ଭୂବନେଶ୍ୱର, ୧୦/୦୮ : ଆସନ୍ତା ୧୩ ତାରିଖରେ ଭୁବନେଶ୍ଵରରେ ପହଞ୍ଚିବେ ମୋହନ ଭାଗବତ । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଅଗଷ୍ଟ ୧୫ ତାରିଖ ଦିନ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ । ଶ୍ରୀ ଗୌଡୀୟ ମିଶନ ନିମନ୍ତ୍ରଣ କ୍ରମେ ଓଡ଼ିଶା ଆସୁଛନ୍ତି ଭାଗବତ । ୧୩ରେ ଭୁବନେଶ୍ୱରରେ ପହଞ୍ଚି ଉତ୍କଳ ବିପନ୍ନ ସହାୟତା ସମିତିରେ ଅବସ୍ଥାନ କରିବେ ।
୧୪ରେ ଅନୁଷ୍ଠିତ ଗୌଡ଼ୀୟ ବୈଷ୍ଣବ ସମ୍ମିଳନୀରେ ମୁଖ୍ୟ ଅତିଥି ରୂପେ ଯୋଗଦେବେ । ସନ୍ଧ୍ୟାରେ ପୂଜ୍ୟ ଶଙ୍କରାଚାର୍ଯ୍ୟଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ନେବେ
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-29-scaled.jpg)


