ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ

ସମ୍ବଲପୁର: ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ନେଇ ହୀରାକୁଦ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏସଏଏସସିଆଇ ଯୋଜନାରେ ବହୁ କୋଟି ଟଙ୍କାର ପ୍ରକଳ୍ପ ତିଆରି ହେବ । ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ । ହୀରାକୁଦ ନଦୀବନ୍ଧ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସ୍ଥାୟୀ ଓ ଅସ୍ଥାୟୀ ନିର୍ମାଣ ନେଇ ଗତ ମେ’ ୧୬ରେ ରାଜ୍ୟ ପର୍ଯ୍ୟଟନ ବିଭାଗ ଜଳସମ୍ପଦ ବିଭାଗକୁ ଏନଓସି ପାଇଁ ଆବେଦନ କରିଥିଲା ।

ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ମତାମତ ଦେବାକୁ ବିଭାଗୀୟ ଚିଠି ହୋଇଛି । ଯାହାକି ଖୁବଶୀଘ୍ର କାମ ହେବାକୁ ଯାଉଥିବା ସୂଚନା ରହିଛି ।ତେବେ ହୀରାକୁଦରେ ବିଭିନ୍ନ ରାଜ୍ୟର ଭିନ୍ନ ଭିନ୍ନ ଖେଳ, ଆମୋଦ ପ୍ରମୋଦ ଓ ଚିତ୍ତବିନୋଦନ ଆଦି ଦେଖିବାକୁ ମିଳିବ । ଯେମିତିକି, ଜଳଭଣ୍ଡାରରେ ହେବ କ୍ରୁଜ୍‌ ଟର୍ମିନାଲ । ଗୋଆ ଓ ଭେନିସ୍‌ ସହର ଭଳି ବୋଟ୍‌ ହାଉସ୍‌ ଉପଭୋଗ କରିବେ ପର୍ଯ୍ୟଟକ । ଗୋଆ, ଦୁବାଇ ଭଳି ସ୍କୁବା ଡାଇଭିଂ କରିବେ ପର୍ଯ୍ୟଟକ । ୱାଟର ସ୍ପୋର୍ଟସ୍‌ ପାଇଁ ନିର୍ମାଣ କରାଯିବ ସ୍ଥାୟୀ ବୋଟିଂ ଜେଟି ଟର୍ମିନାଲ୍‌ ।ଚାନ୍ଦଲିଡୁଙ୍ଗୁରୀରେ ହେବ କ୍ୟାମ୍ପେନିଂ କଟେଜ୍‌ । ଅଶୋକ ନିବାସ ନିକଟରେ ମିଳିବ କେରଳ ଶୈଳୀର କାରାଭାନ ପାର୍କ । ସନ୍ଧ୍ୟାରେ ଝଟକିବ ୱାଟର ଲେଜର ମ୍ୟୁଜିକ୍‌ ସୋ ।ହୀରାକୁଦ କାହାଣୀକୁ ନେଇ ତିଆରି ହେବ ମ୍ୟୁଜିୟମ । ହୀରାକୁଦ ନଦୀବନ୍ଧ ତିଆରି କାହାଣୀକୁ ନେଇ ଲେଜର୍‌ ସୋ ହେବ । ଯାହାକି ଦେଶ, ବିଦେଶରୁ ଆସୁଥିବା ପର୍ଯ୍ୟଟକ ହୀରାକୁଦ ଉପରେ ଅଧିକ ଜାଣିପାରିବେ । ସେହିଭଳି ହୀରାକୁଦରେ ବୀର ସୁରେନ୍ଦ୍ର ସାଏଙ୍କ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି । ଷ୍ଟାଚ୍ୟୁ ଅଫ୍‌ ୟୁନିଟି ଶୈଳୀରେ ଏହା ନିର୍ମାଣ ହେବ ।ଝାରସୁଗୁଡ଼ା ଅଞ୍ଚଳରେ ମଧ୍ୟ ଆଇଲାଣ୍ଡ ବିକାଶ ପାଇଁ ହୋଟେଲ୍‌, ରିସୋର୍ଟ ବ୍ୟବସ୍ଥା କରାଯିବ । ହୀରାକୁଦକୁ ଜଳକ୍ରୀଡ଼ାର ଭୂସ୍ୱର୍ଗ ତଥା ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ କରିବା ପାଇଁ ଜଳସମ୍ପଦ ବିଭାଗ ଆରମ୍ଭ କରିଛି ଏଭଳି ପ୍ରସ୍ତୁତି । ଜମାଦାରପାଲି ଅଞ୍ଚଳରେ ହେବ କ୍ୟାମ୍ପେନିଂ ସାଇଟ୍‌ ସାଙ୍ଗକୁ ଲାଇଟ୍‌ ଓ ସାଉଣ୍ଡ ସୋ । ଆଖପାଖ ପରିବେଶ ଆକର୍ଷଣୀୟ କରିବାକୁ ରହିବ ଜାପାନିଜ୍‌ ପଥର ପାଚେରୀ । ପର୍ଯ୍ୟଟକଙ୍କ ପାଇଁ ହେବ ବିଶାଳ ସ୍ଥାୟୀ ପାର୍କିଂ ।ହୀରାକୁଦରେ ମିଳିବ ହିମାଚଳର ନଦୀ ଗୁଡିକରେ ହେଉଥିବା ଦୁଃସାହାସିକ ଜଳକ୍ରୀଡ଼ାର ଅନୁଭୂତି । ମନାଲି ପାହାଡ଼ ଭଳି ହୀରାକୁଦର ଜଳରାଶିରେ ପାରାଗ୍ଲାଇଡିଂ ଓ ପାରାସେଲିଂର ବି ମଜାନେବେ । ଓ୍ବାଟର ରାଫଟିଂ, ଜେଟସ୍କି, ବମ୍ପର ରାଇଡ୍‌, ବାନାରା ରାଇଡ୍‌, ବେଲୁନ୍‌ ରାଇଡ୍‌ ଭଳି କୌତୁହଳପୂର୍ଣ୍ଣ ଜଳକ୍ରୀଡ଼ା ଉପଲବ୍ଧ ହେବ । ଏଥିପାଇଁ ସ୍ଥାୟୀ ବୋଟିଂ ଜେଟି ଟର୍ମିନାଲ୍‌ ତିଆରି କରାଯିବ । ଏହାସହ ବଡ଼ ହୋଟେଲ୍‌, ପାର୍କିଂ, ମଲ୍‌, ଡ୍ୟାମ୍‌ ସଂଗ୍ରହାଳୟ, ଆକର୍ଷଣୀୟ ଚଲାପଥ ବି ତିଆରି ହେବ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech