ଉତ୍ତର ଓଡ଼ିଶା ଉବୁଟୁବୁ: ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକା ଅବବାହିକାରେ ବନ୍ୟା ପରିସ୍ଥିତି

ବାଲେଶ୍ଵର – ସପ୍ତାହେ ନପୂରୁଣୁ ପୁଣି ଉତ୍ତର ବାଲେଶ୍ୱରରେ ବନ୍ୟା ସ୍ଥିତି । ଝାଡ଼ଖଣ୍ଡ ଗାଲୁଡି ବ୍ୟାରେଜ ପାଣିରେ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ସୁବର୍ଣ୍ଣରେଖା ଦ୍ୱିତୀୟ ବନ୍ୟାକୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି । ସେପଟେ ଆଗାମୀ ତିନି ଦିନ ପାଇଁ ଉପରମୁଣ୍ଡରେ ପ୍ରବଳ ବର୍ଷା ଅନୁମାନ ବଢ଼ାଇ ଦେଇଛି ଅଧିକ ଚିନ୍ତା ।

ମୟୂରଭଞ୍ଜ ଜିଲ୍ଲାରେ ବି ଲଘୁଚାପ ଜନିତ ପ୍ରବଳ ବର୍ଷା ଜାରି ରହିଛି ।ସୁବର୍ଣ୍ଣରେଖାର ବନ୍ୟାଜଳ ପାଇଁ ଜଳେଶ୍ଵର, ବସ୍ତା, ବାଲିଆପାଳ, ଭୋଗରାଇ, ରେମୁଣା, ସଦର ବ୍ଳକର ୪୬ଟି ପଞ୍ଚାୟତ ପ୍ରଭାବିତ ହୋଇଛି । ଗାଁ ରାସ୍ତାରେ ଚାଲୁଛି ଆଣ୍ଠୁଏ ଉଚ୍ଚର ପାଣି । ଚାଷ ବାସ କଥା କହିଲେ ନସରେ । ଚାରିଆଡେ ସୃଷ୍ଟି ହୋଇଛି ନଦୀର ଭ୍ରମ । ଗାଲୁଡି ବ୍ୟାରେଜର ଗେଟ ଖୋଲିବା ଫଳରେ ନଦୀରେ ବନ୍ୟା ପାଣି ଆସି ଉତ୍ତର ବାଲେଶ୍ବରକୁ ଜଳମଗ୍ନ କରିଛି । ଅପରାହ୍ନ ୪ଟା ସୁଦ୍ଧା ସୁବର୍ଣ୍ଣରେଖାର ଜଳସ୍ତର ରାଜଘାଟଠାରେ ୧୧.୫୩ ମିଟର ରହିଛି । ଯାହା ବିପଦ ସଂକେତ ୧୦.୩୬ ମିଟରରୁ ଢେର ଉପରେ । ଉପରେ ମୁଣ୍ଡରେ ଅଧିକ ବର୍ଷାରେ ଭୟାବହ ସ୍ଥିତି ଉପୁଜିବାର ଆଶଙ୍କା କରାଯାଇଛି ।ସେପଟେ ବୁଢାବଳଙ୍ଗ ନଦୀର ବନ୍ୟା ଜଳ ସତର୍କ ସଂକେତ ତଳକୁ ଖସି ୭.୨୧ରୁ ନିମ୍ନରେ ୬.୬୦ରେ ରହିଛି । ଅନ୍ୟପଟେ ଜଳକା ନଦୀର ଜଳସ୍ତର ବିପଦ ସଂକେତ ୬.୫୦ ମିଟରରୁ ଉପରେ ୬.୭୦ ମିଟର ଥିଲେ ବି ବନ୍ୟା ପାଣି ଧୀରେ ଧୀରେ ହ୍ରାସ ପାଉଛି । ବନ୍ୟା ମୁକାବିଲା ପାଇଁ ଜିଲ୍ଲାରେ ୨୯୧୬ ଜଣ ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରାଯାଇଛି । ସବୁ ସ୍ଥାନରେ ଓଡ୍ରାଫର ୪ ଓ ଅଗ୍ନିଶମ ବିଭାଗର ୮ଟି ଟିମ ମୁତୟନ ହୋଇଛନ୍ତି । ବିଚ୍ଛିନ୍ନ ଅଞ୍ଚଳକୁ ଏସଆରସି ବୋଟ ମାଧ୍ୟମରେ ଲୋକଙ୍କୁ ଯିବା ଆସିବା ସୁବିଧା ଯୋଗାଇ ଦିଆଯାଉଛି । ଏଥିସହ ୨୪ ଘଣ୍ଟିଆ ଜରୁରୀକାଳୀନ ନମ୍ବର ଜାରି କରାଯିବା ସହିତ ବରିଷ୍ଠ ଅଧିକାରୀଙ୍କୁ ବିଭିନ୍ନ ବ୍ଲକ ଦାୟିତ୍ୱ ଦେଇଛନ୍ତି ଜିଲ୍ଲାପାଳ ।ମୟୂରଭଞ୍ଜ ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଜାରି ରହିଛି । ମାଟି ଅତଡା ଖସି ଶିମିଳିପାଳ ଅଭୟାରଣ୍ୟ ଭିତରେ ଥିବା ଗୁଡୁଗୁଡିଆ ଓ କାଳିକାପ୍ରସାଦକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି । ସେପଟେ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଗୋଟିଏ ଦିନ ପାଇଁ ଛୁଟି ଘୋଷଣା କରାଯାଇଛି । ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ୩ ଦିନ ପାଇଁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।ଭଦ୍ରକରେ ୩ ଦିନ ଧରି ଲଗାଣ ବର୍ଷାରେ ତଳମୁଣ୍ଡରେ ଉଛୁଳୁଛି ବୈତରଣୀ ଓ ସାଳନ୍ଦୀ ନଦୀ । ସାଳନ୍ଦୀ ନଦୀରେ ଭର୍ତ୍ତି ହୋଇ ରହିଥିବା ମଇଁଶିଆ ଦଳ ଉପର ମୁଣ୍ଡରୁ ଭାସି ଆସିବାରୁ ଆରଡି ତିନିତର ନଦୀଘାଟରେ ଯାତାୟତ ବନ୍ଦ ରହିଛି । ଫଳରେ ନଦୀର ଉଭୟ ପାର୍ଶ୍ବରେ ଶହଶହ ଯାତ୍ରୀ ଅଟକି ରହିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech