ବିପର୍ଯ୍ୟୟ ପରିଚାଳନା ନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚିଠି। ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୫୦୦ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ୨ ହଜାର କୋଟି ସହାୟତା ଦାବି। ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ୍ ଭିତ୍ତିଭୂମି ବିକାଶ ପାଇଁ ୮୩୬୩ କୋଟି ଦାବି ।
ବିପର୍ଯ୍ୟୟ ଆଗୁଆ ସତର୍କ ସୂଚନା ଆଧୁନିକୀକରଣ ପାଇଁ ୨୦୦ କୋଟି ଦାବି।
ସମୁଦ୍ର କୂଳ ଖାଉଥିବା ଅଞ୍ଚଳର ସୁରକ୍ଷା ପାଇଁ କେନ୍ଦ୍ର ଯୋଜନାରେ ଅନୁଦାନ ଦାବି। ବିପର୍ଯ୍ୟୟ ପରିଚାଳନା ନେଇ ଜାତୀୟ, ଆନ୍ତର୍ଜାତୀୟ ସହଯୋଗ ଲୋଡ଼ିଲେ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


