ଭୂବନେଶ୍ବରର ଜାଗମରା ସ୍ଥିତ ଏକ ଘରୋଇ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ । AC କମ୍ପ୍ରେସରରୁ ଅଡିୟୋରିୟମରେ ନିଆଁ ଲାଗିଥିବା ସୂଚନା ମିଳିଛି । ସେହି ସମୟରେ ୧୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ସମସ୍ତ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି ।
ଅଗ୍ନିଶମର ୩ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଥିଲେ ।
#JagratBharatNews #BreakingNews #HindiNews #LatestNews #IndiaNews #LiveUpdates #TodayHeadlines #BharatKiAwaz #NewsPortal #TazaKhabar
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-29-scaled.jpg)


