ଭୂବନେଶ୍ବର: ଆନ୍ଦୋଳନରୁ ଓହରିଲା ଡ୍ରାଇଭର ସଙ୍ଘ । ୫ଦିନ ପରେ ପ୍ରତ୍ୟାହାର ହେଲା ଡ୍ରାଇଭର ଆନ୍ଦୋଳନ । ଆଜିଠୁ ପୁଣିଥରେ ଷ୍ଟିୟରିଂ ଧରିଲେ ରାଜ୍ୟର ହଜାର ହଜାର ଡ୍ରାଇଭର । ୭ଦଫା ଦାବି ନେଇ ସରକାରଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା ବେଳେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଥିବା ଘୋଷଣା କରାଯାଇଛି ।

January 17, 2026/
No Comments


