ଲଟକିଛି ତାଳଚେର ବିମଳାଗଡ଼ ରେଳପ୍ରକଳ୍ପ

ଲଟକିଛି ତାଳଚେର ବିମଳାଗଡ଼ ରେଳପ୍ରକଳ୍ପ

ତାଳଚେର, ୨୫/୦୭ ତାଳଚେର ତାଳଚେର-ବିମଳାଗଡ଼ ରେଳପଥ ପାଇଁ ଅନୁଗୋଳରେ ଜମି ଅଧିଗ୍ରହଣ ସରିଲାଣି । କିନ୍ତୁ ଦେବଗଡ଼ରେ ରେଳବାଇକୁ ଏପର୍ଯ୍ୟନ୍ତ ଜମି ହସ୍ତାନ୍ତର ହୋଇନି । ସୁନ୍ଦରଗଡ଼ରେ ବି ସମାନ ସ୍ଥିତ । ଏହି ପ୍ରକଳ୍ପ ପାଇଁ ପ୍ରାୟ ୯୮୫ ବେସରକାରୀ ଜମି ଆବଶ୍ୟକ ଥିବା ବେଳେ ରେଳବାଇକୁ ମିଳିଛି ମାତ୍ର ୫୫୫ ଏକର ଜମି । ଏହି ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଏକ ପ୍ରମୁଖ ସମସ୍ୟା ଭାବେ ଛିଡ଼ା ହୋଇଥିବା ବେଳେ ଦେବଗଡ଼ ଓ ସୁନ୍ଦରଗଡ଼ରେ ଲାଗି ରହିଥିବା ସମସ୍ୟା ପାଇଁ ପ୍ରକଳ୍ପ ଆହୁରି ବିଳମ୍ବ ହେବାର ଆଶଙ୍କା ପ୍ରକାଶ ପାଇଛି । ରାଉଲକେଲା ଓ ଭୂବନେଶ୍ୱର ମଧ୍ୟରେ ଦୂରତା ପାଇବା ସହିତ ଖଣିଜ ପରିବହନ କ୍ଷେତ୍ରରେ ଏକ ପ୍ରମୁଖ ରୁଟପାଲଟିବ । ରାଉଲକେଲା ସହିତ ତାଳଚେର-ଅନୁଗୋଳ ଶିଳ୍ପାଚଂଳକୁ ଏହି ରେଳପଥ ଯୋଡ଼ୁଥିବାରୁ ଏହା ରାଜ୍ୟ ଅର୍ଥନୀତିରେ ପ୍ରମୁଖ ଭୂମିକା ଗ୍ରହଣ କରିବ । ସେହିପରି ଅନୁଗୋଳ ଜିଲ୍ଳାରେ ପାଲହଡ଼ା ବ୍ଲକ ସମେତ ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଅଧିକାଂଶ ଅଂଚଳ ରେଳ ଲାଇନ୍ ସହ ଯୋଡ଼ି ହେବ । ତେଣୁ ଏହି ପ୍ରକଳ୍ପକୁ ଲୋକମାନେ ଅପେକ୍ଷା କରି ରହିଛନ୍ତି । ୧୫୪କିମି ରେଳଲାଇନ୍ ନିର୍ମାଣ ପାଇଁ ୨୦୦୩-୦୪ କିମି ରେଳଲାଇନ୍ ନିର୍ମାଣ ପାଇଁ ସରକାରୀ ମଞ୍ଜୁରୀ ମିଳିଥିଳା । ୨୦୦୭ରୁ ରେଳବାଇ ବିଭିନ୍ନ ପର୍ଯ୍ୟୟରେ ଜମି ବରାଦ କରିବା ପରେ ଜମି ଅଧିକାଂଶ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଏହି ପ୍ରକଳ୍ପରେ ସବୁଠାରୁ ଅନୁଗୋଳର ଅଧିକ ଜମି ଯାଉଥିବାରୁ ଏଠାରେ ଅଧବଗ୍ରହଣ ପ୍ରକ୍ରିୟା ଶେଷ ହୋଇଛି । ରାଜ୍ୟ ସରକାର ଦେଇଥିବା ତଥ୍ୟ ଅନୁସାରେ ଏହି ଜିଲ୍ଳାରେ ୫୪୯.୮୬୫ ଏକର ବେସରକାରୀ ଜମିରୁ ୫୪୩.୬୭୫ ଏକର ଜମି ଅଧିଗ୍ରହଣ କରାଯାଇ ରେଳବାଇକୁ ହସ୍ତାନ୍ତର କରଯାଇଛି । ସେହିପରି ସୁନ୍ଦରଗଡ଼ ଜିଲ୍ଳାରେ ୨୪୭.୬୪୦ ଏକ ବେସରକାରୀ ଜମିରୁ ମାତ୍ର ୧୧.୮୯୦ ଏକର ଜମି ରେଳବାଇକୁ ପ୍ରଦାନ କରାଯାଇଛି । ଦେବଗଡ଼ ଜିଲ୍ଳାରେ ଆବଶ୍ୟକ ୧୮୮.୨୪୦ ଏକର ବେସରାକରୀ ଜମି ଅଧିଗ୍ରହଣ ପ୍ରକ୍ରିୟା ଚାଳିଛି । କିନ୍ତୁ ଳେବାଇକୁ ଜମି ହସ୍ତାନ୍ତର ହୋଇନଥିବାରୁ କାମ ଆରମ୍ଭ ହୋଇପାରିନି ।ଜମି ଅଧିଗ୍ରହଣ ପ୍ରକ୍ରିୟା ବିଳମ୍ବ ହେବାର ଏକାଧିକ କାରଣ ଦର୍ଶାଇଛନ୍ତି ରାଜ୍ୟ ସରକାର ଅନୁଗୋଳ ଜିଲ୍ଳାରେ ପାଲହଡ଼ା ମୌଜାର ମାତ୍ର ୬.୧୯୦ ଏକର ବେସରକାରୀ ଜମି ହସ୍ତାନ୍ତର ହୋଇ ପାରିନି । ସୁନ୍ଦରଗଡ଼ରେ କ୍ଷତିଗ୍ରସ୍ତ ପ୍ରଜାମାନେ ଅଧିକ କ୍ଷତିପୂରଣ ଦାବିକରି ଜମି ଅଧିଗ୍ରହଣ ପକ୍ରିୟାରେ ସହଯୋଗ କରୁନାହାନ୍ତି । ଏପଟେ ଦେବଗଡ଼ ଜିଲ୍ଳାରେ କୋଭିଡ଼ ପାଇଁ ଜମିଅଧବଗ୍ରହଣ ହୋଇପାରି ନଥିଲା । ଏଠାରେ ଭୂଅର୍ଜନ ଅଧିକାରୀଙ୍କ ଅଭାବ ପାଇଁ ଅଧିଗ୍ରହଣରେ ସମସ୍ୟା ହେଉଛି ।

ଏହ ରେଳପ୍ରକଳ୍ପରେ ଅନୁଗୋଳର ୮୩କମି ରହିଥିବା ବେଳେ ଦେବଗଡ଼ ୩୨କମି ଓ ସୁନ୍ଦରଗଡ଼ ୩୯କିମି ରହିିଛି । ଜମି ହସ୍ତାନ୍ତର ପରେ ତାଳଚେର ପଟୁ କାମ ଆରମ୍ଭ ହୋଇଥିଲେ ମଧ୍ୟ ବିଳଗଡ଼ ପଟୁ କାମ ଆଗେଇ ପାରୁନି । ତାଳଚେରରୁ ସୁନାଖଣି ପର୍ଯ୍ୟନ୍ତ ୨୦କିମି ରାସ୍ତା ଶେଷ ହେବା ସହିତ କାର୍ଯ୍ୟକ୍ଷମ ହୋଇସାରିଛି । ସୁନାଖଣିରୁ ପରାବିଲ ପର୍ଯ୍ୟନ୍ତ ଆଉ ୧୬.୩୧ କିମି ରେଳଲାଇନ ନିର୍ମାଣ ଶେଷ ହୋଇଥିବା ବେଳେ ଖମାର ପର୍ଯ୍ୟନ୍ତ କାମ ଚାଲିଛି । ସମ୍ପୂର୍ଣ୍ଣ କାମ ହୋଇ ସାରିଲେ ତାଳଚେର ଓ ରାଉକେଲା ଭିତରେ ଯାତ୍ରୀ ପରିବହନ ସୁଗମ ହୋଇପାରିବ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech