୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍ । ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଲେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ। ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ଉପସ୍ଥିତ ।
ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।



