ଚାଷୀଙ୍କୁ ନୂଆଁଖାଇ ଭେଟି ଦେବେ ରାଜ୍ୟ ସରକାର । ଆସନ୍ତାକାଲି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ଟଙ୍କା । ପ୍ରତ୍ୟେକ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏଁ ଦେବେ ରାଜ୍ୟ ସରକାର । ରାଜ୍ୟରେ ୫୧ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ହେବେ ଉପକୃତ । ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ରବି ଋତୁ ଚାଷ ପାଇଁ ଚାଷୀଙ୍କୁ ଆର୍ଥିକ ସହାୟତା ଦେଉଛନ୍ତି ମୋହନ ସରକାର ।ଯାହା ଅଧୀନରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-23-scaled.jpg)


