ଭୁବବେଶ୍ବର : ଝାରସୁଗୁଡ଼ା ବିମାନବନ୍ଦରରେ ପହଁଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ଅମଲିପାଲିରେ ଯୁବ ସମାବେଶରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି। ଝାରସୁଗୁଡ଼ାରେ ୬୦,୦୦୦ କୋଟି ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିବେ ମୋଦି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-23-scaled.jpg)


