‘ଝୁମର’ ମୟୂରଭଞ୍ଜର ସଭ୍ୟତା ଓ ସମ୍ପନ୍ନତାର ପ୍ରତିବିମ୍ବ – ଧର୍ମେନ୍ଦ୍ର ପ୍ରଧାନ

ବାରିପଦା, ସେପ୍ଟେମ୍ବର ୧୫ – ମୟୂରଭଞ୍ଜ ଜିଲ୍ଲାର ଲୋକଙ୍କ ଭିତରେ ସଂସ୍କୃତି ଭରି ରହିଛି । ଏଠାରେ ଜନଜାତି ସମୁଦାୟଙ୍କ ମଧ୍ୟରେ ଆଦୃତ ପାରମ୍ପରିକ ଲୋକଗୀତ ‘ଝୁମର’ ଲୋକ ଅସ୍ମିତା, ଲୋକ ଅଭିବ୍ୟକ୍ତିର ପ୍ରତୀକ । ଝୁମର ଏହି ଅଞ୍ଚଳର ସଭ୍ୟତା ଓ ସମ୍ପନ୍ନତାର ପ୍ରତିବିମ୍ବ ବୋଲି ସୋମବାର ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଆୟୋଜିତ “ଝୁମର କର୍ମଶାଳା”ରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

‘ଓଡ଼ିଶା ଝୁମର ଏକାଡେମୀ’ ଓ ‘ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ’ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାଷା ଭିତ୍ତିରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବା ଦିଗରେ ହୋଇଥିବା ଲଢେଇରେ ମୟୂରଭଞ୍ଜ ତଥା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଅବଦାନ ଅତୁଳନୀୟ । ତାଙ୍କର ପୃଷ୍ଠପୋଷକତା କାରଣରୁ ଓଡ଼ିଆ ଭାଷା ସାହିତ୍ୟ ଋଦ୍ଧିମନ୍ତ ହୋଇଛି । କଟକ ଏସସିବି ମେଡିକାଲ କଲେଜ ଓ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରି ଉନ୍ନତମାନର ଉଚ୍ଚ ଶିକ୍ଷାନୁଷ୍ଠାନ, ଓଡ଼ିଶାର ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରକୁ ବଡ଼ ଅବଦାନ । ମୟୂରଭଞ୍ଜ ନିଜର ଝାଳବୁହା ଅର୍ଥରେ ଜିଲ୍ଲାର ବିକାଶ ପାଇଁ ନୁହେଁ, ବରଂ ସମଗ୍ର ଓଡ଼ିଶାର ଭାଷା ଓ ସାହିତ୍ୟର ଉତ୍ଥାନ ପାଇଁ ଯୋଗଦାନ ଦେଇଛି । ମୟୂରଭଞ୍ଜ ସର୍ବଦା ପରିବର୍ତ୍ତନଶୀଳ । ମୟୂରଭଞ୍ଜର ଶତାବ୍ଦୀ ଶତାବ୍ଦୀ ପୁରୁଣା ତାଳପୋଥି ହରିଦ୍ୱାରରେ ସଂଗୃହିତ ହୋଇଛି, ଯାହା ଜିଲ୍ଲାର ଭବ୍ୟତା ଓ ଗଭୀରତାକୁ ଦର୍ଶାଉଛି ।ଶ୍ରୀ ପ୍ରଧାନ ଆହୁରି କହିଛନ୍ତି, ଭାରତର ମାନନୀୟ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜକୁ ଗୌରବାନ୍ୱିତ କରିଛନ୍ତି । ଆମର ସମସ୍ତଙ୍କ ଦାୟିତ୍ୱ, ଏହି ଜିଲ୍ଲାର କଳା, ଐତିହ୍ୟ ଓ ଇତିହାସକୁ ଶ୍ରୀମନ୍ତ କରିବା । ସଂସ୍କୃତ ଶିକ୍ଷାକୁ ପ୍ରୋତ୍ସାହିତ କରିବାକୁ ହେବ । ବେଦ ଅଧ୍ୟୟନକୁ ବୁଝିବାକୁ ହେଲେ ପୁନଃସଂସ୍କୃତି ଶିକ୍ଷାର ଉତଥାନ କରିବାକୁ ହେବ । ଝୁମର ଓ ଛଉ ଭଳି ଲୋକଗୀତ ଓ ନୃତ୍ୟକୁ ବିଶ୍ୱବିଦିତ କରିବା ପାଇଁ ଯୋଜନା କରିବାକୁ ହେବ । ତେବେ ଯାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ପରିକଳ୍ପିତ ‘ବିକଶିତ ଓଡ଼ିଶା’ ଓ ‘ବିକଶିତ ଭାରତ’ ଗଠନ ବାସ୍ତବର ରୂପ ନେବ ବୋଲି ସେ କହିଛନ୍ତି ।ଏହି ଅବସରରେ ଶ୍ରୀ ପ୍ରଧାନ ବିଶ୍ୱବିଦ୍ୟାଳୟ ପରିସରରେ ଇନଡୋର ଷ୍ଟାଡିୟମ ଓ ଚିକିତ୍ସାଳୟର ଲୋକାର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଶ୍ରୀ ପ୍ରଧାନ ବିଶ୍ୱବିଦ୍ୟାଳୟ ପରିସରରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଏହି କର୍ମଶାଳାରେ ଓଡ଼ିଶାର ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଲୋକସଭା ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସାଂସଦ ମମତା ମହନ୍ତ, ମୟୂରଭଞ୍ଜ ଜିଲ୍ଲାର ବିଧାୟକ ଏବଂ ଓଡ଼ିଶା ଝୁମର ଏକାଡେମୀର ସଦସ୍ୟମାନେ ପ୍ରମୁଖ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech