ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ । ମହାପୁରୁଷ ଆଦର୍ଶ ଗାଁ କରିବ ପଞ୍ଚାୟତିରାଜ ବିଭାଗ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକଙ୍କ ସୂଚନା ।
୯ରୁ ୧୦ଟି ବିଭାଗ ମିଳିତ ଭାବେ ଗାଁର ଉନ୍ନତି କରିବେ । ‘ଯେତେ ବ୍ୟବସ୍ଥା ଅଛି ସବୁ ସରକାର ଯୋଗାଇ ଦେବେ । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି, ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

