“ଶବରୀ ସାଂସ୍କୃତିକ ଭବନ’ ଓଡ଼ିଶାବାସୀଙ୍କ ସ୍ୱାଭିମାନର ପରିଚୟ ହେବ: ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଭୁବନେଶ୍ୱରରେ ଗୁରୁବାର ଶବରୀ ସାଂସ୍କୃତିକ ପରିଷଦର ‘ଶବରୀ ଭବନ’ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ ଆଇଆରସି ଭିଲେଜ ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ ‘ଶବରୀ ସାଂସ୍କୃତିକ ଭବନ’ଉଦଘାଟନ କରିବା ସହିତ ଏହି ସ୍ୱଳ୍ପ ରହଣି ସ୍ଥାନର ଉନ୍ନତିକରଣ ପାଇଁ ୨ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି ।

ଏଥିସହିତ, ଏହି ଶବରୀ ଭବନର ସମସ୍ତ ଆବଶ୍ୟକୀୟ ନିର୍ମାଣ ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।ଏହି ଅବସରରେ, ମୁଖ୍ୟମନ୍ତ୍ରୀ, ଏହି ଶବରୀ ଭବନ କେବଳ ଏକ ଆଶ୍ରୟସ୍ଥଳ ନୁହେଁ – ଏହା ଆଦିବାସୀ ଯୁବ ଓ ନେତୃତ୍ୱର ଉଦୟ ପାଇଁ ଏକ ମଞ୍ଚ ହେବ ବୋଲି କହିବା ସହିତ ଆଦିବାସୀ ଭାଇ ଓ ଭଉଣୀମାନଙ୍କ ପାଇଁ ସ୍ଵଳ୍ପକାଳୀନ ରହଣି ସହିତ ଶିକ୍ଷା, କାର୍ଯ୍ୟ ଓ ସାଂସ୍କୃତିକ କାର୍ଯ୍ୟ ପାଇଁ ଏକ କେନ୍ଦ୍ର ଭାବେ କାର୍ଯ୍ୟ କରିବ ବୋଲି କହିଥିଲେ।ଆଜିର ଶବରୀ ଭବନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏଠାରେ ସମ୍ମିଳନୀ, ପ୍ରଶିକ୍ଷଣ ଶିବିର, କଳା ପ୍ରଦର୍ଶନୀ ଓ ଗବେଷଣା କାର୍ଯ୍ୟକ୍ରମ ହେବା ଦ୍ୱାରା ଏକ ସାଂସ୍କୃତିକ ଜୀବନତା ପାଇଁ ଅନୁପ୍ରେରଣା ହେବ। ଆଦିବାସୀ ଭାଇ ଓ ଭଉଣୀମାନେ ଯେତେବେଳେ ଏଠାକୁ ଆସିବେ, ନିଜ ଘର ପରି ଅନୁଭବ କରିବେ। ଆପଣଙ୍କ ଶିକ୍ଷା, ଚିକିତ୍ସା, ନିଯୁକ୍ତି, ଓ ଉନ୍ନତିର ମାର୍ଗ ଏହିଠାରୁ ଆରମ୍ଭ ହେବ। ଆଦିବାସୀ ସଂସ୍କୃତି କେବଳ ନାଚ, ଗୀତରେ ସୀମାବଦ୍ଧ ନୁହେଁ, ଏହା ହେଉଛି ଏକ ଜୀବନ ଶୈଳୀ, ଏକ ଆତ୍ମା। ଏହାକୁ ସୁରକ୍ଷା କରିବା ଏବଂ ପ୍ରଚାର କରିବା ଆମ ସମସ୍ତଙ୍କ ଦାୟିତ୍ୱ। ଏହାକୁ ଜୀବିତ ରଖି, ପରିସ୍ଫୁଟ କରିବା କରିବା ଦିଗରେ ଶବରୀ ଭବନ ଏକ ମହତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ସେ କହିଥିଲେଯେ, ଭୁବନେଶ୍ୱରରେ ଆଦିବାସୀ ସଂସ୍କୃତି ଓ ଐତିହ୍ୟ ଭବନ ଏବଂ ଆଦିବାସୀ ଭାଷା ପ୍ରତିଷ୍ଠାନ ମଧ୍ୟ ପ୍ରତିଷ୍ଠା କରାଯାଉଛି। ରାଜ୍ୟର ୪୦ ପ୍ରତିଶତ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ କଲ୍ୟାଣ ପାଇଁ ରେକର୍ଡ ୬୮ ହଜର ୮୮୧ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ନିୟମିତ କଲ୍ୟାଣକାରୀ ଯୋଜନା ବ୍ୟତୀତ ଏହି ଟଙ୍କା କେବଳ ତାଙ୍କ ପାଇଁ ଖର୍ଚ୍ଚ ହେବ। ଏହା ହେଉଛି ଆମ ସରକାରଙ୍କ ଜନଜାତିଙ୍କ ପାଇଁ ପ୍ରତିବଦ୍ଧତା। ମୁଁ ବିଶ୍ୱାସ କରେ – ଯେଉଁ ସମାଜ ତାଙ୍କର ମୂଳ ଚିହ୍ନକୁ ସମ୍ମାନ କରେ, ସେଇ ସମାଜ ତୀବ୍ର ଗତିରେ ଅଗ୍ରସର ହୁଏ। ଆମ ଆଦିବାସୀ ସମାଜ ଓଡ଼ିଶାର ଗର୍ବ, ଆମ ସଂସ୍କୃତିର ମୂଳ ଆଧାର। ଏହି ସମାଜକୁ ଆଗକୁ ଆଣିବା ପାଇଁ ମୁଁ ଏକ ଆଦିବାସୀ ସନ୍ତାନ ଭାବରେ ମୋ ସର୍ବଶକ୍ତି ଲଗାଇବି।ସେ ପୁଣି କହିଥିଲେଯେ, ୨୦୩୬ ସୁଦ୍ଧା ଆମେ ଲକ୍ଷ୍ୟ ରଖିଛୁ ରାଜ୍ୟର ସର୍ବାଙ୍ଗୀନ ବିକାଶ, ସାମଗ୍ରିକ ଅଭିବୃଦ୍ଧି ଏବଂ ଜନଜାତି ସଶକ୍ତିକରଣ ଜରିଆରେ ଏକ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ । ସମୃଦ୍ଧ ଓଡିଶା ଗଠନ ଦିଗରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ରାଜ୍ୟର ୨୪ ପ୍ରତିଶତ ଜନଜାତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech