କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍ DFO ନିତ୍ୟାନନ୍ଦ ନାୟକ ଗିରଫ । ନିତ୍ୟାନନ୍ଦଙ୍କୁ ନିଆଗଲା କେନ୍ଦୁଝର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ୩ ଦିନ ହେବ ଚଢାଉ ଜାରି ରଖିଥିଲା ଭିଜିଲାନ୍ସ ଟିମ୍ । ୮ ଲକ୍ଷ ୫୦ ହଜାର ଟଙ୍କା ସହ ସରକାରୀ କ୍ବାର୍ଟର୍ସରୁ ମିଳିଛି ଗୋଟିଏ ବନ୍ଧୁକ ।
DFOଙ୍କ କ୍ବାର୍ଟର୍ସରୁ ଜବତ ହୋଇଛି ୧୦ ଲକ୍ଷରୁ ଅଧିକ ଟଙ୍କା ।



