ଆସନ୍ତାବର୍ଷ ପୁରୀରେ ହେବ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ

ଭୂବନେଶ୍ବର: ରାଞ୍ଚିରେ ଅନୁଷ୍ଠିତ ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଫେରି ଆସିଛନ୍ତି ।

ଭୁବନେଶ୍ୱର ଫେରିବା ପରେ ବିମାନ ବନ୍ଦର ଠାରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ବର୍ଷ ୨୮ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ ଓଡ଼ିଶାରେ ଅନୁଷ୍ଠିତ ହେବ ଏବଂ ପୁରୀରେ ହେବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଝାଡଖଣ୍ଡ, ବିହାର, ପଶ୍ଚିମବଙ୍ଗ ଓ ଓଡ଼ିଶାକୁ ନେଇ ଏହି ବୈଠକ ସଫଳତାର ସହ ସମାପ୍ତ ହୋଇଛି । ଏଥିରେ ବିଶେଷ କରି ଏହି ଅଞ୍ଚଳର ସାମାଜିକ, ଆର୍ଥିକ ବିକାଶ କିପରି ତ୍ୱରାନ୍ୱିତ ହେବ, ଯୋଜନା ଗୁଡ଼ିକ କିପରି ଅପହଞ୍ଚ ଅଞ୍ଚଳରେ ପହଞ୍ଚିବ ସେ ସମ୍ପର୍କରେ ଆଲୋଚନା କରାଯାଇଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତର ଲକ୍ଷ୍ୟ ପୂରଣରେ ଏହି ସବୁ ରାଜ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ । ସମାଜର ପ୍ରତ୍ୟେକ ବର୍ଗଙ୍କ ଉନ୍ନତିରେ ବିକଶିତ ଭାରତର ଲକ୍ଷ୍ୟ ହାସଲ ପାଇଁ ବିଭିନ୍ନ ସଫଳ ଯୋଜନା ଓ କାର୍ଯ୍ୟକ୍ରମ ଉପରେ ଏହି ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ନକ୍ସଲ କାର୍ଯ୍ୟକଳାପ ସମ୍ପୂର୍ଣ୍ଣ ଭାବେ ଦୂର କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ଗୁରୁତ୍ୱ ଦେଇ ଆସିଛନ୍ତି ଏବଂ ଏହି ବୈଠକରେ ମଧ୍ୟ ନକ୍ସଲ ସମସ୍ୟାର ସମାଧାନର ବିଭିନ୍ନ ପନ୍ଥା ଉପରେ ଆଲୋଚନା କରାଯାଇଥିଲା। ଏ କ୍ଷେତ୍ରରେ ବର୍ତ୍ତମାନ ସୁଦ୍ଧା ବ୍ୟାପକ ସଫଳତା ହାସଲ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଯେଉଁପରି ଭାବରେ ଏହି ସମସ୍ୟାର ସମାଧାନ ପାଇଁ ଫୋକସ୍‍ ରଖି ପଦକ୍ଷେପ ନେଉଛନ୍ତି, ସେଥିପାଇଁ ବୈଠକରେ ତାଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା ।ଆୟୁଷ୍ମାନ ଭାରତ ଯୋଜନାର ସୁବିଧା ଯେପରି ସମସ୍ତଙ୍କ ପାଖରେ ପହଞ୍ଚିବ (Saturation Stage) ଏବଂ ସମସ୍ତ ହିତାଧିକାରୀ ଏହାର ସୁବିଧା ପାଇବେ ସେ ସମ୍ପର୍କରେ ମଧ୍ୟ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା । ଓଡ଼ିଶାର ବିଭିନ୍ନ ଯୋଜନାର ସଫଳତା ସମ୍ପର୍କରେ ମଧ୍ୟ ବୈଠକରେ ସେ ଆଲୋକପାତ କରିଥିଲେ ବୋଲି କହିଥିଲେ । ମହିଳାଙ୍କ ସଶକ୍ତିକରଣ, ଶ୍ରୀଅନ୍ନ ଯୋଜନାର ସଫଳତା, ଆୟୁଷ୍ମାନ ଭାରତ ଯୋଜନାର ସଫଳତା ଆଦି ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସୂଚନା ଦିଆଯାଇଥିଲା ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବ୍ୟାଙ୍କିଙ୍ଗ ସେବା କ୍ଷେତ୍ରରେ ଓଡ଼ିଶାରେ ଆହୁରି ଉନ୍ନତିର ଆବଶ୍ୟକତା ଅଛି । ଅନେକ ଅଞ୍ଚଳରେ ବ୍ୟାଙ୍କିଙ୍ଗ ସେବା ପହଞ୍ଚିପାରିନାହିଁ । ତେଣୁ ଓଡ଼ିଶାର ଅଧିକ ଅଞ୍ଚଳରେ ବ୍ୟାଙ୍କିଙ୍ଗ ସେବା ପ୍ରଦାନ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସେ ବୈଠକରେ ପ୍ରସ୍ତାବ ରଖିଛନ୍ତି ବୋଲି କହିଥିଲେ ।ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଯୋଗ ଦେଇଥିଲେ । ରାଞ୍ଚିରୁ ଫେରିବା ପରେ ବିମାନ ବନ୍ଦରରେ ଅନେକ ବିଧାୟକ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ବିପୁଳ ସମ୍ୱର୍ଦ୍ଧନା ଦେଇଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech