ଜୁନ୍ ୬ରୁ ୯ ଯାଏଁ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’: ଓଡ଼ିଆ ସହିତ ୯ଟି ଭାଷାର ଚଳଚ୍ଚିତ୍ରର ହେବ ପ୍ରଦର୍ଶନ

ଭୁବନେଶ୍ୱର, ୬/୬: ଜୁନ୍ ୬ରୁ ୯ ତାରିଖ ଯାଏଁ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଆୟୋଜିତ ହେବାକୁ ଯାଉଛି ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର (ବିଏଫ୍ଏଫ୍) ଦ୍ୱିତୀୟ ସଂସ୍କରଣ। ଚାରିଦିନ ବ୍ୟାପୀ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସହିତ ୯ଟି ଭାଷାର କ୍ଲାସିକ୍ ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ।

ପ୍ରତିଦିନ ସକାଳ ୧୦ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଭିନ୍ନ ଚଳଚ୍ଚିତ୍ରର ସ୍କ୍ରିନିଂ ହେବ। ଏହି କାର୍ଯ୍ୟକ୍ରମ ଓଡ଼ିଆ ସିନେପ୍ରେମୀଙ୍କ ପାଇଁ ଖୋଲା ରହିବ। ଭୁବନେଶ୍ୱର ଫିଲ୍ମ ସର୍କଲ ପକ୍ଷରୁ ୨୦୨୪ରେ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ପ୍ରଥମ ସଂସ୍କରଣ କରାଯାଇଥିଲା। ଏହାକୁ ଦର୍ଶକୀୟ ଆଦୃତି ମିଳିବା ପରେ ଚଳିତବର୍ଷ ଏହାର ଦ୍ୱିତୀୟ ସଂସ୍କରଣ କରାଯାଉଛି।ଜୁନ୍ ୬ ତାରିଖ ସନ୍ଧ୍ୟା ୭ଟାରେ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି। ଏଥିରେ ବଲିଉଡ୍ ସହିତ ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ନିର୍ଦ୍ଦେଶକ, ଫିଲ୍ମ ନିର୍ମାତା, ଅଭିନେତା ଓ ଅଭିନେତ୍ରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସାହିତ୍ୟ ଓ ଉପନ୍ୟାସ ଉପରେ ଆଧାରିତ ଏବଂ ଜାତୀୟ ପୁରସ୍କାରପ୍ରାପ୍ତ ୯ଟି ଓଡ଼ିଆ ଚଳଚ୍ଚିତ୍ର ପ୍ରଦର୍ଶନ କରିବା ପାଇଁ ମନୋନୟନ କରାଯାଇଛି। ତା’ ଭିତରେ ୬ ତାରିଖ, ଉଦଘାଟନୀ କାର୍ଯ୍ୟକ୍ରମ ଦିନ ‘ମାଟିର ମଣିଷ’, ‘କା’ ଏବଂ ‘ଭକ୍ତ ସାଲବେଗ’ ଭଳି ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ। ୭ ତାରିଖରେ ପାନୋରମା ପାଇଁ ମନୋନୀତ ଏବଂ ଜାତୀୟ ତଥା ରାଜ୍ୟରେ ଶ୍ରେଷ୍ଠ ସିନେମା ଭାବେ ପୁରସ୍କୃତ ‘କାଲିର ଅତୀତ’ ସ୍କ୍ରିନିଂ ହେବ। ସେହିପରି ୮ ତାରିଖରେ ‘କ୍ରାନ୍ତିଧାରା’ ଏବଂ ୯ ତାରିଖରେ ‘ଯାଯାବର’, ‘ନିର୍ବାଚନ’, ‘କନକଲତା’ ଏବଂ ‘ଅଦିନ ମେଘ’ ଫିଲ୍ମ ପ୍ରଦର୍ଶନ କରାଯିବ।

ଓଡ଼ିଆ ସିନେମା ଛଡ଼ା ଏହି ଉତ୍ସବରେ କେତନ ମେହେଟ୍ଟାଙ୍କ ନିର୍ଦ୍ଦେଶିତ ଗୁଜୁରାଟୀ ଚଳଚ୍ଚିତ୍ର ‘ଭବାନୀ ଭବାଇ’, ଗିରିଶ କସରଓ୍ୱାଲିଙ୍କ ନିର୍ଦ୍ଦେଶିତ କନ୍ନଡ଼ ଚଳଚ୍ଚିତ୍ର ‘ଘଟଶ୍ରଦ୍ଧା’, ଊର୍ଦ୍ଦୁ ଚଳଚ୍ଚତ୍ର ‘ହମିଦ୍’, ମରାଠୀ ସିନେମା ‘ଶ୍ୱାସ’, ଛତିଶଗଡ଼ି ଫିଲ୍ମ ‘ଭୁଲନା ଦ ମେଜ୍’ ପ୍ରକାଶ ଝାଙ୍କ ନିର୍ଦ୍ଦେଶିତ ହିନ୍ଦୀ ଚଳଚ୍ଚିତ୍ର ‘ଦାମୁଲ’ ଏବଂ ବବି ଶର୍ମା ବରୁଆଙ୍କ ନିର୍ଦ୍ଦେଶିତ ତିଓ୍ୱା ଭାଷାର ଚଳଚ୍ଚିତ୍ର ‘ସିକା ଲସାଲ’ ଆଦି ପ୍ରଦର୍ଶନ କରାଯିବ।ସେହିପରି ଋତିକ ଘଟକଙ୍କ ନିର୍ଦ୍ଦେଶିତ ବଙ୍ଗଳା ଚଳଚ୍ଚିତ୍ର ‘ମେଘେ ଘାକା ତାରା’ ଏବଂ ଶ୍ୟାମ ବେନଗଲଙ୍କ ନିର୍ଦ୍ଦେଶିତ ହିନ୍ଦୀ ଚଳଚ୍ଚିତ୍ର ‘ଅଙ୍କୁର’ ଫିଲ୍ମ ସ୍କ୍ରିନିଂ ହେବ। ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର ଅନ୍ୟତମ ଆକର୍ଷଣ ହେଉଛି ଚଳଚ୍ଚିତ୍ର ଅଭିନୟ ଓ ଚିତ୍ରନାଟ୍ୟ ରଚନା ଭଳି ବିଷୟକୁ ନେଇ ୨ଟି ମାଷ୍ଟରକ୍ଲାସ୍। ଜୁନ୍ ୭ ତାରିଖରେ ଗୀତଗୋବିନ୍ଦ ସଦନଠାରେ ଚିତ୍ରନାଟ୍ୟ ଉପରେ ହେବାକୁ ଥିବା ମାଷ୍ଟରକ୍ଲାସରେ ବଲିଉଡର ଖ୍ୟାତନାମା ଚିତ୍ରନାଟ୍ୟ ଲେଖକ ଚାରୁଦତ୍ତ ଆଚାର୍ଯ୍ୟ ଯୋଗଦେବେ। ସେହିପରି ୮ ତାରିଖରେ ଓଡ଼ିଶା ପ୍ରେସ୍ କ୍ଲବଠାରେ ଅଭିନୟକୁ ନେଇ ହେବାକୁ ଥିବା ମାଷ୍ଟରକ୍ଲାସରେ ଖ୍ୟାତନାମା ପ୍ରଶିକ୍ଷିକ ଅଭିମନ୍ୟୁ ରାୟ ଯୋଗଦେଇ ଯୁବ ପ୍ରତିଭାମାନଙ୍କୁ ବିଶେଷ ତାଲିମ ଓ ପରାମର୍ଶ ଦେବେ।ଏହି ଉତ୍ସବରେ ଗୁରୁଦତ୍ତ ସ୍ମାରକୀ ବକ୍ତୃତା ଦେବେ ଖ୍ୟାତନାମା ଚଳଚ୍ଚିତ୍ର ସମୀକ୍ଷକ ଓ ଲେଖକ ସତ୍ୟ ସରନ। ସେହିପରି ଋତିକ ଘଟକଙ୍କୁ ନେଇ ସ୍ମୃତିଚାରଣ କରିବେ ପ୍ରଖ୍ୟାତ ସିନେ ସମୀକ୍ଷକ ଓ ଲେଖିକା ସୋମା ଚାଟାର୍ଜୀ। ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲରେ ଚଳିତବର୍ଷ ଓଡ଼ିଆ ସିନେମା ଜଗତ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ପାଞ୍ଚ ଜଣ ବରିଷ୍ଠ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯିବ। ତାଙ୍କ ଭିତରେ ଅଛନ୍ତି ବିଶିଷ୍ଟ ସଙ୍ଗୀତକାର ତାନସେନ ସିଂ, ବରିଷ୍ଠ ଅଭିନେତା ଶ୍ୟାମଳେନ୍ଦୁ ଭଟ୍ଟାଚାର୍ଯ୍ୟ ଓ ଜୟା ସ୍ୱାମୀ, ବେଶ ପୋଷାକ ପାଇଁ ନିର୍ମଳ ଦାଶ ଏବଂ କଳା ନିର୍ଦ୍ଦେଶକ ବାଞ୍ଛାନିଧି ପଟ୍ଟନାୟକ।ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲର ଆବାହକ, ଲେଖକ ଓ ଚଳଚ୍ଚିଡ୍ର ନିର୍ଦ୍ଦେଶକ ସଞ୍ଜୟ ପଟ୍ଟନାୟକ, ସିନେ ସମୀକ୍ଷକ ଅଶୋକ ପାଲିତ, ବଲିଉଡ ନିର୍ଦ୍ଦେଶକ ଓ ସାଉଣ୍ଡ ଇଞ୍ଜିନିୟର ସୁବାସ ସାହୁ ଏବଂ ଅଭିନେତା ସୁକାନ୍ତ ରଥଙ୍କ ଉଦ୍ୟମରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech