ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୪ପ୍ରସ୍ତାବରେ ବାଜିଲା ମୋହର; ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାକୁ ଅନୁମୋଦନ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ଶୁକ୍ରବାର ୪ ପ୍ରସ୍ତାବ ଉପରେ ମୋହର ମାରିଛି। ରାଜ୍ୟ କ୍ୟାବିନେଟ ବୈଠକରେ ଆଜି ୫ଟି ପ୍ରସ୍ତାବ ଉପସ୍ଥାପିତ ହୋଇଥିବା ବେଳେ ୪ଟି ପ୍ରସ୍ତାବରେ ବାଜିଲା ମୋହର । ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି ।

ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ରାଜ୍ୟ କ୍ୟାବିନେଟ ‘ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା (MSBY)’କୁ ଅନୁମୋଦନ କରିଛି। ଯାହାର ଲକ୍ଷ୍ୟ ହେଉଛି ‘ ବିକଶିତ ଓଡିଶା @ ୨୦୩୬ ଲକ୍ଷ୍ୟ ‘ ସହିତ ସହରୀ ବିକାଶ ପାଇଁ ଏକ ସମନ୍ବିତ ଆଭିମୁଖ୍ୟ ସହିତ ସହରୀ ଭିଭିଭୂମିକୁ ସୁଦୃତ କରିବା ଓ ରାଜସ୍ଵ ଅଭିବୃଦ୍ଧି କରିବା।ଏହି ଯୋଜନା ଅଧୀନରେ ସାଧାରଣ ଏବଂ ରାଜସ୍ୱ ସୃଷ୍ଟିକାରୀ ଭିତିଭୂମିର ବିକାଶ ଯେପରିକି, କଲ୍ୟାଣ ମଣ୍ଡପ/ ବହୁମୁଖୀ ସଭା ଗୃହ, ଟାଉନ୍ ହଲ୍, ଶ୍ମଶାନ, ଗୋଷ୍ଠୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ରାସ୍ତା, ଡ୍ରେନ, ପାର୍କ, ବହୁବ୍ୟବହାର୍ଯ୍ୟ ବାଣିଜ୍ୟିକ କମ୍ପ୍ଲେକ୍ସ, Vending Zone, କ୍ଷୁଦ୍ର ଶୀତଳ ଭଣ୍ଡାର, ବୈଦ୍ୟୁତିକ ମୋଟରଯାନ ଚାର୍ଜି ଷ୍ଟେସନ୍, ପାର୍ଟି ସ୍ଥାନ, ଉପଯୁକ୍ତ ସ୍ଥାନଗୁଡ଼ିକରେ କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀ ର ନିର୍ମାଣ କରିବାଏଥିସହ ଛୋଟପାର୍କ, ମୁକ୍ତାକାଶ ବ୍ୟାୟାମଶାଳା, ଶିଶୁ କ୍ରୀଡ଼ା ଉଦ୍ୟାନ, ଚାଲିବା ରାସ୍ତା, ଖେଳପଡ଼ିଆ, ଖୋଲା ସ୍ଥାନର ବିକାଶ, ବନୀକରଣ ପ୍ରକଳ୍ପ, ଭୋଗମଣ୍ଡପ, ଭାଗବତ ଟୁଙ୍ଗି ଏବଂ ସାଂସ୍କୃତିକ କେନ୍ଦ୍ର ପରି ଧାର୍ମିକ ସ୍ଥାନର ବିକାଶ ଏବଂ ବର୍ଷା ଜଳ ଅମଳ ସଂରଚନା ପ୍ରକଳ୍ପ , ନଦୀକୁଳ ଏବଂ ଜଳାଶୟ ଗୁଡିକର ନବୀକରଣ ଏବଂ ବିକାଶ କରାଯିବ । କାଞ୍ଜିଆ ବୁଦା/ ଗୋଶାଳା ଏବଂ ପ୍ରାଣୀଯତ୍ନ କେନ୍ଦ୍ରର ମଧ୍ୟ ବିକାଶ ହେବ ।ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଆସନ୍ତା ପାଞ୍ଚ ବର୍ଷ ଅର୍ଥାତ୍ ୨୦୨୫-୨୬ ରୁ ୨୦୨୯ -୩୦ ଆର୍ଥିକ ବର୍ଷ ମଧ୍ୟରେ ସର୍ବମୋଟ ୬୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବାର ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଛି । ଚଳିତ ଆର୍ଥିକ ବର୍ଷ, ୨୦୨୫-୨୬ ରେ ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ୧୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।ପାଞ୍ଚ ବର୍ଷର ଅବଧି ମଧ୍ୟରେ ଏହି ଯୋଜନା ରେ ୫୦୦୦୦ ରୁ ଅଧ‌ିକ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ସୃଷ୍ଟିକରି ସହରାଞ୍ଚଳର ଉନ୍ନତି ହେବ । ୫ ଲକ୍ଷରୁ ଅଧିକକୁଶଳୀ ଏବଂ ଅଣକୁଶଳୀ ଶ୍ରମିକଙ୍କୁ ମଜୁରୀ ପ୍ରଦାନ କରାଯିବ । ପରିବେଶ ସୁରକ୍ଷା ଏବଂ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ୫୦୦୦ ରୁ ଅଧ‌ିକ ବନୀକରଣ ପ୍ରକଳ୍ପ ସୃଷ୍ଟି କରାଯିବ ।ଏଥିସହ ରାଜ୍ୟ ସରକାର ଜୈବ ପ୍ରଯୁକ୍ତି ବିଜ୍ଞାନ ବିକାଶ ଯୋଜନାକୁ ମଂଜୁରୀ ଦେଇଛନ୍ତି। ଏଥି ପାଇଁ ଆଗାମୀ ୫ବର୍ଷରେ ୧୧୧୩ କୋଟି ଟଙ୍କା ଖର୍ଚ୍ଚ ହେବ। ଛେଳିଗଡ଼ ଜଳସେଚନ ପ୍ରକଳ୍ପର କଂକ୍ରିଟ ଡ୍ୟାମ୍ ଓ ସ୍ପଲ ୱେ ନିର୍ମାଣ ପାଇଁ ୧୫୧ କୋଟି ମଞ୍ଜୁରୀ ହୋଇଛି। ଏହି ପ୍ରକଳ୍ପ ମାଧ୍ୟମରେ ୬୨୬୦ ଏକର ଜମି ଜଳସେଚନ ହୋଇପାରିବ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech