ବର୍ଷାଋତୁରେ ଲୋକଙ୍କୁ ଚିନ୍ତାରେ ପକାଉଛି ହୋଟେଲ ଗୁଡ଼ିକର ବାସିଖାଦ୍ୟ

ବର୍ଷାଋତୁରେ ଲୋକଙ୍କୁ ଚିନ୍ତାରେ ପକାଉଛି ହୋଟେଲ ଗୁଡ଼ିକର ବାସିଖାଦ୍ୟ

ତାଳଚେର, ୧୪/୦୭ – ଦୂଷିତ ପାଇପ୍ ପାଣି, ହୋଟେଲ୍ ଫାଷ୍ଟଫୁଡ଼୍ ଓ ଅଧିକାଂଶ ମିଠା ଦୋକାନ ଗୁଡ଼ିକରେ ବାସୀଖାଦ୍ୟ ଲୋକଙ୍କୁ ଚିନ୍ତାରେ ପକାଉଥିବା ବେଳେ ଏହି ବାସୀଖାଦ୍ୟ ଖାଇ ବହୁ ଲୋକ ପେଟରୋଗ ଓ ଚର୍ମରୋଗରେ ଆକ୍ରାନ୍ତ ହେବାର ଆଶଙ୍କା ବୋଲି ସାଧାରଣ ଲୋକମାନେ ଚିନ୍ତା ପ୍ରକଟ କରୁଛନ୍ତି । ସାଧାରବଣତଃ ମଶା, ମାଛି, ଡ଼ାଉଁଶ ବର୍ଷା ଦିନ ଆସିଲେ ଏମାନଙ୍କ ଦ୍ୱାରା ଝାଡ଼ାବାନ୍ତିର ରୋଗ ବ୍ୟାପୀଥାଏ । ତେବେ ଲୋକଙ୍କ ପାଖରେ ଯେପରି ବିଶୁଦ୍ଧ ପାଇପ୍ ପାଣି ପଂହଚି ପାରିବ ସେ ଦିଗରେ ପ୍ରଶାସନ ପକ୍ଷରୁ ତତ୍ପରତା ପାଇବା ଆବଶ୍ୟକ । ସେହିପରି ପ୍ରଶାସନିକ ସ୍ତରରେ ଏହାକୁ ନେଇ ଏକ ବୈଠକ କରାଯିବା ଆବଶ୍ୟକ ବୋଲି ବିଭିନ୍ନ ମହଲରେ ମତପ୍ରକାଶ ପାଇଛି । ଦୋକାନ ବଜାରରେ ଗ୍ରାହକ ମାନଙ୍କୁ ପରସା ଯାଉଥିବା ବାସି ଖାଦ୍ୟ ଉପରେ କଡ଼ାକଡ଼ି ପଦକ୍ଷେପ ଗ୍ରହଣ କରାଯାଉ ନଚେତ୍ ହଇଜା ଆଶଙ୍କାକୁ ଏଡ଼ାଇ ଦିଆଯାଇନପାରେ । ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ଘନଘନ ଚଢ଼ାଉ କରାଯାଇ ବାସୀ ଓ ପଚାଷଢ଼ା ଖାଦ୍ୟ, ପାନୀୟଜଳ, ପରିଷ୍କାର ପରିଚ୍ଛନ୍ନତା ଏପରିକି, ମାଛି ବସୁଥିବା ଖାଦ୍ୟ ଉପରେ ରୋକ ଲଗାଇବାର ଆବଶ୍ୟକତା ରହିଥିବା ବେଳେ ତାଉପରେ ସମ୍ପୃକ୍ତ କର୍ତୁପକ୍ଷ ସେହିଭଳି ଆଖିଦୃଶିଣିଆ ପଦକ୍ଷେପ ନେଉନଥିବା ଅଭିଯୋଗ ହେଉଛି । କେତେକ ସ୍ଥାନରେ ରାସ୍ତା ପାଶ୍ୱର୍ରେ ଫାଷ୍ଟଫୁଡ଼୍ ଦୋକାନ ଖୋଲି ଅସ୍ୱାସ୍ଥ୍ୟକର ପରିବେଶରେ ଖାଦ୍ୟ ପ୍ରସ୍ତୁତ କରାଯାଇ ଖାଦ୍ୟକୁ ଆକର୍ଷିତ କରିବାକୁ ବିଭିନ୍ନ ରଙ୍ଗ ମିଶ୍ରଣ କରାଯାଉଥିବା ବେଳେ ବହୁ ଫାଷ୍ଟଫୁଡ଼୍ ଦୋକାନରେ ମଧ୍ୟ ବାସିଖାଦ୍ୟ ଦିଆଯାଉଛି ବୋଲି କୁହାଯାଉଛି । ସେହିପରି କେତେକ ମିଠା ଦୋକାନରେ ଏହି ଘଟଣାମାନ ଦେଖିବାକୁ ମିଳୁଛି । ଫଳରେ ଲୋକମାନେ ଏହି ଖାଦ୍ୟଖାଇ ରୋଗାକ୍ରାନ୍ତ ହେବାର ଆଶଙ୍କା ଦୃଢ଼ୀଭୂତ କରୁଛି । ସରକାରୀ ନିୟମ ଅନୁଯାୟୀ ମିଠା ପ୍ରସ୍ତୁତକାରୀ ସଂସ୍ଥା ମିଠା ପ୍ରସ୍ତୁତ କରି ଉକ୍ତ ମିଠା ଗୁଡ଼ିକୁ ଯେଉଁ ପ୍ୟାକେଟରେ ରଖାଯାଉଛି ତା ଉପରେ ତାରିଖ ଏବଂ ବ୍ୟବହାର ର ଶେଷଦିନ ଲେଖିବାର ନିମୟ ଥିଲେ ମଧ୍ୟ କେହି ହେଲେ ଏହି ନିୟମକୁ ପାଳନ କରୁନାହାନ୍ତି । ସେହିପରି ରାସ୍ତା ପାଶ୍ୱର୍ରେ ଥିବା କିଛି ଜଳଖିଆ ବ୍ୟବସାୟୀ ସକାଳର ଜଳଖିଆ ସନ୍ଧ୍ୟାରେ ଏବଂ ରାତିର ବଳକା ଜଳଖିଆ ସକାଳେ ବିକ୍ରୟ କରୁଥିବା ମଧ୍ୟ ଅଂଚଳବାସୀଙ୍କ ନିକଟରୁ ଶୁଣିବାକୁ ମିଳେ । ଠେଲାଗାଡ଼ି ଯୋଗେ ଚାର୍ଟ, ଗୁପ୍‌ଚୁପ୍‌, ଦହିବରା, ତେଲଭାଜି ବିଭିନ୍ନ ମନୋଲୋଭଣିଆ ବାସିଖାଦ୍ୟ ବିକ୍ରି କରାଯାଉଥିବା ମଧ୍ୟ କେତେକ ସମୟରେ ଅଭିଯୋଗ ହେଉଛି । ଖାଦ୍ୟ ସୁରକ୍ଷା ବିଭାଗ ବର୍ଷାଋତୁକୁ ଦୃଷ୍ଟି ଦେଇ ଦୃଢ଼କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାସିଖାଦ୍ୟ ବିକ୍ରୟ କରୁଥିବା ଦୋକାନୀଙ୍କ ଠାରୁ ଜୋରିମନା ଆଦାୟ କରାଗଲେ ହୁଏତ ଏହାର ବିକ୍ରି କମିଯିବା ସହ ଜନସାଧାରଣ ସତର୍କତା ଅବଲମ୍ବନ ପାରିବେ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech