ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗିମାନଙ୍କର ହେବ ପୁନଃରୁଦ୍ଧାର । ଶ୍ରୀମଦ୍ ଭାଗବତ ମହୋତ୍ସବରେ ଯୋଗ ଦେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ। ସମାଜର ବିକାଶ ନିମନ୍ତେ ଯୁବପିଢ଼ି ଭାଗବତ ତତ୍ତ୍ୱକୁ ଗ୍ରହଣ କରିବା ଉଚିତ’। ଶ୍ରୀମଦ୍ ଭାଗବତ ମହୋତ୍ସବ ଭକ୍ତି, ସମ୍ମାନ ଓ ମୌଳିକ ମୂଲ୍ୟକୁ ଦୃଢ଼ କରେ’ ।ଶ୍ରୀମଦ୍ ଭାଗବତ ଗ୍ରନ୍ଥ, ପରମ୍ପରା, ଭକ୍ତି ଓ ଧର୍ମର ଅମୂଲ୍ୟ ଶିକ୍ଷା’ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-27-scaled.jpg)


