ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲା ବିଜେଡି

ଭୂବନେଶ୍ୱର: ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ ପାଖରେ ଅଭିଯୋଗ ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ବିଜେପି ବିଧାୟକ ସନ୍ତୋଷ ଖଟୁଆ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ନେଇ କମିଶନଙ୍କ ଦ୍ବାରସ୍ଥ ହୋଇଛି ଦଳ । ଏହା ପୂର୍ବରୁ, ଡ଼ ସାମନ୍ତସିଂହାର ମହିଳା ଥାନାରେ ଏକ ଏଫଆଇଆର ଦାଖଲ କରିଥିଲେ, ଯାହା ପଞ୍ଜିକୃତ ହୋଇଛି ।

ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଟୁକୁନି ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଆଜି ରାଜ୍ୟ ମହିଳା କମିଶନଙ୍କ ଅଫିସକୁ ଯାଇ ମହିଳା କମିଶନଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ । ବିଧାୟକ ଶ୍ରୀ ଖଟୁଆ ଜଣେ ନାରୀ ନେତ୍ରୀଙ୍କ ପ୍ରତି ଦେଇଥିବା ଅଶାଳୀନ ମନ୍ତବ୍ୟ କୌଣସି ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ । ଶ୍ରୀ ଖଟୁଆଙ୍କ ମନ୍ତବ୍ୟ କେବଳ ଲେଖାଶ୍ରୀଙ୍କର ସମ୍ମାନ ଉପରେ ନୁହଁ ବରଂ ସମଗ୍ର ନାରୀ ଜାତିର ମାନ ସମ୍ମାନ ଉପରେ ଆଞ୍ଚ ଆଣିଛି ବୋଲି ସ୍ମାରକପତ୍ରରେ କୁହାଯାଇଛି ।ସ୍ମାରକପତ୍ର ପ୍ରଦାନ ପରେ ଗଣମାଧ୍ୟମକୁ ନିଜର ମନ୍ତବ୍ୟ ଦେଇ ଶ୍ରୀମତୀ ସାହୁ କହିଥିଲେ, ରାଜ୍ୟରେ ଗତ ଏକ ବର୍ଷର ବିଜେପି ଶାସନରେ, ନାରୀ ମାନଙ୍କ ଉପରେ ଅତ୍ୟାଚାର ଓ ଦୁଷ୍କର୍ମ ଅହେତୁକ ବୃଦ୍ଧି ପାଇଛି । ସରକାରୀ ଦଳର ବିଧାୟକ ହୋଇ ନାରୀ ଜାତି ପ୍ରତି ଏପରି ଅଶାଳୀନ ମନ୍ତବ୍ୟ, ଅପରାଧି ମନସ୍ତତ୍ୱକୁ ଦର୍ଶାଇବା ସହିତ ଅପରାଧୀଙ୍କ ମନୋବଳକୁ ବୃଦ୍ଧି କରୁଛି । ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନ ପାଇଁ ସରକାର ଆଦୌ ତତ୍ପର ନାହାନ୍ତି ।ବିଜେପି ସରକାର କ୍ଷମତାକୁ ଆସିବାର ଏକବର୍ଷ ପୂରଣ ହୋଇଛି । ସରକାର ଏକ ବର୍ଷ ପୂର୍ତ୍ତିର ଉତ୍ସବ ପାଳନ କରୁଛନ୍ତି । କିନ୍ତୁ, ମହିଳାଙ୍କ ସ୍ୱାର୍ଥକୁ ଅଣଦେଖା କରିଚାଲିଛନ୍ତି । ଗତ ଏକ ବର୍ଷ ହେଲାଣି, ରାଜ୍ୟ ମହିଳା କମିଶନ ପଦ ଖାଲିପଡିଛି । ମହିଳା କମିଶନ ଅଫିସରେ ସମ୍ପାଦକ ମଧ୍ୟ ନାହାନ୍ତି । ଆଜି ଆମେ ଭାରପ୍ରାପ୍ତ ସମ୍ପାଦକଙ୍କୁ ସ୍ମାରକପତ୍ର ପ୍ରଦାନ କଲୁ । ଆଶା କରୁଛୁ, ବିଧାୟକ ଶ୍ରୀ ଖଟୁଆଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବେ । ଏହି ମାମଲାରେ କୌଣସି କାର୍ଯ୍ୟାନୁଷ୍ଠାନ ନ ନେଲେ, ବିଜୁ ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ଶ୍ରୀମତୀ ସାହୁ ଚେତାବନୀ ଦେଇଥିଲେ ।ବିଜୁ ଜନତା ଦଳର ପ୍ରତିନିଧି ମଣ୍ଡଳୀରେ ପୂର୍ବତନ ସାଂସଦ ତଥା ବରିଷ୍ଠ ସାଧାରଣ ସମ୍ପାଦିକା ରାଜଶ୍ରୀ ମଲ୍ଲିକ, ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାର, ସାଧାରଣ ସମ୍ପାଦକ ମନ୍ମଥ ରାଉତରାୟ, ଗଣମାଧ୍ୟମ ସଂଯୋଜକ ଡ଼ ପ୍ରିୟବ୍ରତ ମାଝୀ, ଲୋରା ମହାପାତ୍ର, ମାନସୀ ସୁନ୍ଦରାୟ, ଅଂଶୁ ତ୍ରିପାଠୀ, ରକି ଦାସ, ମୋନାଲିସା ଗନ୍ତାୟତ, ଈଲା ସ୍ୱାଇଁ, ସଂଗ୍ରାମ ସାମଲ ପ୍ରମୁଖ ସାମିଲ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech