ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

ଭୂବନେଶ୍ୱର : କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି।ସୂଚନା ଯୋଗ୍ୟଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ହିସାବରେ ସମୁଦାୟ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି।

ଇତ୍ୟାବସରରେ, ଭୁବନେଶ୍ୱର ଉପକଣ୍ଠ ସ୍ଥିତ ଆଇ.ସି.ଏ.ଆର୍-ସିଫା ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରାୟ ୩୪ ଲକ୍ଷ ୮୫ ହଜାରରୁ ଉର୍ଦ୍ଧ୍ୱ କୃଷକଙ୍କୁ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀ ମାନଙ୍କୁ ୨,୦୦୦ ଟଙ୍କା ଲେଖାଏଁ ମୋଟ ୬୯୭ କୋଟି ଟଙ୍କା ପ୍ରଦାନ କରା ଯାଇଛି।କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସରକାର ହେଉଛି ଲୋକଙ୍କ ସରକାର ଏବଂ ଚାଷୀ ଭାଇ ଭଉଣୀଙ୍କ ସରକାର । ଆମ ସରକାର ମାତ୍ର ବର୍ଷକ ମଧ୍ୟରେ ଆପଣମାନଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଆପଣମାନେ ଏହାର ସୁଫଳ ମଧ୍ୟ ପାଉଛନ୍ତି । ସି.ଏମ୍‍ କିଷାନରେ ଆମ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀ ବର୍ଷକୁ ୪୦୦୦ ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି। ପି.ଏମ୍‍ କିଷାନ ଓ ସି.ଏମ୍‍ କିଷାନକୁ ମିଶାଇ ଚାଷୀଭାଇମାନେ ବର୍ଷକୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି ଏହା ଆମ ପାଇଁ ଖୁସିର କଥା। ପି.ଏମ କିଷାନ ଯୋଜନାର ୨୦ତମ କିସ୍ତି ଚଳିତ ବର୍ଷ ଅପ୍ରେଲରୁ ଜୁଲାଇ ଅବଧି ପାଇଁ ପ୍ରଦାନ କରାଯାଉଛି। ଏହି ଅର୍ଥ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଉଛି । ଏହି ପ୍ରକ୍ରିୟାରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର ହେଉଥିବାରୁ ସ୍ୱଚ୍ଛତା ବଜାୟ ରହୁଛି । ଏଥିରେ ସମସ୍ତ ଚାଷୀ- ସେ କ୍ଷୁଦ୍ରଚାଷୀ ହୁଅନ୍ତୁ, ବା ମଧ୍ୟମ କିମ୍ୱା ବଡ଼ ଚାଷୀ, ସମସ୍ତଙ୍କୁ ଏହାର ସୁଫଳ ମିଳୁଛି। ସହରାଞ୍ଚଳର ଚାଷୀମାନେ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛନ୍ତି।ଆଜିର ଏହି ଦିନକୁ ଆମେ “ପି.ଏମ – କିଷାନଦିବସ” ଭାବରେ ସାରା ଦେଶ ତଥା ରାଜ୍ୟରେ ପାଳନ କରୁଛୁ । ଏଥି ସହିତ ରାଜ୍ୟର ସମସ୍ତ ଜିଲ୍ଲା, ବ୍ଲକ ଓ ପଞ୍ଚାୟତରେ ମଧ୍ୟ “ପି.ଏମ- କିଷାନ ଦିବସ” ପାଳନ କରାଯାଉଛି । ଏହି ଅବସରରେ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ କୃଷକମାନଙ୍କ ମଧ୍ୟରେ ଆବଶ୍ୟକୀୟ ଯୋଗ୍ୟତା ସମ୍ପର୍କରେ ସଚେତନତା ମଧ୍ୟ ସୃଷ୍ଟି କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ସେ ପୁଣି କହିଥିଲେ ଯେ ପି.ଏମ୍ କିଷାନ ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରିବା ମୋର ଲକ୍ଷ୍ୟ । ରାଜ୍ୟର ସମସ୍ତ ବ୍ଲକରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ବା Saturation Drive କରାଯାଇଛି । କୌଣସି ଯୋଗ୍ୟ ଚାଷୀ ଏହି ଯୋଜନାରୁ ବଞ୍ଚିତ ନ ହୁଅନ୍ତୁ । ଆପଣମାନେ ଏବେ ଖରିଫ୍‌ ଫସଲ ଆରମ୍ଭ କରିଛନ୍ତି। ମାନନୀୟ ପ୍ରଧାନମନ୍ତ୍ରୀ ଆପଣମାନଙ୍କ ପାଇଁ କରିଥିବା ଅନେକ ଯୋଜନାରୁ ଏହା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା, ଯେଉଁଥିରେ ଆପଣମାନେ ସିଧାସଳଖ ଅର୍ଥରାଶି ପାଉଛନ୍ତି। ନିୟମିତ କୃଷି କାର୍ଯ୍ୟ ସହିତ ଆପଣ ମାନେ ଫସଲରେ ବିବିଧିକରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରନ୍ତୁ। ମତ୍ସ୍ୟ ଚାଷ, ପଶୁପାଳନ ଭଳି ଲାଭ ଦାୟକ କୃଷି କରନ୍ତୁ। ଏହାଦ୍ୱାରା ଅଧିକ ଅମଳ କରିପାରିବେ ଓ ଆର୍ଥିକ ସ୍ତରରେ ଲାଭବାନ ମଧ୍ୟ ହୋଇପାରିବେ। ଚାଷ କ୍ଷେତ୍ରରେ ଆପଣମାନଙ୍କ ରୋଜଗାର ଦୁଇଗୁଣିତ ନୁହେଁ ବରଂ ବହୁ ଗୁଣିତ ବୃଦ୍ଧି ହେବ। ଏହି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କ ଯେଉଁ ଲକ୍ଷ୍ୟ ଅଛି, ତାହା ପୂରଣ ହେବ ।ସେ ଆହୁରି କହିଥିଲେଯେ ସି.ଏମ୍‍ କିଷାନରେ ଆମ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀ ବର୍ଷକୁ ୪୦୦୦ ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି। ପି.ଏମ୍‍ କିଷାନ ଓ ସି.ଏମ୍‍ କିଷାନକୁ ମିଶାଇ ଚାଷୀଭାଇମାନେ ବର୍ଷକୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପାଉଛନ୍ତି । ସମୃଦ୍ଧ କୃଷକ ଯୋଜନାରେ ଆପଣମାନଙ୍କୁ ଆମେ ଧାନ କ୍ୱିଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ଇନପୁଟ୍ ସହାୟତା ପ୍ରଦାନ କରୁଛୁ । ଗତ ବର୍ଷ ଖରିଫରେ ପ୍ରାୟ ୧୭ ଲକ୍ଷ ଚାଷୀଙ୍କୁ ଆମେ ପାଖାପାଖି ୬ ହଜାର କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିଛୁ । ସେହିପରି ରବି ଋତୁରେ ମଧ୍ୟ ୩ ଲକ୍ଷରୁ ଅଧିକା ଚାଷୀଙ୍କୁ ୧ ହଜାର ୬୦୦ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି ।ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଇବ । ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ସ୍ନେହ, ଶ୍ରଦ୍ଧା ଓ ଭଲପାଇବା ଆପଣମାନେ ଭଲଭାବରେ ଜାଣିଛନ୍ତି । ତାଙ୍କ ନେତୃତ୍ୱରେ ଦେଶ ବର୍ତ୍ତମାନ ବିଶ୍ୱର ଅଗ୍ରଣୀ ଦେଶମାନଙ୍କ ସହିତ ବିଭିନ୍ନ କ୍ଷେତ୍ରରେ ପ୍ରତିଯୋଗିତା କରୁଛି । କୃଷି କ୍ଷେତ୍ରରେ ମଧ୍ୟ ଭାରତ ବିକଶିତ ରାଷ୍ଟ୍ରମାନଙ୍କ ସହିତ ଧିରେ ଧିରେ ସମକକ୍ଷ ହେଉଛି । ଆସନ୍ତୁ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ସାମିଲ୍‍ ହେବା। ଏକ ସମୃଦ୍ଧ ଓଡ଼ିଶା ତଥା ବିକଶିତ ଭାରତ ଗଠନରେ ଆମର ଯୋଗଦାନ ରଖିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ ଯେ ଓଡ଼ିଶାକୁ ଏଗ୍ରିକଲଚର ଟୁଡ଼େ ପୁରସ୍କାର ମିଳିଛି । ୩୪,୮୫,୮୮୧ ଚାଷୀଙ୍କୁ ୬୯୭ କୋଟି ଟଙ୍କା ଦିଆଯାଉଛି । ଏହି ରାଶିରେ ଚାଷୀ ମାନେ ବିହନ ସାର କିଣିବେ । ରାଜ୍ୟ ସରକାର କୃଷକଙ୍କ ଆୟ କୁ ଦୁଇଗୁଣା କରିବା ପାଇଁ ଚେଷ୍ଟିତ । ଧାନର କ୍ରୟ ମୂଲ୍ୟ ୩୧୦୦ ଟଙ୍କା କରି ଚାଷୀଙ୍କ ଆୟ ବଢାଇଛୁ। କେବଳ ଧାନ ଚାଷ ନ କରି ବିଭିନ୍ନ ପ୍ରକାର ତୈଳବୀଜ ଚାଷ କରିବା ସହିତ ମୃତ୍ତିକା ସଂରକ୍ଷଣ ପାଇଁ alternate crop କରିବାକୁ ଅନୁରୋଧ କରିଛନ୍ତି । ପଇସା କମେଇବା ସହିତ ସ୍ୱାସ୍ଥ୍ୟ ଉପରେ ଧ୍ୟାନ ଦେଇ ଅର୍ଗାନିକ୍ ଉପାୟରେ ଚାଷ କରିବା ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି ।ଉକ୍ତ କାର୍ଯ୍ୟକ୍ରମରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ ପାଢ଼ୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ପିପିଲି ବିଧାୟକ, ଶ୍ରୀ ଆଶ୍ରୀତ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।କାର୍ଯ୍ୟକ୍ରମରେ ଏକାମ୍ର-ଭୁବନେଶ୍ୱର ବିଧାୟକ, ଶ୍ରୀ ବାବୁ ସିଂ, ଖୋର୍ଦ୍ଧା ବିଧାୟକ, ଶ୍ରୀ ପ୍ରଶାନ୍ତ ଜଗଦ୍ଦେବ, ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୂଳପତି, ପ୍ରଫେସର ପ୍ରଭାତ କୁମାର ରାଉଳ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ଡେପୁଟି ଡାଇରେକ୍ଟର ଜେନେରାଲ, ଆଇ.ସି.ଏ.ଆର୍, ଡକ୍ଟର ଜେ.କେ ଜେନା, ଡାଇରେକ୍ଟର, ଆଇ.ସି.ଏ.ଆର୍-ସିଫା,ଡକ୍ଟର ପି.କେ ସାହୁ, ଡାଇରେକ୍ଟର, ଉଦ୍ୟାନ କୃଷି, ଶ୍ରୀ ସୁବ୍ରତ କୁମାର ପଣ୍ଡା, ଖୋର୍ଦ୍ଧା ଜିଲ୍ଲାପାଳ, ଶ୍ରୀ ଅମ୍ରିତ ୠତୁରାଜ ଓ ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ମଂଚାସୀନ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech