ସେବା ପର୍ବ – ୨୦୨୫ ପାଳନ ଅବସରରେ ବିକଶିତ ଭାରତ ଥିମ ସମ୍ପର୍କରେ ଚିତ୍ରାଙ୍କନ ପ୍ରତିଯୋଗିତା

ସେବା ପର୍ବ – ୨୦୨୫ ପାଳନ ଅବସରରେ ବିକଶିତ ଭାରତ ଥିମ ସମ୍ପର୍କରେ ଚିତ୍ରାଙ୍କନ ପ୍ରତିଯୋଗିତା

ଭବାନୀପାଟଣା : ତା. ୨୦.୦୯.୨୦୨୫ – ସେବା ପର୍ବ – ୨୦୨୫ ପାଳନ ଅବସରରେ ଆଜି ସ୍ଥାନୀୟ ପି. ଏମ୍. ଶ୍ରୀ. ମ୍ୟୁନିସିପାଲିଟି ହାଇ ସ୍କୁଲ ଠାରେ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ବୃତ୍ତିଗତ ଚିତ୍ରକର, ବିଦ୍ୟାଳୟ , ମହାବିଦ୍ୟାଳୟ ସ୍ତରୀୟ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିକଶିତ ଭାରତ ଥିମ ସମ୍ପର୍କରେ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି ଏକ ଦିବସୀୟ ଚିତ୍ରାଙ୍କନ ପ୍ରତିଯୋଗିତା କର୍ମଶାଳାର ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଏହାର ଶୁଭ ଉଦଘାଟନ କରି ଚିତ୍ରଙ୍କନ ପ୍ରତିଯୋଗିତାର ଶୁଭାରମ୍ଭ କରିବା ସହିତ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭି.ସି, ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଡଃ ନିବେଦିତା ନାଥ, ଅତିରିକ୍ତ ଜିଲ୍ଲାପାଳ (ସା) ତନ୍ମୟ କୁମାର ଦରୱାନ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ (ପ୍ରୋବେସନ)ଅନିମେଷ ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ପୌରପାଳିକା ଅଧିକାରୀ ପ୍ରମୋଦ କୁମାର ପାଢୀ, ଜିଲ୍ଲା ଭା.ଜ.ପା. ସଭାପତୀ ଯୁଗଳ କିଶୋର ପୋଢ, ଏମ୍.ପି. ଙ୍କ ପ୍ରତିନିଧି ଜୟଶଙ୍କର ନାଏକ, ମହାବୀର ସାଂସ୍କୃତିକ ଅନୁଷ୍ଠାନ ର ସଭାପତି ଶାନ୍ତନୁ କୁମାର ବେହେରା, ଡଃ. ଅଜୟ କୁମାର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ । ଏହି ଚିତ୍ରାଙ୍କନ ପ୍ରତିଯୋଗିତାରେ ୨୨୩ ଜଣ ଚିତ୍ର ଶିଳ୍ପୀ ଅଂଶ ଗ୍ରହଣ କରି ବିକଶିତ ଭାରତ ଥିମ ସମ୍ପର୍କରେ ସୁନ୍ଦର ଚିତ୍ର ଆଂକିଥିଲେ । ଏହି ପ୍ରତିଯୋଗିତାରେ ବିଦ୍ୟାଳୟ ସ୍ତରରେ ଶୁଭମ ଓମକାର, ଡ୍ରିମ ପବ୍ଲିକ ସ୍କୁଲ, ପ୍ରଥମ ସ୍ଥାନ ପାଇଥିବା ବେଳେ କେନ୍ଦ୍ରୀୟ ବିଦ୍ୟାଳୟର ସଂଦୀପ ଦୁବେ ଦ୍ଵିତୀୟ ଓ ବିକାଶ ହାୟର ସେକେଣ୍ଡାରୀ ସ୍କୁଲର ସ୍ମୁତି ପ୍ରଜ୍ଞା ସାହୁ ତୃତୀୟ ସ୍ଥାନ ହାସଲ କରିଥିଲେ ସେହିପରି କଲେଜ ସ୍ତରରେ ଉଦ୍ୟାନସୁ ବାଗ, କଳାହାଣ୍ଡି କଲେଜ ଅଫ ଆର୍ଟ ଏଣ୍ଡ ରିସର୍ଚ ପ୍ରଥମ, ମାଁ ମାଣିକେଶ୍ଵରୀ ବିଶ୍ବବିଦ୍ୟାଳୟର ପ୍ରକାଶ ନାଏକ ଦ୍ୱିତୀୟ ଓ କଳାହାଣ୍ଡି କଲେଜ ଅଫ ଆର୍ଟ ଏଣ୍ଡ ରିସର୍ଚ ଶ୍ରୀଧର ରାଉତ ତୃତୀୟ ସ୍ଥାନ ପାଇଥିଲେ । ବୃତ୍ତିଗତ ଚିତ୍ରାଙ୍କନ ପ୍ରତିଯୋଗିତା ବର୍ଗରେ ସଂଗ୍ରାମ ସରାଫ ପ୍ରଥମ, ତରୁଣ ମହାପାତ୍ର ଦ୍ୱିତୀୟ ଓ ଲିଙ୍ଗରାଜ ସାହୁ ତୃତୀୟ ସ୍ଥାନ ହାସଲ କରିଥିଲେ । ଏହି ତିନୋଟି ବର୍ଗର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଥିବା ସମସ୍ତ ପେଣ୍ଟିଙ୍ଗ କୁ ରାଜ୍ୟ ସ୍ତରକୁ ପଠାଯିବ ଏବଂ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ସଫଳ ହୋଇଥିବା ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ । ଜିଲ୍ଲାସ୍ତରୀୟ ପ୍ରତିଯୋଗିତାର ସମସ୍ତ ସଫଳ ପ୍ରତିଯୋଗୀଙ୍କୁ ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା, ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସଞ୍ଜୟ କୁମାର ସିଂ ପରିଚାଳନା କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech