ଖୁବଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍ ସି’ର ୨୨ ହଜାର ୮୯୬ ପଦବୀ ପୂରଣ ହେବ । ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ସାରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ୮୩୫୮ ପଦବୀ । ପଞ୍ଚାୟତିରାଜ ବିଭାଗର ୪୦୪୨, ସ୍ବାସ୍ଥ୍ୟ ବିଭାଗର ୩୬୭୭ ପଦବୀ । ୧୦ ବିଭାଗରେ ଏବେ ଖାଲି ପଡ଼ିଛି ୪୪ ହଜାର ୯୦୯ ପଦବୀ।



