ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳରେ ୩୦୮ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିସହିତ ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟ ବରାଦରେ ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ସୂଚନାଯୋଗ୍ୟ ଯେ, ୧୧୨ କୋଟି ଟଙ୍କାର ୧୨ଟି ପ୍ରକଳ୍ପର ଶୁଭ ଉଦଘାଟନ ହୋଇଥିବା ବେଳେ ୭୬ କୋଟି ଟଙ୍କାର ୧୦ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଢେଙ୍କାନାଳ ଠାରେ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବ୍ୟୟବରାଦରେ ହେବାକୁ ଥିବା ଶିଳ୍ପ ପ୍ରକଳ୍ପ ଆଜି ଓଡିଶାର ବିକାଶର ଧାରାରେ ଆଉ ଏକ ସ୍ରୋତ ଯୋଡି ଦେଇଛି । ଆଜି ଯେଉଁ ନୂତନ ଶିଳ୍ପର ଶୁଭାରମ୍ଭ ହେଲା, ଏଥିରୁ ୩୦ ହଜାର କୋଟି ଟଙ୍କାର ଵ୍ୟୟ କେବଳ ସୋଲାର ଶକ୍ତି ଶିଳ୍ପ ସମ୍ବଳିତ ପ୍ରକଳ୍ପ। ଏଣୁ ଢେଙ୍କାନାଳ ଜିଲ୍ଲାକୁ ଓଡିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା ଓ ରାଜ୍ୟର ଅଗ୍ରଣୀ ଜିଲ୍ଲା ଭାବେ ପରିଗଣିତ କରିବା ଆମର ଲକ୍ଷ୍ୟ।ସୋଲାର ଏନର୍ଜୀକୁ ଆମେ କେବଳ ଆମ ରାଜ୍ୟର ନୁହେଁ ବରଂ ସମଗ୍ର ଦେଶର ପ୍ରମୁଖ ଶକ୍ତି ଭାବେ ବ୍ୟବହାର କରିବା। ଆଜି ଏଠାରେ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ ଯୋଗୁଁ ପ୍ରାୟ ୨୬ ହଜାର ୪୦୦ଟି ପ୍ରତ୍ୟକ୍ଷ ଏବଂ ପରୋକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି।ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଜିଲ୍ଲାର ଚିର ସ୍ମରଣୀୟ ବରପୁତ୍ର ତଥା ଶହୀଦ ବାଜି ରାଉତଙ୍କ ସ୍ମୃତିରେ ଆଜି ବନମାଳିପ୍ରସାଦ ଅଂଚଳରେ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟବରାଦରେ ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେଲା। ଏଥିରେ ଫୁଟବଲ ପଡିଆ, ସିନ୍ଥେଟିକ ଆଥେଲେଟିକ ଟ୍ରାକ୍, ହକି ଟ୍ରେନିଂ ସେଣ୍ଟର, ଇଣ୍ଡୋର ଷ୍ଟାଡିଅମ, ସୁଇମିଂପୁଲ୍, ୧୦୦ ଶଯ୍ୟା ବିଶିଷ୍ଟ କ୍ରୀଡା ଛାତ୍ରାବାସ ଇତ୍ୟାଦି ବିକଶିତ କରାଯିବ। ଆମେ ପ୍ରଥମ ବର୍ଷରେ ୨୭ ହଜାର ଖାଲିଥିବା ସରକାରୀ ପଦ ପୂରଣ କରିଛୁ। ଚଳିତ ବର୍ଷ ୪୦ ହଜାର ପଦ ପୂରଣ କରିବାପାଇଁ ନିର୍ଦ୍ଦେଶ ଦିଆଯାଇଛି।ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମେ ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ଓଡିଶାରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛୁ ଏବଂ ଏଥିପାଇଁ ମୂଳଦୁଆ ଗତ ଜୁନ ୧୨ ତାରିଖରେ ପଡି ସାରିଛି। ଏବେ ଏହି ଭିତ୍ତିଭୂମି ଉପରେ ନିର୍ମାଣ ହେଉଛି ନୂତନ ଓଡିଶା, ସମୃଦ୍ଧ ଓଡିଶା। ଏଥିପାଇଁ ପ୍ରତି ଜିଲ୍ଲାକୁ ବି ସମୃଦ୍ଧ ହେବାକୁ ପଡିବ। ଆଜିର ପ୍ରକଳ୍ପ ସବୁ ଢେଙ୍କାନାଳ ଜିଲ୍ଲାକୁ ସମୃଦ୍ଧ କରିବାକୁ ଉଦ୍ଦିଷ୍ଟ। ଆସନ୍ତୁ, ଗଢିବା ଏକ ସମୃଦ୍ଧ ଢେଙ୍କାନାଳ ଏବଂ ସମୃଦ୍ଧ ଓଡିଶା।ଏହି ଅବସରରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ ଯେ ସାରା ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ପ୍ରଚେଷ୍ଟା ୬ ମାସ ମଧ୍ୟରେ ଆଜି ଆମେ ମାନେ ଦେଖି ପାରୁଛେ । ଆଗକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆମେ ଶିଳ୍ପ ମାଧ୍ୟମରେ ରୋଜଗାର ବଢାଇବୁ। ସେହିପରି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଥିଲେ ଯେ ଗଣତନ୍ତ୍ରରେ ସବୁଠାରୁ ବଡ କଥା ହେଉଛି ‘ଲୋକଙ୍କ ଭରଷାକୁ ଅକ୍ଷୁର୍ଣ୍ଣ ରଖିବା’ ଏହି ଭାବନାକୁ ମନରେ ରଖି ପ୍ରଥମ ଦିନରୁ ହିଁ ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶୃତିକୁ ପୂରଣ କରିବା ପାଇଁ ପଦକ୍ଷେପ ନେଇଥିଲୁ।ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ରୁଦ୍ରନାରାୟଣ ପାଣି, କାମାକ୍ଷାନଗର ବିଧାୟକ ଶତ୍ରୁଘନ ଜେନା, ପରଜଙ୍ଗ ବିଧାୟକ ବିଭୁତି ଭୂଷଣ ପ୍ରଧାନ, ହିନ୍ଦୋଳ ବିଧାୟିକା ସିମାରାଣୀ ନାୟକ ଓ ପାଲଲହଡା ବିଧାୟକ ଅଶୋକ ମହାନ୍ତି, ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଏବଂ ଅତିରିକ୍ତ ଜିଲ୍ଲାପାଳ ରମେଶ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech