ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ। ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରାୟ ୧୪ କୋଟି ବ୍ୟୟରେ ଓଡ଼ିଶାରେ ୭୫ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ।
ସମସ୍ତ କାର୍ଯ୍ୟ ଆସନ୍ତା ବର୍ଷ ଶେଷ ସୁଦ୍ଧା ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।



