୁତ୍ୱ ଦିଆଯିବ । ସେହିଭଳି ନିର୍ଦ୍ଧାରିତ ବସ୍ ଭଡ଼ାଠାରୁ କୌଣସି ବସ୍ ଯାତ୍ରୀଙ୍କଠାରୁ ଅଧିକ ଭଡ଼ା ଦାବି କରିବାର ଅଭିଯୋଗ ଯେଭଳି ନ ଆସେ ସେ ଦିଗରେ ବସ ମାଲିକ ସଙ୍ଘ ଧ୍ୟାନ ଦେବାକୁ କହିଛନ୍ତି ପରିବହନ ଆୟୁକ୍ତ ।ପୁରୀ ଯାଉଥିବା ଓ ପୁରୀରେ ଚଳାଚଳ କରୁଥିବା ସମସ୍ତ ବସ୍ ଓ ଅଟୋରେ ଭଡ଼ା ସଂପର୍କିତ ତଥ୍ୟ ପ୍ରଦର୍ଶିତ କରିବାକୁ ନିଷ୍ପତ୍ତି ଗ୍ରହଣ ହୋଇଛି । ଯେଭଳି କେହି ମନଇଚ୍ଛା ଭଡ଼ା ଆଦାୟ କରି ଯାତ୍ରୀଙ୍କୁ ହଇରାଣ ନ କରନ୍ତି ସେ ଦିଗରେ ପୁରୀ ପୋଲିସ ଓ ପୁରୀ ଆରଟିଓ ବିଶେଷ ଧ୍ୟାନ ଦେବାକୁ ନିଷ୍ପତ୍ତି ହୋଇଛି । ବସ୍ ରହଣି ସ୍ଥାନରେ ଅସ୍ଥାୟୀ ବିଶ୍ରାମାଗାର ସହ ପ୍ରଶାସନ ତରଫରୁ ମୌଳିକ ସୁବିଧା ଉପଲବ୍ଧ କରିବାକୁ ପଦକ୍ଷେପ ଗ୍ରହଣ କରାଯିବ । ସେହିଭଳି ବସ୍ ଷ୍ଟପରେ ଯେଭଳି ଯାତ୍ରୀମାନଙ୍କ ସୁରକ୍ଷାକୁ ମଧ୍ୟ ପୋଲିସ ପକ୍ଷରୁ ଗୁରୁତ୍ୱ ଦିଆଯିବ । ଅସାମାଜିକମାନଙ୍କ ଉପରେ କଡ଼ା ନଜର ରଖାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସ୍ୱତନ୍ତ୍ର ଟିମ୍ ଗଠନ କରି ଯାତ୍ରୀଙ୍କ ସୁବିଧାକୁ ପୁରୀ, ଭୁବନେଶ୍ୱର, କଟକ ସମେତ ଅନ୍ୟାନ୍ୟ ସହରର ବସଷ୍ଟାଣ୍ଡରେ ମନିଟର କରାଯିବ । ଏହା ସହ ପୁରୀର ତାଳବଣିଆରେ ସିସିଟିଭି ମଧ୍ୟ ଲାଗିବ ।ବସମାନଙ୍କରେ ଫାଷ୍ଟଏଡ୍ କିଟ୍ ଓ ପର୍ଯ୍ୟାପ୍ତ ପରିମାଣର ଓଆରଏସ ମହଜୁଦ୍ ରହିବ ଓ ତାହା ଏସଟିଏ ପକ୍ଷରୁ ଯୋଗାଇ ଦିଆଯିବ । ଯାତ୍ରୀ ଓ ଯାତ୍ରୀବାହୀ ଗାଡ଼ିମାନଙ୍କ ସୁବିଧା ନିମନ୍ତେ ରଥଯାତ୍ରା ସମୟରେ ପୁରୀରେ RTOଙ୍କ ପକ୍ଷରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯିବ । ଏହାସହ ଗାଡ଼ି ମରାମତି ନିମନ୍ତେ ବିଭିନ୍ନ କମ୍ପାନୀଙ୍କ ସହଯୋଗ, କ୍ରେନ୍ ଓ ଆମ୍ବୁଲାନ୍ସ ସୁବିଧା ମଧ୍ୟ କରାଯିବ । ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯିବ । ଜାତୀୟ ରାଜପଥରେ ଗହଳି ଆଶଙ୍କା ଥିବା ସ୍ଥାନ ଗୁଡ଼ିକରେ ସ୍ଵତନ୍ତ୍ର ଟିମ୍ ଦାୟିତ୍ୱରେ ରହିବେ । କୋଣାର୍କ- ପୁରୀ ରୁଟ୍ ପାଇଁ ସ୍ବତନ୍ତ୍ର ଟ୍ରାଫିକ କଟକଣା ଲାଗୁ ହେବ ।ସମସ୍ତ ବିଭାଗ, ଗାଡ଼ି ମାଲିକ ଓ କର୍ମଚାରୀଙ୍କ ସହଯୋଗରେ ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ପରିବହନ ଆୟୁକ୍ତ । ତାଳବଣିଆରୁ ଜିଲ୍ଲା ହାଇସ୍କୁଲ ନିଃଶୁଳ୍କ ନେବା ଆଣିବା ପାଇଁ ପ୍ରଶାସନ ୧୦୦ ଅଟୋ ବ୍ୟବସ୍ଥା କରିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech