ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର; ପୂର୍ବାହ୍ନ ୧୦ଟାରୁ ବନ୍ଦ ରହିଛି ସର୍ବସାଧାରଣ ଦର୍ଶନ

ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର। ଏଥିପାଇଁ ପୂର୍ବାହ୍ନ ୧୦ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।

ଶୋଧ କରାଯିବ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ। ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ । ରତ୍ନଭଣ୍ଡାର ସ୍ଥାନାନ୍ତର ସମାପନ ପରେ ପ୍ରତ୍ୟାହାର ହେବ କଟକଣା।

ତେବେ ଇଚ୍ଛୁକ ଭକ୍ତମାନେ ଆନନ୍ଦବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ।ଏହି କଟକଣା ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ ହେବା ପର୍ଯ୍ୟନ୍ତ ବଳବତ୍ତର ରହିବ। ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରାଧିକୃତ ୧୧ ଜଣିଆ ଟିମ୍ ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବେ। ସମସ୍ତ ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବା ପରେ ରତ୍ନ ଭଣ୍ଡାର ଜଉମୁଦ ହୋଇ ସିଲ୍‌ ହେବ। ଏହା ପରେ ପୁଣି ଥରେ ଭକ୍ତମାନେ ଦର୍ଶନ ପାଇପାରିବେ। ଅସ୍ଥାୟୀ ଘରୁ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସବୁକୁ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ସ୍ଥାନାନ୍ତର ବହୁ ସମୟ ଧରି ଚାଲିବାକୁ ଥିବାରୁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିବେଦନ କରିଛି।ସମସ୍ତ ପ୍ରସ୍ତୁତି ଶେଷ ହେବା ପରେ ଆଜି ମଧ୍ୟାହ୍ନରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିଥିବା ବୈଠକରେ ପ୍ରସ୍ତୁତିର ସମୀକ୍ଷା କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ସମେତ ଅନ୍ୟ କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ। ଆସନ୍ତାକାଲି ଗୋଟିଏ ଦିନରେ ଖଟଶେଯ ଓ ଚାଙ୍ଗଡ଼ା ଘରୁ ସମସ୍ତ ରତ୍ନ ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ଆଶା କରାଯାଉଛି।

ପୂର୍ବାହ୍‌ଣ ୧୦ରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦମୁଖ୍ୟ ଦେଉଳକୁ ଭକ୍ତଙ୍କ ପ୍ରବେଶ ନିଷେଧସ୍ଥାନାନ୍ତର ପରେ ସ୍ବାଭାବିକ ହେବ ଦର୍ଶନଆନନ୍ଦବଜାରକୁ କଟକଣା ନାହିଁକେବଳ ଅଧିକୃତ କମିଟି ସଦସ୍ୟମାନଙ୍କ ସହ ମହାପ୍ରଭୁଙ୍କ ନୀତି କରୁଥିବା ପାଳିଆ ସେବକମାନେ ଶ୍ରୀମନ୍ଦିର ନାଟମଣ୍ଡପ, ଗର୍ଭଗୃହ ଓ ଜଗମୋହନକୁ ପ୍ରବେଶ ଅନୁମତି ରହିବ। ପାଳିଆ ସେବାୟତଙ୍କୁ ପାସ୍‌ ପ୍ରଦାନ କରାଯିବ। ଏଥିପାଇଁ ଦୁଇପ୍ରକାର ପାସ୍ ହୋଇଛି। ଅଳଙ୍କାର ସ୍ଥାନାନ୍ତର ପାଇଁ କମିଟିର ସଦସ୍ୟମାନଙ୍କ ପାଇଁ ଗୋଟିଏ ପ୍ରକାରର ଓ ଅଧିକୃତ ପାଳିଆ ସେବକମାନଙ୍କ ପାଇଁ ଅନ୍ୟ ପ୍ରକାରର ପାସ୍ କରାଯାଇଥିବା ସୂଚନା ଦେଇଛନ୍ତି ଏସ୍‌ପି ପ୍ରତୀକ ସିଂହ। ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବା ସମୟରେ ଯାଞ୍ଚ କଡ଼ାକଡ଼ି କରାଯିବ। ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ସକାଳ ୮ ଟାରୁ ପୁଲିସ ପକ୍ଷରୁ ଶ୍ରୀମନ୍ଦିରରେ ଏହି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଲାଗୁ ହେବ। ପୁଲିସ ସହ ପ୍ରତିହାରୀ, ଜେଟିପିମାନେ ମଧ୍ୟ ସୁରକ୍ଷା ଦାୟିତ୍ବରେ ମୁତୟନ ରହିବେ। ଚାରିଟି ଷ୍ଟ୍ରାଇକିଂ ଫୋର୍ସ ରତ୍ନ ଅଳଙ୍କାର ସ୍ଥାନାନ୍ତର ସମୟରେ ମୁତୟନ ରହିବେ। ମୋଟ ୧୩ ସେକ୍ସନ ପୁଲିସ ଫୋର୍ସ ମୁତୟନ କରାଯିବ। ଯେଉଁ ଭକ୍ତମାନେ ମହାପ୍ରସାଦ ପାଇବା ପାଇଁ ଚାହୁଛନ୍ତି ସେମାନଙ୍କୁ ବିନା ଦ୍ବିଧାରେ ଆନନ୍ଦବଜାର ପ୍ରବେଶ ଅନୁମତି ଦିଆଯିବ। ଏହାକୁ ସୁଆରମହାସୁଆର ନିଯୋଗ ସ୍ବାଗତ କରିଛି। ୨୦୨୪ ଶ୍ରୀଗୁଣ୍ଡିଚା ଯାତ୍ରା ତଥା ଜୁଲାଇ ୧୪ରେ ରତ୍ନଭଣ୍ଡାର ଖୋଲିବା ସହ ପ୍ରଥମେ ବାହାର ରତ୍ନଭଣ୍ଡାରର ସମସ୍ତ ଅଳଙ୍କାର ଚାଙ୍ଗଡ଼ା ଘରକୁ ସ୍ଥାନାନ୍ତରିତ ହୋଇଥିଲା। ଜିଲ୍ଲା ଟ୍ରେଜେରିରୁ ଆସିଥିବା ଚାବିରେ ଭିତର ରତ୍ନଭଣ୍ଡାରର ତାଲା ନ ଖୋଲିବାରୁ ତାଲା ଭଙ୍ଗାଯାଇ ଜୁଲାଇ ୧୮ରେ ଭିତର ରତ୍ନଭଣ୍ଡାର ଖୋଲାଯାଇ ଦଶ ଫୁଟ ଦୂରରେ ଥିବା ଖଟଶେଯ ଘରକୁ ସ୍ଥାନାନ୍ତର କରାଯାଇଥିଲା। ଏଏସ୍‌ଆଇ ରତ୍ନଭଣ୍ଡାରର ସଂରକ୍ଷଣ କାର୍ଯ୍ୟ ଡିସେମ୍ବର ୧୭ରୁ ଆରମ୍ଭ କରି ଚଳିତ ବର୍ଷ ଜୁଲାଇ ୭ରେ ଶେଷ କରିଥିଲା।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech