ରାଷ୍ଟ୍ରପତିଙ୍କଠୁ ଜାତୀୟ ପୁରସ୍କାର ଗ୍ରହଣ କଲେ ଚିତ୍ରଶିଳ୍ପୀ ମାନସ ଦାସ

ନୁଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ପୁରସ୍କାର ଗ୍ରହଣ କରିଛନ୍ତି ଚିତ୍ରଶିଳ୍ପୀ ମାନସ ଦାସ । ଫାଇନ ଆର୍ଟ ବା ଚିତ୍ରକଳା ଶୀର୍ଷକ ‘ଏ କଲ ଫର ପ୍ରୋଗ୍ରେସ’ ପାଇଁ ମାନସ ଗ୍ରହଣ ଗ୍ରହଣ କରିଛନ୍ତି ଜାତୀୟ ପୁରସ୍କାର । ରାଷ୍ଟ୍ରପତିଙ୍କଠୁ ମାନପତ୍ର ସହ ୨ ଲକ୍ଷ ଟଙ୍କାର ଅର୍ଥ ରାଶି ଗ୍ରହଣ କରିଛନ୍ତି ମାନସ । ଚଳିତବର୍ଷ ଏହି ପୁରସ୍କାର ପାଇବାକୁ ମନୋନୀତ ତାଲିକାରେ ମାନସ ଓଡ଼ିଶାରୁ ଏକମାତ୍ର ଶିଳ୍ପୀ ।

ରାଷ୍ଟ୍ରୀୟ ଲଳିତ ଏକାଡେମୀ ପକ୍ଷରୁ ଆୟୋଜିତ ୬୪ ତମ ଜାତୀୟ ଚିତ୍ରକଳା ପ୍ରଦର୍ଶନୀର ପୁରସ୍କାର ବିତାରଣୀ ଉତ୍ସବରେ ଓଡ଼ିଶାର ମାନସ ଦାସ ହୋଇଛନ୍ତି ପୁରସ୍କୃତ । ଲଳିତ କଳା ଏକାଡେ଼ମୀ ଦ୍ୱାରା ନିମନ୍ତ୍ରଣ ପାଇ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କ ହାତରୁ ଜାତୀୟ ପୁରସ୍କାର ଗ୍ରହଣ କରିଛନ୍ତି ଏହି ମୁକ ଓ ବଧିର ଚିତ୍ରଶିଳ୍ପୀ । ଫାଇନ ଆର୍ଟ ବା ଚିତ୍ରକଳା ଶୀର୍ଷକ ‘ଏ କଲ ଫର ପ୍ରୋଗ୍ରେସ’ ପାଇଁ ମାନସ ଜାତୀୟ ପୁରସ୍କାର ଗ୍ରହଣ କରିଛନ୍ତି । ରାଷ୍ଟ୍ରପତିଙ୍କ ଠାରୁ ମାନପତ୍ର ସହ ୨ ଲକ୍ଷ ଟଙ୍କାର ଅର୍ଥ ରାଶି ଗ୍ରହଣ କରିଛନ୍ତି ମାନସ । ଚଳିତ ବର୍ଷ ଏହି ପୁରସ୍କାର ପାଇବାକୁ ମନୋନୀତ ତାଲିକାରେ ସେ ଓଡ଼ିଶାରୁ ଏକମାତ୍ର ଶିଳ୍ପୀ । ମାନସ ରାଷ୍ଟ୍ରପତିଙ୍କ ଠାରୁ ପୁରସ୍କାର ଗ୍ରହଣ କରିବା ସମୟରେ ବଡ଼ ଭାଇ ଉପସ୍ଥିତ ଥିଲେ ।

ସମସାମୟିକ ବିଷୟ ବା କଣ୍ଟେମ୍ପୋରାରି ସବଜେକ୍ଟକୁ ଆଧାର କରି ମାନସ ଚିତ୍ର କରନ୍ତି । ପ୍ରଦୂଷଣ, ମହାତ୍ମା ଗାନ୍ଧୀଙ୍କ ଦର୍ଶନ, କରୋନା ସମୟର ବିଭିନ୍ନ ବିଷୟକୁ ନେଇ ମାନସ ଚିତ୍ରରେ ପ୍ରସ୍ଫୁଟିତ କରିଛନ୍ତି । ଆର୍ଡ ୱାର୍କକୁ ମିଶାଇ ୫ ଶହରୁ ଅଧିକ ଚିତ୍ର ଆଙ୍କି ସାରିଛନ୍ତି ମାନସ । ମାନସ ସିନା କହି ଓ ଶୁଣିପାରନ୍ତି ନାହିଁ, ତଥାପି ସେ ନିଜ ଚିତ୍ରକୁ ମାଧ୍ୟମ କରି ଦର୍ଶକଙ୍କ ମନ ପଢ଼ିପାରୁଛନ୍ତି । ମାନସ ୧୫ରୁ ଉର୍ଦ୍ଧ୍ବ ରାଜ୍ୟ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପୁରସ୍କାର ଗ୍ରହଣ କରିଛନ୍ତି । ନିଜର ଏହି ପ୍ରତିଭା ପାଇଁ ମାନସ ଭୁବନେଶ୍ବର, ଦିଲ୍ଲୀ, କଲିକତା, ପଞ୍ଜାବ, ତେଲେଙ୍ଗାନା, ପୁନେ, ବାରିପଦା, ଉତ୍ତରପ୍ରଦେଶ ଆଦି ସ୍ଥାନରେ ହୋଇଥ‌ିବା ଜାତୀୟସ୍ତରର ପ୍ରଦର୍ଶନୀରେ ମଧ୍ଯ ସେ ଅଂଶଗ୍ରହଣ କରିଛନ୍ତି । ବହୁ ଦେଶ ମଧ୍ୟ ସେ ଭ୍ରମଣ କରିଛନ୍ତି । ଆର୍ଟ ୱାର୍କସପ, ଆର୍ଟ ପ୍ରଦର୍ଶନୀ ପାଇଁ ଦେଶ ବାହାରକୁ ମାନସ ଯାଇଛନ୍ତି ।ବଡ଼ ବଡ଼ ପ୍ରକଳ୍ପ ପାଇଁ ମାସ ମାସ ଧରି ବିଦେଶରେ ସେ ରହିଛନ୍ତି । ଶ୍ରୀଲଙ୍କା, ଦୁବାଇ, ସାଉଦି ଆରବରେ ସେ କାର୍ଯ୍ୟ କରିଛନ୍ତି । କେନ୍ଦୁଝରର ବାପା ଚିନ୍ତାମଣି ଦାସ ଓ ମା ମାଳତୀ ଦାସଙ୍କ ସୁଯୋଗ୍ୟ ସନ୍ତାନ ମାନସ ଜନ୍ମରୁ କଥନ ଓ ଶ୍ରବଣ ବାଧିତ । ୧୯୮୮ ମସିହା ଏପ୍ରିଲ ୧ ତାରିଖରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ବାଇଲୋ ପଞ୍ଚାୟତ ହାତିବନ୍ଧା ଗାଁ’ରେ ମାନସଙ୍କ ଜନ୍ମ । ବାଲେଶ୍ବର ଜିଲ୍ଲାର ଚାରୁ ଓ କାରୁକଳା ମହାବିଦ୍ୟାଳୟରେ ପେଣ୍ଟିଂ ବିଭାଗରେ ଡିଗ୍ରୀ ହାସଲ କରିଛନ୍ତି । ୨୦୧୫ରେ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରୁ ମାଷ୍ଟର ଫାଇନ ଆର୍ଟସରେ ଡିଗ୍ରୀ ଓ ୨୦୧୬ରେ ଏମ ଫିଲ ମଧ୍ୟ ସମାପ୍ତ କରିଛନ୍ତି ମାନସ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech