ଖରସ୍ରୋତା ପୁସ୍ତକ ମେଳା କମିଟିର ଚତୁର୍ଥ ପ୍ରସ୍ତୁତି ବୈଠକ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ଯାଜପୁର ____ ବିଂଝାରପୁର ବ୍ଳକ ଅନ୍ତର୍ଗତ ଫତେପୁର ପଞ୍ଚାୟତର ମଲିଆ ଯଜ୍ଞ ପଡ଼ିଆ ସ୍ଥିତ ବରୁଣେଇ ସରକାରୀ ଉଚ୍ଚବିଦ୍ୟାଳୟ ଠାରେ ଖରସ୍ରୋତା ପୁସ୍ତକ ମେଳା କମିଟି ପକ୍ଷରୁ ଆସନ୍ତା ଡ଼ିସେମ୍ବର ମାସ ଷୋହଳ ତାରିଖ ରୁ ବାଇଶି ତାରିଖ ପର୍ଯ୍ୟନ୍ତ ଦୀର୍ଘ ସାତ ଦିନ ବ୍ୟାପି ଆୟୋଜନ ହେବାକୁ ଥିବା ଖରସ୍ରୋତା ପୁସ୍ତକ ମେଳାର ଚତୁର୍ଥ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ପଦ୍ମାକର ଗୁରୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ବିଂଝାରପୁର ମଣ୍ଡଳର ପ୍ରାକ୍ତନ ମଣ୍ଡଳ ଶିକ୍ଷାଧିକାରୀ ସୁବାଷ ଚନ୍ଦ୍ର ବିଶ୍ଵାଳଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ଥିଲାଯାଜପୁର ରୁ ସରୋଜ କୁମାର ସାହୁଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ




