୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ହାଣ୍ଡିଧୂଆ ସରକାରୀ ସ୍କୁଲର ବିକାଶ ପାଇଁ ୧ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର କରିଥିଲା କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ

୨୦୨୩-୨୪ ଆର୍ôଥକ ବର୍ଷ ପାଇଁ ହାଣ୍ଡିଧୂଆ ସରକାରୀ ସ୍କୁଲର ବିକାଶ ପାଇଁ ୧ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର କରିଥିଲା କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ


ତାଳଚେର, ୦୪: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ନିଜେ ପ୍ରାରମ୍ଭିକ ଶିକ୍ଷା ଗ୍ରହଣ କରିଥିବା ତାଳଚେର ହାଣ୍ଡିଧୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ରୂପାନ୍ତରଣ ତଥା ସ୍କୁଲର ଭିତିଭୂମିର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦତ ୧ କୋଟି ୩୭ ଲକ୍ଷ ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଆଜି ଏଠାରେ ସ୍ମାର୍ଟ କ୍ଲାସରୁମ, ରୋଷେଇ ଘର, ନୂଆ ଭବନ ଏବଂ ଡାଇନିଂ ହଲ ଏବଂ ଅନ୍ୟାନ୍ୟ କାର୍ଯ୍ୟର ଉଦଘାଟନ କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଆଜି ଉଦଘାଟିତ ହୋଇଥିବା ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ଦ୍ୱାରା ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଉପକୃତ ହେବେ । ନୂତନ ଜାତୀୟ ଶିକ୍ଷା ନୀତି ମାଧ୍ୟମରେ ଆମେ ଯେଉଁ ସାମଗ୍ରିକ, ମୂଳ ଏବଂ ଭବିଷ୍ୟତବାଦୀ ଶିକ୍ଷା ବ୍ୟବସ୍ଥାର କଳ୍ପନା କରୁଛୁ ତାହା ଏହି ବିଦ୍ୟାଳୟଗୁଡ଼ିକ ମା୍ମମରେ ସାକାର ହେବ, ଯେଉଁଠାରେ ଶିକ୍ଷା କେବଳ ପରୀକ୍ଷା ନୁହେଁ ବରଂ ବ୍ୟକ୍ତିତ୍ୱ ଏବଂ ରାଷ୍ଟ୍ର ନିର୍ମାଣର ଏକ ମାଧ୍ୟମ ହେବ । ଏହି ଅବସରରେ ଶ୍ରୀ ପ୍ରଧାନ ସ୍କୁଲର ମଧ୍ୟାହ୍ନଭୋଜନ ସ୍ଥିତି ପରଖିବା ସହ ଅନ୍ୟାନ୍ୟ ବ୍ୟବସ୍ଥା ବିଷୟରେ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ପ୍ରକାଶ ଥାଉ କି, ସ୍କୁଲ ଶିକ୍ଷା ସହ ଭତିିଭୂମିକୁ ମଜଭୂତ୍ କରିବା ଦିଗରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଷ୍ଟାର୍ସ ତଥା ଅନ୍ୟ ଯୋଜନା ଅନ୍ତର୍ଗତ ୨୦୨୩-୨୪ ଆର୍ôଥକ ବର୍ଷ ପାଇଁ ଏହି ହାଣ୍ଡିଧୂଆ ସରକାରୀ ସ୍କୁଲକୁ ୧ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା । ଏହି ଅର୍ଥ ସ୍କୁଲର ଶ୍ରେଣୀଗୃହ, ସ୍ମାର୍ଟ କ୍ଲାସରୁମ, ପାନୀୟ ଜଳ,ଖେଳପଡ଼ିଆ ତଥା ସ୍କୁଲର ଆନୁଷଙ୍ଗିକ ବିକାଶ ପାଇଁ ଖର୍ଚ୍ଚ କରାଯାଇଥାଏ । ଉକ୍ତ କାର୍ଯ୍ୟକ୍ରମ ରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ପାଲଲହଡା ବିଧାୟକ ଅଶୋକ ମହାନ୍ତି, ଅନୁଗୁଳ ଜିଲ୍ଲାପାଳ ଅବଦୁଲ ଏମ ଅଖତାର, ଏସପି ରାହୁଲ ଜେନ, ତାଳଚେର ଉପ ଜିଲ୍ଲାପାଳ ସମୀର କୁମାର ଜେନା, ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ସମେତ ବହୁ ସରକାରୀ ଅଧିକାରୀ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ହଜାର ହଜାର ସଂଖ୍ୟାରେ ଜନସାଧାରଣ ଯୋଗ ଦେଇଥିଲେ ।
ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ତାଳଚେର ହାଣ୍ଡିଧୁଆ ଗ୍ରାମର ଖେଳପଡ଼ିଆ ଏବଂ ଗୋପାଳପ୍ରସାଦ ରିଜର୍ଭ ‘ରେଷ୍ଟରେ ପୃଥକ ପୃଥକ ଭାବରେ “ଏକ୍ ପେଡ୍ ମା’ କେ ନାମ ୨.୦\” ଅନ୍ତର୍ଗତ ବୃକ୍ଷରୋପଣ ଅଭିଯାନ ଓ ୭୬ତମ ବନମହୋତ୍ସବ-୨୦୨୫ରେ ଯୋଗଦେଇଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସ୍କୁଲ ଛାତ୍ରଛାତ୍ରୀ ଓ ସାମାଜିକ ସଂଗଠନର ସଦସ୍ୟମାନଙ୍କ ସହ ମିଶି ଗଛ ଲଗାଇବା ସହ ଅନୁଗୋଳ ଜିଲ୍ଲାରେ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବାର୍ଷିକ ୧୦ ଲକ୍ଷ ଗଛ ଲଗାଇବା ପାଇଁ ସଂକଳ୍ପ କରିବାକୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ପରିକଳ୍ପିତ “ମା’ ପାଇଁ ଗଛଟିଏ” ଏକ ଭାବନାତ୍ମକ ବିଚାର । ତାଳଚେର ସମେତ ଅନୁଗୋଳ ଜିଲ୍ଲାରେ କୋଇଲା ଉତ୍ପାଦନ ହେବା କାରଣରୁ ଏଠାରେ ବହୁମାତ୍ରାରେ ପରିବେଶ ପ୍ରଦୂଷଣ ବୃଦ୍ଧି ପାଉଛି । ଦେଶରେ ପ୍ରଗତି ପାଇଁ କୋଇଲା ଉତ୍ପାଦନ ସହ ପରିବେଶର ସୁରକ୍ଷା କରିବା ମଧ୍ୟ ଜରୁରି । ସ୍କୁଲ ସ୍ତରରୁ ଆରମ୍ଭ କରି ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଯୁବ ସଂଗଠନ, ସରକାରୀ ଅନୁଷ୍ଠାନ, ମାତୃଶକ୍ତି, ସ୍ୱେଚ୍ଛାସେବୀମାନଙ୍କୁ “ଏକ୍ ପେଡ୍ ମା’ କେ ନାମ ୨.୦ ଅଭିଯାନରେ ଯୋଡି ଅନୁଗୋଳକୁ ସବୁଜ ସହରରେ ପରିଣତ କରିବାର ଦାୟିତ୍ୱ ନେବା ଦରକାର । ସେ ଆହୁରି କହିଛନ୍ତି, ଚଳିତଥର ଅନୁଗୋଳ ବନଖଣ୍ଡରେ ପୂର୍ବ ବର୍ଷ ଅପେକ୍ଷା ଦୁଇ ଗୁଣା ଅର୍ଥାତ୍ ୭ ଲକ୍ଷ ୫୦ ହଜାର ଗଛ ଲଗାଯିବାର ଯୋଜନା ରହିଛି । ତେବେ ଆସନ୍ତା ସେପ୍େଟମ୍ବର ସୁଦ୍ଧା ଅନୁଗୋଳରେ ୧୦ ଲକ୍ଷ ଚାରା ଲଗାଇବା ସହ ଏହି ପରମ୍ପରାକୁ ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଅବ୍ୟାହତ ରଖିବା ପାଇଁ ଆମେ ସଂକଳ୍ପ ନେବା ଦରକାର, ଗଛର ଯତ୍ନ ନେବା ସହ ଏହାକୁ ଜନଆନ୍ଦୋଳନର ରୂପ ଦେବା । ବନୀକରଣରେ ତାଳଚେର ସମେତ ଅନୁଗୋଳର ପରିଚୟ ସୃଷ୍ଟି କରିବାକୁ ସେ ଅପିଲ୍ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ଅନୁଗୋଳ ବନଖଣ୍ଡର ପଦକ୍ଷେପ ଅନ୍ତର୍ଗତ ଭ୍ରାମ୍ୟମାଣ ଚାରା ବିତରଣ ରଥ, ସୂଚନା ରଥ, ସବୁଜ ଅନୁଗୋଳ ମୋବାଇଲ ଆପ୍‌, ବନ୍ୟଜନ୍ତୁଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ଟ୍ରକ, ଅନୁଗୋଳ ‘ରେଷ୍ଟ ଡିଭିଜନ ୱେବସାଇଟ୍ ଓ ଅନ୍ୟାନ୍ୟ ପୋର୍ଟାଲ ଆଦି ଶୁଭାରମ୍ଭ କରିଥିଲେ । ଅନୁଗୋଳରେ ବୃକ୍ଷରୋପଣ ଅଭିଯାନକୁ ଏକ ଜନଆନ୍ଦୋଳନର ରୂପ ଦେବା ସହ ଜନସାଧାରଣଙ୍କ ମଧ୍ୟ ରେ ସମାଜିକ ସଚେତନତା ସୃଷ୍ଟି କରିବା ପାଇଁ ଏପରି ପଦକ୍ଷେପକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ବିଧାୟକ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ ଓ ବ୍ରଜ କିଶୋର ପ୍ରଧାନ, ଅନୁଗୁଳ ଜିଲ୍ଲାପାଳ, ଡ଼ିଏ‘ଓ, ଏସପି ଙ୍କ ସମେତ ବହୁ ପଦାଧିକାରୀ ଯୋଗଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମ ରେ ହଜାର ହଜାର ସଂଖ୍ୟାରେ ଜନସାଧାରଣ ଯୋଗଦେଇ ଥିଲେ । ଆଜିର କାର୍ଯ୍ୟକ୍ରମ ରେ ୧୫ ହଜାର ରୁ ଉର୍ଦ୍ଧ ବୃକ୍ଷ ରୋପଣ କରାଯାଇଥିଲା ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech