ଭୁବନେଶ୍ବର: ଆଜି ସକାଳୁ ସକାଳୁ ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବ ଦାସଙ୍କଙ୍କ ଘରେ ଆୟକର ବିଭାଗ ଚଢ଼ାଉ କରିଛି । ଆୟକର ଫାଙ୍କିବା ଅଭିଯୋଗରେ ଏହି ତନାଘନା ଚାଲିଛି। ୨୦ରୁ ଅଧିକ ସ୍ଥାନରେ ଆୟକର ବିଭାଗର ଚଢ଼ାଉ ହୋଇଛି ।
ଏହି ଚଢ଼ାଉରେ ୨୦ ଟିମ୍ ସାମିଲ ଅଛନ୍ତି । ଆଜି ସକାଳ ୫ଟାରୁ ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼, ଦିଲ୍ଲୀ ସମେତ ୧୯ଟି ସ୍ଥାନରେ ଚଢ଼ାଉ ଆରମ୍ଭ ହୋଇଛି ।



