ଓ.ପି ଜିନ୍ଦଲ ସ୍ମାରକୀ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ୨୦୨୫ବରଗଡ଼ ୟୁନାଇଟେଡକୁ ପରାସ୍ତ କରି ସ୍ପୋର୍ଟ୍ସ ହଷ୍ଟେଲ୍ କଟକ ଚାମ୍ପିଅନ

ଓ.ପି ଜିନ୍ଦଲ ସ୍ମାରକୀ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ୨୦୨୫ବରଗଡ଼ ୟୁନାଇଟେଡକୁ ପରାସ୍ତ କରି ସ୍ପୋର୍ଟ୍ସ ହଷ୍ଟେଲ୍ କଟକ ଚାମ୍ପିଅନ

୧୮ ଅଗଷ୍ଟ, ଅନୁଗୁଳ: ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଓ.ପି ଜିନ୍ଦଲ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ୨୦୨୫ରେ ବରଗଡ଼ ୟୁନାଇଟେଡକୁ ୬-୫ଗୋଲରେ ପରାସ୍ତ କରି ସ୍ପୋର୍ଟ୍ସ ହଷ୍ଟେଲ୍ କଟକ ଦଳ ଚାମ୍ପିଅନ ହୋଇଛି। ଅନୁଗୁଳର କଦମ ପଡ଼ିଆରେ ଓଡିଶାର ୧୨ ଟି ରାଜ୍ୟସ୍ତରୀୟ ଦଳ ମଧ୍ୟରେ ୧୨ ଦିନ ଧରି ଚାଲିଥିବା ଏହି ରୋମାଞ୍ଚକର ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ, ପେନାଲ୍ଟି ଶୁଟଆଉଟ ଜରିଆରେ ନିଷ୍ପତି ହୋଇଥିଲା ।ଏହି ଟୁର୍ଣ୍ଣାମେଣ୍ଟରରେ ଓଡ଼ିଶା ସରକାରଙ୍କ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ ଅନୁଗୁଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ; ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା; ଅନୁଗୁଳ ପୌରପାଳିକାର ଅଧ୍ୟକ୍ଷ ଶ୍ରୀ ଅକ୍ଷୟ କୁମାର ସାମନ୍ତ; ଜିନ୍ଦଲ ଷ୍ଟିଲର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ପ୍ରକଳ୍ପ) ଶ୍ରୀ ଦାମୋଦର ମିତ୍ତଲ, ଶ୍ରୀ ଦିଲୀପ କୁମାର ସିହ୍ନା, ସିଏଚ୍ଆରଓ; ଶ୍ରୀ ପ୍ରସନ୍ନ କୁମାର ପଣ୍ଡା, ଇଭିପି ଏବଂ ଅନେକ ସମ୍ମାନିତ ଅତିଥିମାନେ ଉପସ୍ଥିତ ଥିଲେ।ସମାବେଶକୁ ସମ୍ବୋଧିତ କରି ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଜିଲ୍ଲା ଏବଂ ଜିଲ୍ଲା ବାହାରେ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡାପ୍ରେମକୁ ପ୍ରୋତ୍ସାହିତ କରିବା ଏବଂ ଅନେକ ସାମାଜିକ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିନ୍ଦଲ ଷ୍ଟିଲ୍ ଏବଂ ଜିନ୍ଦଲ ଫାଉଣ୍ଡେସନର ପ୍ରୟାସକୁ ପ୍ରଶଂସା କରିଥିଲେ।

ସେ ଉପସ୍ଥିତ ଲୋକମାନଙ୍କୁ ଏହା ମଧ୍ୟ ଜଣାଇଥିଲେ ଯେ ବିଜେପି ସରକାର ରାଜ୍ୟର ପ୍ରତ୍ୟେକ ବ୍ଲକରେ କ୍ରୀଡାପ୍ରେମୀଙ୍କ ପାଇଁ ଉପଯୁକ୍ତ ଭିତ୍ତିଭୂମି ଯୋଗାଇବା ପାଇଁ ପ୍ରତିବଦ୍ଧ। ଏହି ଉଦ୍ଦେଶ୍ୟରେ, ସରକାର ସମସ୍ତ ବ୍ଲକରେ ଆଧୁନିକ ଷ୍ଟାଡିୟମ ନିର୍ମାଣ ପାଇଁ ଯଥେଷ୍ଟ ପାଣ୍ଠି ମଞ୍ଜୁର କରିଛନ୍ତି।ଏହା ସହିତ, ଶ୍ରୀ ପ୍ରତାପ ପ୍ରଧାନ ଏବଂ ଶ୍ରୀ ଅଗସ୍ତି ବେହେରା ଜିନ୍ଦଲ ଷ୍ଟିଲର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ଏବଂ ଜିନ୍ଦଲ ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ଶାଲୁ ଜିନ୍ଦଲଙ୍କୁ ସମ୍ପ୍ରଦାୟ ବିକାଶ ପ୍ରତି ସେମାନଙ୍କର ଅବଦାନ ଏବଂ ଅଞ୍ଚଳରେ କ୍ରୀଡାକୁ ପ୍ରୋତ୍ସାହିତ କରିବାରେ ସେମାନଙ୍କର ନିରନ୍ତର ପ୍ରୟାସ ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ।ବରଗଡ଼ ୟୁନାଇଟେଡର ରାଜୁ ବେହେରାଙ୍କୁ ଟୁର୍ଣ୍ଣାମେଣ୍ଟର ଶ୍ରେଷ୍ଠ ଖେଳାଳି ଭାବରେ ବିବେଚିତ କରାଯାଇଥିବାବେଳେ ସିଦ୍ଧାର୍ଥ ପ୍ରଧାନଙ୍କୁ ଶ୍ରେଷ୍ଠ ଗୋଲକିପର ଭାବରେ ସମ୍ମାନିତ କରାଯାଇଥିଲା। ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ସ୍ପୋର୍ଟସ୍ ହଷ୍ଟେଲ କଟକର ଅଭିନାଶ କିଶାନଙ୍କୁ ମ୍ୟାନ ଅଫ୍ ଦି ଫାଇନାଲ ମ୍ୟାଚ୍ ପୁରସ୍କାର ଦିଆଯାଇଥିଲା। ଫାଇନାଲରେ ରେଫରି ଭାବେ ଶିବ ସୁନ୍ଦର ପଣ୍ଡା, ଦିଲ୍ଲୀପ କୁମାର ରାଉତ ଏବଂ ଆଲୋକ ଦେହ୍ରି ସହାୟତା କରିଥିଲେ, ପୁପୁନ ବେହେରା ଚତୁର୍ଥ ଅଧିକାରୀ ଭାବରେ କାର୍ଯ୍ୟ କରିଥିଲେ।ଶ୍ରୀ ଦାମୋଦର ମିତ୍ତଲ ସମସ୍ତ ବିଶିଷ୍ଟ ବ୍ୟକ୍ତି, ଅଂଶଗ୍ରହଣକାରୀ ଏବଂ ନିକଟବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟକୁ ସଫଳ କରିଥିବାରୁ୍ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ, ଜିନ୍ଦଲ ଷ୍ଟିଲର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ କେବଳ ଜଣେ ଦୂରଦୃଷ୍ଟିସମ୍ପନ୍ନ ଶିଳ୍ପପତି ନୁହଁନ୍ତି ବରଂ ଜଣେ ଉତ୍ସାହୀ କ୍ରୀଡାବିତ୍ ଯିଏ ସର୍ବଦା ଯୁବ ବିକାଶ ଏବଂ କ୍ରୀଡାପ୍ରେମୀଙ୍କୁ ସମର୍ଥନ କରିଆସିଛନ୍ତି।ଜିଲ୍ଲା କ୍ରୀଡା ପ୍ରାଧିକରଣ, ଅନୁଗୁଳର ସକ୍ରିୟ ସହାୟତାରେ ଶ୍ରୀ ଜୟନ୍ତ କୁମାର ମହାନ୍ତି, ଜିଏମ୍-ସିଏସଆର ଏବଂ ତାଙ୍କ ଟିମ ଦ୍ୱାରା ଟୁର୍ଣ୍ଣାମେଣ୍ଟ ସଫଳତାର ସହିତ ଆୟୋଜନ କରାଯାଇଥିଲା।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech