ରାଜସ ଅମଲା ସଂଘର ଦାବୀ ପୂରଣ ପାଇଁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ-ଦାବୀ ପୁରଣ ନହେଲେ ୧୪ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ଛୁଟିରେ ଯିବେ

ରାଜସ ଅମଲା ସଂଘର ଦାବୀ ପୂରଣ ପାଇଁ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ-ଦାବୀ ପୁରଣ ନହେଲେ ୧୪ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ଛୁଟିରେ ଯିବେ

ଢେ଼ଙ୍କାନାଳ ରାଜସ୍ବ ଅମଲା ସଂଘର ୧୦ ଦଫା ଦାବୀ ପୂରଣ ପାଇଁ ଅତିରିକ୍ତ ଜିଲ୍ଲାପାଳ (ରାଜସ) ଲଳିତ କୁମାରବେହେରାଙ୍କୁ ଜିଲ୍ଲାପାଳଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ପ୍ରକାଶ ଯେ, ଓଡିଶା ରାଜସ ଅମଲା ସଂଘ ପକ୍ଷରୁ ରାଜ୍ୟ କାର୍ଯ୍ୟକାରୀ ପରିଷଦ ବୈଠକରେ ନିଷ୍ପତି କ୍ରମେ ସଂଘର ନ୍ୟାର୍ଯ୍ୟଦାବି ଗୁଡିକୁ ପୂରଣ କରିବାରେ ରାଜ୍ୟ ସରକାରଙ୍କ ଟାଳଟୁଳ ନୀତି ଏବଂ ଅହେତୁକ ବିଳମ୍ବ ହେତୁ ରାଜ୍ୟରେ କାର୍ଯ୍ୟରତ ସମସ୍ତ ରାଜସ୍ତ ଅମଲାମାନେ ସେମାନଙ୍କ ନ୍ୟାର୍ଯ୍ୟ ଅଧୁକାରରୁ ବଂଚିତ ହେଉଛନ୍ତି ବୋଲି ଓଡିଶା ରାଜସ ଅମଲା ସଂଘର ସଭାପତି ତ୍ରିପତି ବାଲାଜୀ ସାହୁ ପ୍ରକାଶ କରିଥିଲେ । ସଭାପତିଙ୍କ ଅନୁମତି କ୍ରମେ ପ୍ରତ୍ୟେ ଜିଲ୍ଲାର ରାଜସ ଅମଲା ସଂଘର ଦାବୀ ଯଥା-ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ ଅମଲାମାନଙ୍କ ମୂଳ ଦରମା ଓ.ଆର୍.ଏସ୍.ପି. ୨୦୧୭ ମସିହା ନିୟମ ଅନୁଯାୟୀ ଲେଭେଲ୍‌ ୯କୁ ବୃଦ୍ଧି କରାଯାଉ, ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପତ୍ର ସଂଖ୍ୟା ୬୯୮ ତା.୦୬.୦୧.୨୦୨୪ରିଖ ପତ୍ର ସଂଖ୍ୟା-୭୦୮ ତା.୦୬.୦୧.୨୦୨୪ରିଖ, ପତ୍ର ସଂଖ୍ୟା-୮୮୯୮ ତା.୧୩.୦୩.୨୦୨୪ରିଖ ଅନୁଯାୟୀ ଏବଂ ସମଗ୍ର ଜିଲ୍ଲାପାଳମାନଙ୍କ ଦ୍ବାରା ପ୍ରଦାନ କରାଯାଇଥିବା ତ‌ଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି କରାଯିବା ସହିତ ପଦବୀ ପୂର୍ନଗଠନ କରାଯାଉ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା ୮୮୯୮ ତା.୧୫.୦୩.୨୦୨୪ ରିଖ ଅନୁଯାୟୀ ହୋଇଥିବା କନିଷ୍ଠ ରାଜସ ଅମଳା ମାନଙ୍କର ରେସିଡେନ୍‌ସି ପିରିଅଡ୍ ୬ ବର୍ଷ ଯାଗାରେ ୪ ବର୍ଷ କରାଯାଉ, ବରିଷ୍ଠ ରାଜସ ସହାୟକ ଏବଂ ଏ.ଏସ୍.ଓ. ପଦବୀକୁ ଏକତ୍ରିକରଣ କରାଯାଇ କେବଳ ଏ.ଏସ୍.ଓ. ରଖାଯାଉ ଏବଂ କନିଷ୍ଠ ରାଜସ ସହାୟକରୁ ୪ବର୍ଷ ରେସିଡେନ୍ସି ପିରିଅଡ ରଖାଯାଇ, ଏ.ଏସ୍.ଓ. ପଦବୀକୁ ପଦୋନ୍ନତି ଦିଆଯାଉ, ରାଜ୍ୟରେ କାର୍ଯ୍ୟରତ ସସସ୍ତ ସରକାରୀ କର୍ମଚାରୀ ଏବଂ ସେମାନକର ପବିରା ବର୍ଗଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସାସ୍ଥ୍ୟବୀମା ଲାଗୁ କରାଯାଉ, ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀକୁ ପୁନଃ ପ୍ରଚଳନ କରାଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେ କୌଣସି ସଦସ୍ୟ/ସଦସ୍ୟାଙ୍କୁ ଯୋଗ୍ୟତା ଭିତିରେ ନିଯୁକ୍ତି ପ୍ରଦାନ କରାଯାଇ, ଜିଲ୍ଲାସ୍ତରରେ କାର୍ଯ୍ୟରତ ରାଜସ କର୍ମଚାରୀମାନଙ୍କୁ ଓଡିଶା ରାଜସ ସେଢା ପଦବୀରେ ଶତ ପ୍ରତିଶତ ପଦୋନ୍ନତି ଦିଆଯାଉ, ତହସିଲ୍ କାର୍ଯ୍ୟାଳୟ ମାନଙ୍କରେ ବିଭିନ୍ନ ରାଜସ ସମ୍ବନ୍ଧୀୟ ମାମଲାକୁ ତ୍ବରାନ୍ବିତ କରାଯିବା ପାଇଁ ସେଠାରେ କାର୍ଯ୍ୟରତ ରାଜସ ସହାୟକମାନଙ୍କୁ ଏଲ୍.ଆର୍.ଏମ୍.ଏସ୍. ୟୁଜର ଆଇଡି ପ୍ରଦାନ କରାଯାଉ, ରାଜସ ବିଭାଗରେ ସମସ୍ତ କାର୍ଯ୍ୟରେ ସଂସ୍କାର ଅଣାଯିବା ପାଇଁ ଏବଂ ନୂତନ ଭାବେ ନିଯୁକ୍ତି ପାଇଥିବା ରାଜସ ସ‌ହାୟକ ମାନଙ୍କର ଦକ୍ଷତା ବୃଦ୍ଧି ପାଇଁ ପ୍ରବେଶକାଳୀନ ତାଲିମ୍ ପ୍ରଦାନ କରାଯାଇ, ନୂତନ ପେନ୍‌ସନ୍ ଯୋଜନାକୁ ରବ୍ଦ କରି ସମସ୍ତ ସରକାରୀ କର୍ମଚାରୀମାନଙ୍କୁ ପୁରାତନ ପେନ୍‌ସନ୍ ଯୋଜନା ଅନ୍ତର୍ଭୁକ୍ତ କରାଯାଉ । ଉପରୋକ୍ତ ଦାବୀ ଗୁଡିକୁ ପୂରଣ ପାଇଁ ଗତ ମାସ ୨୩ ତାରିଖରୁ ୧୫ ଦିନ ପାଇଁ ସମୟ ଧାର୍ଯ୍ୟ କରାଯାଇଥୁଲା । କିନ୍ତୁ ଏହା ପୂରଣ ନହେବାରୁ ଅଦ୍ୟ ୭ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜସ ଅମଲା ସଂଘର କାର୍ଯ୍ୟରତ ସମସ୍ତ ଜିଲ୍ଲାସ୍ତରୀୟ ସଦସ୍ୟମାନେ କଳାବ୍ୟାଚ୍ ପିନ୍ଧି ରାଜ୍ୟ ସରକାରଙ୍କ ଭଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ଜିଲ୍ଲାପାଳଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ଏହା ସତ୍ତ୍ବେ ଯଦି ରାଜ୍ୟ ସରକାର କୌଣସି ପଦକ୍ଷେପ ନନିଅନ୍ତି ତେବା ଆସନ୍ତା ୧୪ ତାରିଖ ଠାରୁ ସମୂହ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଯିବେ ବୋଲି ଦର୍ଶାଇଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech