ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା NDA, ସି.ପି ରାଧାକ୍ରିଷ୍ଣନ ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ । ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ।
ମହାରାଷ୍ଟ୍ର ରାଜ୍ୟପାଳ ଅଛନ୍ତି ସି.ପି ରାଧାକ୍ରିଷ୍ଣନ । ତାମିଲନାଡୁର ପୂର୍ବତନ ବିଜେପି ସଭାପତି ଭାବେ କାର୍ଯ୍ୟ କରିଥିଲେ ।

All rights reserved. Designed by Inter Softech