ଵରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି।ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଥିଲା, ଯେଉଁଠାରେ ମନମୋହନ ସାମଲ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ।
ଆଜି ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ବିଧିବଦ୍ଧ ଭାବେ ମନମୋହନଙ୍କ ନାମକୁ ରାଜ୍ୟ ସଭାପତି ଭାବେ ଘୋଷଣା କରିଛନ୍ତି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-29.jpg)


