୧୫ ଜଣଙ୍କୁ ପଛରେ ପକାଇ ୬ ନମ୍ବରକୁ ଡେଇଁଲେ ଟିମ୍ ଇଣ୍ଡିଆ ଅଧିନାୟକ ଶୁବମନ ଗିଲ୍

ନୂଆଦିଲ୍ଲୀ -ଇଂଲଣ୍ଡ ବିପକ୍ଷ ଦ୍ବିତୀୟ ଟେଷ୍ଟରେ ଦମଦାର ପାରିର ଲାଭ ମିଳିଛି ଭାରତୀୟ କ୍ରିକେଟ ଟିମର ଟେଷ୍ଟ ଅଧିନାୟକ ଶୁବମନ ଗିଲଙ୍କୁ । ୧୫ ଜଣ ଖେଳାଳିଙ୍କୁ ପଛରେ ପକାଇ ଦେଇଛନ୍ତି ଗିଲ୍ । ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ରାକିଂରେ ୨୧ ନମ୍ବର ସ୍ଥାନରୁ ଉପରକୁ ଉଠି ଗିଲ ଷଷ୍ଠ ସ୍ଥାନରେ ପହଞ୍ଚି ଯାଇଛନ୍ତି ।ଦ୍ବିତୀୟ ଟେଷ୍ଟର ପ୍ରଥମ ଇଂନିସରେ ଦ୍ବିଶତକ ଓ ଦ୍ବିତୀୟ ଇଂନିସରେ ଶତକ ମାରି ଭାରତ ବିଜୟର କର୍ଣ୍ଣଧାର ସାଜିଥିବା ଗିଲଙ୍କୁ ଏହି ସଫଳତା ମିଳିଛି ।

ସପଟେ, ଟେଷ୍ଟ କ୍ରିକେଟରେ ଜୋ ରୁଟଙ୍କୁ ହଟାଇ ହ୍ୟାରି ବ୍ରୁକ୍ ଏକ ନମ୍ବର ସ୍ଥାନ ଦଖଲ କରି ନେଇଛନ୍ତି । ହ୍ୟାରି ଏକ ନମ୍ବର ସ୍ଥାନକୁ ଉଠିଥିବା ବେଳେ ରୁଟ୍ ଗୋଟିଏ ସ୍ଥାନ ତଳକୁ ଖସି ଦ୍ବିତୀୟ ସ୍ଥାନକୁ ଆଓି ଯାଇଛନ୍ତି ।ସୂଚନାଯୋଗ୍ୟ, ଗିଲ ଇଂଲଣ୍ଡକୁ ଟେଷ୍ଟ ଖେଳିବାକୁ ଆସିବା ସମୟରେ ତାଙ୍କ ଟେକନିକକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଥିଲା । ପ୍ରଥମ ଟେଷ୍ଟରେ ଶତକ ଲଗାଇ ଗିଲ ସମାଲୋଚକଙ୍କ ମୁହଁ ବନ୍ଦ କରି ଦେଇଥିଲେ । ଏହାପରେ ଏଜବେଷ୍ଟନରେ ଖେଳା ଯାଇଥିବା ଦ୍ବିତୀୟ ଟେଷ୍ଟର ପ୍ରଥମ ପାରିରେ ଦ୍ବିଶତକ ଲଗାଇଥିଲେ । ଏହାପରେ ଦ୍ବିତୀୟ ପାରିରେ ଶତକ ଲଗାଇ ଥିଲେ । ଏହି ଟେଷ୍ଟରେ ଗିଲ୍ ୪୩୦ ରନ କରିବା ସହ ଆଇସିସି ଟେଷ୍ଟ ରାକିଂରେ ଷଷ୍ଠ ସ୍ଥାନକୁ ଉଠିଛନ୍ତି । ଏହାସହ ତାଙ୍କ ରାକିଂ ପଏଣ୍ଟ ୮୦୭ ହୋଇଯାଇଛି ।ହ୍ୟାରି ବ୍ରୁକଙ୍କ କଥା କହିବା ତ, ଇଂଲଣ୍ଡର ଏହି ଖଷଳାଳି ପ୍ରଥମ ଟେଷ୍ଟର ପ୍ରଥମ ଇଂନିସରେ ୯୯ ଓ ଦ୍ବିତୀୟ ଇଂନିସରେ ଶତକ ମାରିଥିଲେ । ଏହା ତାଙ୍କୁ ଆଇସିସି ଟେଷ୍ଟ ରାକିଂର ଏକ ନମ୍ବର ସ୍ଥାନରେ ପହଞ୍ଚାଇ ଦେଇଥିଲା । ଦୁଇଟି ଟେଷ୍ଟରେ ଜୋ ରୁଟ୍ ନୈରାଶ୍ୟଜନକ ପ୍ରଦର୍ଶନ କରିଛନ୍ତି । ଯାହା ଫଳରେ ତାଲିକାରେ ସେ ଗୋଟିଏ ସ୍ଥାନ ତଳକୁ ଖସି ଆସିଛନ୍ତି । ଅନ୍ୟ ଖେଳାଳିଙ୍କ କଥା କହିବା ତ କେନ ଓ୍ବିଲିୟମସନ ତୃତୀୟ ସ୍ଥାନରେ ଥିବା ବଳେ ୟଶସ୍ବୀ ଜଶଓ୍ବାଲ ଚତୁର୍ଥ ଏବଂ ଷ୍ଟିବ ସ୍ମିତ ପଞ୍ଚମ ସ୍ଥାନରେ ରହିଛନ୍ତି । ଟେମ୍ବା ବାବୁମା ୭ମ ସ୍ଥାନରେ ରହିଛନ୍ତି । ସେହିପରି ଏହି ସିରିଜରେ ଭଲ ପ୍ରଦର୍ଶନ କରିଥିଲେ ବି ରିଷଭ ପନ୍ତ ତଳକୁ ଖସି ଅଷ୍ଟମ ସ୍ଥାନକୁ ଚାଲି ଆସିଛନ୍ତି ।ଇଂଲଣ୍ଡର ଜେମି ସ୍ମିଥ ୧୬ ଜଣ ବ୍ୟାଟରଙ୍କୁ ପଛରେ ପକାଇ ଟପ୍ ଟେନରେ ନିଜ ସ୍ଥାନ ପକ୍କା କରିଛନ୍ତି । ଆଗକୁ ଲର୍ଡ୍ସ ଟେଷ୍ଟ ଆରମ୍ଭ ହେବାକୁ ଯାଉଛି । ଏଥିରେ ଭଲ ପ୍ରଦର୍ଶନ କରିବା ଖେଳାଳି ପୁଣି ଥରେ ଟେଷ୍ଟ ରାକିଂରେ ବଡ଼ ଧରଣ ଏପଟ ସେପଟ କରିପାରନ୍ତି । ଏବେ ଦେଖିବାକୁ ବାକି ରହିଲା ଗିଲ ଆଉ ଏକେ ଆଗକୁ ଯାଇ ପାରୁଛନ୍ତି । କାରଣ ତାଙ୍କ ଲକ୍ଷ୍ୟ ଏକ ନମ୍ବର ବ୍ୟାଟର ହେବାର ଅଛି । ଦିନିକିଆରେ ଏକ ନମ୍ବର ପୋଜିସନ ତାଙ୍କ ପାଖରେ ଥିବା ବେଳେ ଟେଷ୍ଟରେ ଏହା ମିଳିବାକୁ ଆଉ କେତେ ଅପେକ୍ଷା କରିବାକୁ ପଡ଼ିବ ଦେଖିବାକୁ ବାକି ରହିଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech