ପୁରୀରେ ଚଳଚ୍ଚିତ୍ର ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ର ସଙ୍ଗୀତ ଲୋକାର୍ପିତ

ଭୁବନେଶ୍ବର – ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ ଆଜି ସର୍ବଭାରତୀୟ ସ୍ତରରେ ମୁକ୍ତିଲାଭ କରୁଛି। ମୁକ୍ତିଲାଭ ପୂର୍ବରୁ ନିର୍ମାତା ନିର୍ଦ୍ଦେଶକଙ୍କ ସମେତ ଏହାର ସମସ୍ତ କଳାକାର ଓ ଟେକ୍ନିସିଆନମାନେ ପୁରୀରେ ପହଞ୍ଚି ଥିଲେ। ପ୍ରଥମେ ମହୋଦଧିରେ ସ୍ନାନ କରି ନିଜକୁ ସମ୍ପୂର୍ଣ୍ଣ ସମର୍ପଣ ପୂର୍ବକ ଚଳଚ୍ଚିତ୍ର ନିର୍ମାଣରେ ଯଦି କେଉଁଠି କିଛି ଦୋଷ ତ୍ରୁଟି କିମ୍ବା ଭୁଲ ଭଟକା ଥାଏ ତେବେ କ୍ଷମା କରିଦେବାକୁ ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ପାଖରେ ପ୍ରାର୍ଥନା କରିଥିଲେ।

ବ୍ୟକ୍ତିଗତ ଭାବେ କଳାପାହାଡ଼ ଭୂମିକାରେ ଅଭିନୟ କରିଥିବା ଅଭିନେତା ଅଂଶୁମାନ ଚଳଚ୍ଚିତ୍ରରେ ପ୍ରଭୁଙ୍କ ପ୍ରତି ଅତ୍ୟାଚାର ଓ ନିଜର କୁକର୍ମ ପାଇଁ ପ୍ରଥମେ ପ୍ରଭୁଙ୍କ ଶରଣାରବିନ୍ଦରେ ଏବଂ ପରେ ଭକ୍ତ ତଥା ଦର୍ଶକଙ୍କ ଆଗରେ କ୍ଷମା ପ୍ରାର୍ଥନା କରିଥିଲେ। ପରେ ପୁରୀର ମେଡିକାଲ ଛକରେ ଆୟୋଜିତ ହୋଇଥିଲା ମୁକ୍ତାକାଶ ସଙ୍ଗୀତ ଲୋକାର୍ପଣ ଉତ୍ସବ।

ପରମ ପୂଜ୍ୟ ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀଙ୍କ କରକମଳରେ ଏହାର ସଙ୍ଗୀତ ଲୋକାର୍ପିତ ହୋଇଥିଲା। ଚଳଚ୍ଚିତ୍ରର ପ୍ରଯୋଜିକା ତଥା ନିର୍ଦ୍ଦେଶିକା ସୌଭାଗ୍ୟଲଷ୍ମୀ ଜେନା(ବିନି), ଅନ୍ୟତମ ପ୍ରଯୋଜକ ଦିଲୀପ କୁମାର ଜେନା, କାର୍ଯ୍ୟକାରୀ ପ୍ରଯୋଜକ ପ୍ରଣୟ ଜେଠୀ, ଅଭିନେତା ସିଦ୍ଧାନ୍ତ ମହାପାତ୍ର, ଶ୍ରୀତମ ଦାସ, ଜ୍ୟୋତି ରଞ୍ଜନ ନାୟକ, ସୂର୍ଯ୍ୟମୟୀ ମହାପାତ୍ର, ଶିବାନୀ ସଙ୍ଗୀତା, ପିଙ୍କି ପ୍ରଧାନ, ଅଂଶୁମାନ, କୁନା ତ୍ରିପାଠୀ, ପ୍ରତିଭା ପଣ୍ଡା, ରୁଷି ପଟ୍ଟନାୟକ, ଶମ୍ଭୁନାଥ ଖୁଣ୍ଟିଆ, ସଙ୍ଗୀତ ନିର୍ଦ୍ଦେଶକ ମଳୟ ମିଶ୍ର, ଗୀତିକାର ଡ. ନିର୍ମଳ ନାୟକ, କଣ୍ଠ ଶିଳ୍ପୀ ଇରା ମହାନ୍ତି, ସତ୍ୟଜିତ ପ୍ରଧାନ, ଅନ୍ତରା ଚକ୍ରବର୍ତ୍ତୀ, ନୃତ୍ୟନିର୍ଦ୍ଦେଶକ ବବି ଇସଲାମ, ଜିତୁ ରାଉତ ପ୍ରମୁଖ ଯୋଗ ଦେଇଥିଲେ। ହଜାର ହଜାର ଭକ୍ତ ତଥା ଦର୍ଶକ ରୁଣ୍ଡ ହୋଇ ଏହାର କଳାକାରଙ୍କୁ ଉତ୍ସାହିତ କରିଥିଲେ।

ସାଇ ଶ୍ରଦ୍ଧା ଟେଲି ପ୍ରଡକ୍ସନ ନିବେଦିତ ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ର ପ୍ରଯୋଜନା ସହ ନିର୍ଦ୍ଦେଶନା କ୍ଷେତ୍ରରେ ପାଦ ରଖିଛନ୍ତି ବିନି ସାମଲ। ତାଙ୍କ ନିର୍ଦ୍ଦେଶିତ ଏହା ପ୍ରଥମ ଚଳଚ୍ଚିତ୍ର। ଅନ୍ୟତମ ପ୍ରଯୋଜକ ଅଛନ୍ତି ଦିଲୀପ କୁମାର ଜେନା।ଜଗନ୍ନାଥଙ୍କ ମହିମା ଆଧାରିତ ତଥା ତାରକା ଖଚିତ ଏହି ଚଳଚ୍ଚିତ୍ରକୁ ନିର୍ମାଣ କରିବା ପାଇଁ କଳାକାର ଓ ଟେକ୍ନିସିଆନଙ୍କୁ ପ୍ରାୟ ତିନି ବର୍ଷ ଅକ୍ଲାନ୍ତ ପରିଶ୍ରମ କରିବାକୁ ପଡିଛି। ଏଥିରେ ସିଦ୍ଧାନ୍ତ, ସୂର୍ଯ୍ୟମୟୀ, ଜ୍ୟୋତି, ଶିବାନୀ, ଶ୍ରୀତମ, ଅଂଶୁମାନ, ପିଙ୍କି ପ୍ରଧାନ, କୁନା ତ୍ରିପାଠୀ,ଅଶ୍ରୁମୋଚନ ମହାନ୍ତି, ପ୍ରତିଭା ପଣ୍ଡା, ରବି ମିଶ୍ର,କେଦାର ମିଶ୍ର, ରତନ ମେହେର, ସାହେବ ସିଂ, ଶଙ୍କର , ପ୍ରିୟଙ୍କା ସାହୁ, ଋଷି ପଟ୍ଟନାୟକ, ଶମ୍ଭୁନାଥ ଖୁଣ୍ଟିଆ ପ୍ରମୁଖ ଅଭିନୟ କରିଛନ୍ତି। ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଶଙ୍କର ତ୍ରିପାଠୀଙ୍କ ଏକ ଚର୍ଚ୍ଚିତ ନାଟକ ଆଧାରରେ ନିର୍ମିତ ଏହି ଚଳଚ୍ଚିତ୍ରରେ ସଙ୍ଗୀତ ଦେଇଛନ୍ତି ମଳୟ ମିଶ୍ର।

ଏଥିରେ କଣ୍ଠଦାନ କରିଛନ୍ତି ଇରା ମହାନ୍ତି, ସତ୍ୟଜିତ ପ୍ରଧାନ, ଅନ୍ତରା ଚକ୍ରବର୍ତ୍ତୀ ଓ ସତ୍ୟବ୍ରତ ସାହୁ। ଡ. ନିର୍ମଳ ନାୟକଙ୍କ ରଚିତ’ଜଗତରେ ପାଇବୁନି ଏମିତି ଠାକୁର..’ ଗୀତଟି ବେଶ ଭାଇରାଲ ହୋଇଛି। ଗୁରୁତ୍ୱପୂର୍ଣ୍ଣ କଥାଟି ହେଉଛି ଗୁରୁଜୀ ଚନ୍ଦ୍ରଭାନୁ ଶତପଥୀ ମଧ୍ୟ ଗୀତ ରଚନା କରିବା ସହିତ ଦୁଇଟି ଗୀତରେ ସଙ୍ଗୀତ ଦେଇଛନ୍ତି। ଚଳଚ୍ଚିତ୍ରରେ ରହିଛି ମୋଟ ସାତଟି ଗୀତ।ଗୀତ ଗୁଡିକ ବେଶ ଆକର୍ଷଣୀୟ ହେବା ସହ ଶ୍ରୁତିମଧୁର ହୋଇଛି।ନୃତ୍ୟ ନିର୍ଦ୍ଦେଶନା ଦେଇଛନ୍ତି ବବି ଇସଲାମ ଓ ଜିତୁ ରାଉତ।ଚିତ୍ରୋତ୍ତଳନ କରିଛନ୍ତି ଧୃବାନନ୍ଦ ପଣ୍ଡା। ଦୃଶ୍ୟଗୁଡିକ ସୁକୁମାର ମଣିଙ୍କ ଦ୍ୱାରା ସମ୍ପାଦିତ ହୋଇଛି।ପ୍ରଚାରମୁଖ୍ୟ ଅଛନ୍ତି ହରପ୍ରସାଦ ମହାପାତ୍ର। ଚଳଚ୍ଚିତ୍ରଟି ସର୍ବଭାରତୀୟ ସ୍ତରରେ ପାଖାପାଖି ଶହେଟି ପ୍ରେଖ୍ୟାଳୟରେ ମୁକ୍ତିଲାଭ କରିଛି। ଏହାର ବିତରଣ ଦାୟିତ୍ୱ ଗ୍ରହଣ କରିଛି ପ୍ରକାଶ ଫିଲ୍ମସ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech