ଶେଷରେ ଆଖି ବୁଜିଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ବାଲେଶ୍ବର ପୀଡ଼ିତା

ଭୂବନେଶ୍ବର: ଜୀବନ ଯୁଦ୍ଧରେ ହାରିଗଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ । ତିନି ଦିନ ଧରି ଜୀବନ ବଞ୍ଚିବା ନେଇ ସଙ୍ଘର୍ଷ ପରେ ଶେଷରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ପୀଡିତା ଜଣକ । ଏନେଇ ଏମ୍ସ ଭୁବନେଶ୍ବରର ବର୍ଣ୍ଣ ୟୁନିଟ୍ ପକ୍ଷରୁ ସୂଚନା ମିଳିଛି ।

ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସ ରେ ପୋଷ୍ଟ କରି ଦୁଃଖ ପ୍ରକାଶ କରିବା ସହ, ସେ ଲେଖିଛନ୍ତି ଯେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ ।

ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ…

ସୂଚନାଯୋଗ୍ୟ, ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚଓଡି) ତଥା ଅଧ୍ୟାପକ ସମୀର କୁମାର ସାହୁଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇଥିବା ଏହି ଛାତ୍ରୀ ଜଣକ ପ୍ରଥମେ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କ ନିକଟରେ ଅଭିଯୋଗ କରିଥିଲେ । ହେଲେ କଲେଜ ଅଧ୍ୟକ୍ଷ କୌଣସି ପଦକ୍ଷେପ ନନେବାରୁ ସମ୍ପୃକ୍ତ ଛାତ୍ରୀ ଜଣଙ୍କ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ ।ଛାତ୍ରୀଜଣଙ୍କ ଭୁବନେଶ୍ବର ଏମ୍ସର ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିଲା । ଏହାସହ ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ପୂର୍ବରୁ ସୂଚନା ଦେଇଥିଲେ ।ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ କଲେଜ ଅଧ୍ୟକ୍ଷଙ୍କୁ ସସପେଣ୍ଡ କରାଯାଇଥିଲା ବେଳେ ଅଭିଯୁକ୍ତ ଅଧ୍ୟାପକଙ୍କୁ ସୋମବାର ଗିରଫ କରାଯାଇଥିଲା ।ସୋମବାର ସନ୍ଧ୍ୟାରେ ଏମ୍ସ ବର୍ଣ୍ଣ ୱାର୍ଡରେ ପୀଡିତାଙ୍କୁ ଭେଟିଥିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱାସ୍ଥ୍ୟବସ୍ଥା ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ମହାମହିମ । ପରିବାର ଲୋକଙ୍କୁ ଶାନ୍ତ୍ବନା ଦେବା ସହ ତ୍ୱରିତ ପଦକ୍ଷେପ ପାଇଁ ରାଷ୍ଟ୍ରପତି ନିର୍ଦ୍ଦେଶ ଦେଇଥିଲେ । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ବର୍ଣ୍ଣ ୟୁନିଟରେ ପୀଡ଼ିତାଙ୍କୁ ସାକ୍ଷାତ କରିବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech