ଭୂବନେଶ୍ବର: ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ। ମୈତ୍ରୀବିହାର ଥାନା ଅଞ୍ଚଳରେ କାରବାର ବେଳେ ଧରିଛି ପୋଲିସ । ୨୫୪ ଗ୍ରାମ୍ ବ୍ରାଉନ୍ସୁଗାର ସହ ତିନୋଟି ବାଇକ୍ ଓ ୩ ହଜାର ଟଙ୍କା ଜବତ କରିଛି ପୋଲିସ ।
ପୋଲିସ ଅତର୍କିତ ଚଢ଼ଉ କରି ୨୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ପୋଲିସ ଅତର୍କିତ ଚଢ଼ଉ କରି ୨୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି ।
ମୁଖ୍ୟ ଅଭିଯୁକ୍ତ ରାଜେନ୍ଦ୍ର ମହାପାତ୍ର ଏବଂ ଶିବାନନ୍ଦ ସହ ଗିରଫ ସମ୍ପଦ କୁମାର ଦାସ, ମଲ୍ଲିକ ସଇଦ ଅଲ୍ଲୀ, ସଦାଶିବ ଜଗଦେବ ।୫ ଅଭିଯୁକ୍ତଙ୍କ ଭିତରୁ ଜଣେ ହେଉଛି ରାଜେନ୍ଦ୍ର ମହାପାତ୍ର ,ତାଙ୍କର ନାଁରେ ୨ ଟି ମାମଲା ରହିଛି । ଶିବାନନ୍ଦ ନାଁରେ ମଧ୍ୟ ଜଟଣୀ ଥାନା ଅଧୀନରେ ରହିଛି ଅପରାଧିକ ମାମଲା ରୁଜୁ ହୋଇଛି ।ଖବରମୁତାବକ, ମୈତ୍ରୀବିହାର ସାଲିଆ ସାହି ନିକଟରେ ଧଳା ଜହର କାରବାର ପାଇଁ ଏମାନେ ଲୁଚି ଥିବାବେଳେ ପୋଲିସ ସେମାନଙ୍କୁ ମାଡ଼ି ବସିଥିଲା ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-29-scaled.jpg)


