ଜିନ୍ଦଲ ଷ୍ଟିଲ୍ ପକ୍ଷରୁ ଶ୍ରୀ ଓ.ପି. ଜିନ୍ଦଲଙ୍କ ୯୫ତମ ଜନ୍ମବାର୍ଷିକୀ ପାଳିତ

ଜିନ୍ଦଲ ଷ୍ଟିଲ୍ ପକ୍ଷରୁ ଶ୍ରୀ ଓ.ପି. ଜିନ୍ଦଲଙ୍କ ୯୫ତମ ଜନ୍ମବାର୍ଷିକୀ ପାଳିତ*

ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ଦ୍ବାରା ଜିନ୍ଦଲ ନଗରରେ ସୁଇମିଂ ପୁଲ୍ ଉଦଘାଟିତ*

ଉନ୍ନତ ୱେଲ୍ଡିଂ ପ୍ରଯୁକ୍ତିବିଦ୍ୟା ପାଇଁ ନବୀନ ଜିନ୍ଦଲ ସ୍କିଲ୍ ସେଣ୍ଟର ଉଦଘାଟନ କଲେ ଉପାଧ୍ୟକ୍ଷ ଶ୍ରୀ ଭି. ଆର. ଶର୍ମା*

ଅନୁଗୁଳରେ ୧୨ ଦିନିଆ ଓ.ପି. ଜିନ୍ଦଲ ଫୁଟବଲ୍ ଟୁର୍ନାମେଣ୍ଟ ଆରମ୍ଭ

ଅନୁଗୁଳ, ୭ ଅଗଷ୍ଟ: ଜିନ୍ଦଲ ଷ୍ଟିଲ୍, ଅନୁଗୁଳ ପକ୍ଷରୁ ଏହାର ଦୂରଦର୍ଶୀ ପ୍ରତିଷ୍ଠାତା ଶ୍ରୀ ଓମ୍ ପ୍ରକାଶ ଜିନ୍ଦଲ (ବାଉଜୀ)ଙ୍କ ୯୫ତମ ଜନ୍ମବାର୍ଷିକୀ ବେଶ ଆଗ୍ରହ ଓ ଉତ୍ସାହର ସହ ପାଳନ କରାଯାଇଛି। ଶିଳ୍ପ ସ୍ୱାବଲମ୍ବନ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ବାଉଜୀଙ୍କ ଐତିହ୍ୟକୁ ମନେ ପକାଇ ଅନୁଗୁଳ ପ୍ଲାଣ୍ଟ ଏବଂ ଟାଉନସିପରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସହିତ ଏକାଧିକ ସ୍ମାରକୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ଜିନ୍ଦଲ ଷ୍ଟିଲର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ କର୍ମଚାରୀ ଏବଂ ସେମାନଙ୍କ ପରିବାର ମଧ୍ୟରେ ସ୍ୱାସ୍ଥ୍ୟ ଏବଂ ଫିଟନେସକୁ ପ୍ରୋତ୍ସାହିତ କରିବା ପାଇଁ ଜିନ୍ଦଲ ନଗରରେ ନୂତନ ଭାବରେ ବିକଶିତ ହୋଇଥିବା ସୁଇମିଂ ପୁଲକୁ ଉତ୍ସର୍ଗ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ଜିନ୍ଦଲ, କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଜିନ୍ଦଲ ନଗରରେ ଉପଲବ୍ଧ ଏହି ସୁବିଧାର ଲାଭ ଉଠାଇ ସୁସ୍ଥ ରହିବାକୁ ଏବଂ “ଡାକ୍ତରଙ୍କଠାରୁ ଦୂରରେ ରହିବାକୁ” ଉତ୍ସାହିତ କରିଥିଲେ।ବାପା, ଶ୍ରୀ ଓ.ପି. ଜିନ୍ଦଲଙ୍କୁ ସ୍ମରଣ କରି, ଶ୍ରୀ ନବୀନ ଜିନ୍ଦଲ ତାଙ୍କ ସୋସିଆଲ ମିଡ଼ିଆ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ,”ବାଉଜୀ, ଶ୍ରୀ ଓମ୍ ପ୍ରକାଶ ଜିନ୍ଦଲ କେବଳ ଜଣେ ମହାନ ଶିଳ୍ପପତି ନଥିଲେ ବରଂ ସେ ଜଣେ ପ୍ରକୃତ କର୍ମଯୋଗୀ, ଜନସେବକ, ସମାଜ ସଂସ୍କାରକ ଏବଂ ଏକ ଆତ୍ମନିର୍ଭରଶୀଳ ଭାରତର ଏକ ଦୂରଦୃଷ୍ଟିସମ୍ପନ୍ନ ବାର୍ତ୍ତାବାହକ ମଧ୍ୟ ଥିଲେ।

ତାଙ୍କ ଚିନ୍ତାଧାରା, ମୂଲ୍ୟବୋଧ ଏବଂ ନୀତି ଆଜି ମଧ୍ୟ ଆମକୁ ମାର୍ଗଦର୍ଶନ କରିଆସୁଛି। ତାଙ୍କ ଜନ୍ମବାର୍ଷିକୀରେ, ଆମେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛୁ।”ଉପାଧ୍ୟକ୍ଷ ଶ୍ରୀ ଭି. ଆର. ଶର୍ମା ନବୀନ ଜିନ୍ଦଲ ସ୍କିଲ୍ ସେଣ୍ଟର ଫର ଆଡଭାନ୍ସଡ୍ ୱେଲ୍ଡିଂ ଟେକ୍ନୋଲୋଜିର ଉଦଘାଟନ କରିଥିଲେ । ଏହି କେନ୍ଦ୍ର ମଧ୍ୟରେ ବର୍ତ୍ତମାନ କମ୍ପାନୀରେ କାର୍ଯ୍ୟକରୁଥିବା ଶ୍ରମଜୀବୀମାନେ ସେମାନଙ୍କ କାର୍ଯ୍ୟ କୁଶଳତା ବୃଦ୍ଧି କରିପାରିବେ। ଏହି ଅବସରରେ ଶ୍ରୀ ଶର୍ମା କହିଥିଲେ, “ଆଜି, ଓ.ପି. ଜିନ୍ଦଲ ଗ୍ରୁପ୍ ଭାରତର ପ୍ରାୟ ୪୦% ଇସ୍ପାତ ଉତ୍ପାଦନ କରୁଛି ଏବଂ ପ୍ରାୟ ୪ରୁ ୫ ଲକ୍ଷ ଲୋକଙ୍କୁ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ନିଯୁକ୍ତି ପ୍ରଦାନ କରିଛି। ଏହା କେବଳ ବାପୁଜୀଙ୍କ ଯୋଗୁଁ ସମ୍ଭବ ହୋଇଛି, ଯିଏ ଏକ ଆତ୍ମନିର୍ଭରଶୀଳ ଭାରତର ସ୍ୱପ୍ନ ଦେଖିଥିଲେ।”ଏହି ଅବସରରେ, ଜିନ୍ଦଲ ଷ୍ଟିଲର ଅନୁଗୁଳ ମୁଖ୍ୟ ତଥା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଶ୍ରୀ ପଙ୍କଜ ମାଲହାନ ଏବଂ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ପ୍ରକଳ୍ପ)ଶ୍ରୀ ଦାମୋଦର ମିତ୍ତଲଙ୍କ ସମେତ ସମସ୍ତ ବିଭାଗୀୟ ମୁଖ୍ୟ, କର୍ମଚାରୀ ଏବଂ ନିକଟବର୍ତ୍ତୀ ଅଞ୍ଚଳର ଗ୍ରାମବାସୀମାନେ ଇସ୍ପାତ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ବହୁ ସଂଖ୍ୟାରେ ଏକତ୍ରିତ ହୋଇଥିଲେ।ଅପରାହ୍ନରେ, ବହୁ ପ୍ରତୀକ୍ଷିତ ଜିଲ୍ଲାସ୍ତରୀୟ ଓ.ପି. ଜିନ୍ଦଲ କପ୍ ଫୁଟବଲ୍ ଟୁର୍ନାମେଣ୍ଟ ଅନୁଗୁଳର କଦମ ପଡ଼ିଆରେ ଉଦ୍ଘାଟିତ ହୋଇଥିଲା। ଉଦଘାଟନୀ ଉତ୍ସବରେ ଅନୁଗୁଳ ପୌରପାଳିକାର ଅଧ୍ୟକ୍ଷ ଶ୍ରୀ ଅକ୍ଷୟ କୁମାର ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନୁଗୁଳ ଏଡିଏମ୍ ଶ୍ରୀ ପ୍ରତାପ ପ୍ରୀତିମୟ ଏବଂ ଜିନ୍ଦଲ ଷ୍ଟିଲର ସଭାପତି ଶ୍ରୀ ଅତୁଲ ଦୁବେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ବାରଟି ଦଳ ଏହି ସମ୍ମାନଜନକ ଟ୍ରଫି ପାଇଁ ପ୍ରତିଯୋଗିତା କରୁଛନ୍ତି। ଫାଇନାଲ ମ୍ୟାଚ୍ ୧୮ ଅଗଷ୍ଟରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

ସାମାଜିକ ଦାୟିତ୍ୱ ପ୍ରତି ଏହାର ପ୍ରତିବଦ୍ଧତା ପ୍ରଦର୍ଶନ କରି, ଜିନ୍ଦଲ ଫାଉଣ୍ଡେସନ୍ ପକ୍ଷରୁ ଏହି ଅବସରରେ ଜିଲ୍ଲାର ଅନେକ ବୃଦ୍ଧାଶ୍ରମରେ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଥିଲା। ଓ.ପି. ଜିନ୍ଦଲ ସ୍କୁଲ ଏବଂ ଡିଏଭି ସାବିତ୍ରୀ ଜିନ୍ଦଲ ସ୍କୁଲର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନେ ବାଉଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସାମୂହିକ ପ୍ରାର୍ଥନା କରିଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech