ଵର୍ଷେ ଭିତରେ ୨୦୬ ଶିଳ୍ପକୁ ଅନୁମୋଦନ । ୫ ବର୍ଷ ଭିତରେ ଯାହା ହୋଇ ନ ଥିଲା, ବର୍ଷକରେ ହୋଇଛି । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଉତ୍କର୍ଷ ଓଡ଼ିଶାରେ ୧୩ ଲକ୍ଷ କୋଟି ଟଙ୍କାର MOU ହୋଇଥିଲା । MOU ପରେ ଗ୍ରାଉଣ୍ଡ ବ୍ରେକିଂରେ ବିଜେପି ସରକାର ସଫଳ ହୋଇଛି ।
ଖୋର୍ଦ୍ଧାରେ ୬ ହଜାର କୋଟିର ଗ୍ରାଉଣ୍ଡ ବ୍ରେକିଂ, ୩୦ ହଜାର ନିଯୁକ୍ତି ମିଳିବ।
କଳିଙ୍ଗ ନଗରରେ ୧୪ଟି କମ୍ପାନୀ ପାଇଁ ଶିଳାନ୍ୟାସ ହୋଇଛି । ଗଞ୍ଜାମ ଛତ୍ରପୁର ଠାରେ ୧୨ଟି କମ୍ପାନୀ ସହ MOU । ଉତ୍କର୍ଷ ଓଡ଼ିଶାର ୪ ମାସରେ ୪ଟି ସ୍ଥାନରେ ୫୬ ଶିଳ୍ପର ଗ୍ରାଉଣ୍ଡ ବ୍ରେକିଂ ।୧.୭୮ ଲକ୍ଷ କୋଟିର ପୁଞ୍ଜିନିବେଶ, ୧ ଲକ୍ଷ ୧୦ହଜାର ନିଯୁକ୍ତି ପାଇବେ। ୨୦୩୬ ସମୃଦ୍ଧ ଓଡ଼ିଶା ପାଇଁ ଭିତ୍ତି ସ୍ଥାପନ ହୋଇଛି’- ମୁଖ୍ୟମନ୍ତ୍ରୀ । ୫୦୦ ବିଲିୟନ ଡଲାରର ଅର୍ଥନୀତି ହେବ ଓଡ଼ିଶା ।



