ପୁଲିସ-ମାଜିଷ୍ଟ୍ରେଟ ସମନ୍ଵୟ ବୈଠକ ଅନୁଷ୍ଠିତ – ନୂଆପଡ଼ା ଉପନିର୍ବାଚନ

ନୂଆପଡା: ଭାରତ ନିର୍ବାଚନ କମିଶନ ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ସହିତ ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହି ସମୟରେ ନିଜ ନିଜର ଦାୟିତ୍ଵ ଓ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲ୍ଲାପାଳ ମଧୂସୁଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୁଲିସ-ମାଜିଷ୍ଟ୍ରେଟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ୍ ସିଂ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଏସପି ରଣଜିତ୍ ନାୟକ, ଉପ ଜିଲ୍ଲାପାଳ ସୁର୍ମି ସୋରେନ୍, ସମସ୍ତ ବିଡ଼ିଓ ଓ ତହସିଲଦାର, ଡେପୁଟୀ କଲେକ୍ଟର (ନିର୍ବାଚନ) ଶେଖ୍ ନସିମ୍, ସମସ୍ତ ପ୍ରଶାସନିକ ଅଧିକାରୀ, ଅବକାରୀ ଅଧିକ୍ଷକ, ଆରଟିଓ, ଜିଏସଟି ଅଧିକାରୀ, ସମସ୍ତ ଏନଏସି ନିର୍ବାହୀ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।ବୈଠକରେ ଜିଲ୍ଲାପାଳ କହିଥିଲେ, ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଜିଲ୍ଲାର ବିଭିନ୍ନ ଅଧିକାରୀ, କର୍ମଚାରୀ ଏବଂ ଆରକ୍ଷୀ ବାହିନୀ ସମ୍ମିଳିତ ଭାବରେ ନିର୍ବାଚନ ପ୍ରକ୍ରିୟାରେ ଯୋଗଦାନ କରି ସମର୍ପଣ ଓ ନିର୍ଭୟର ସହିତ ନିଜର ଦାୟିତ୍ଵ ନିର୍ବାହ କରିବା। ଆମେ ସମସ୍ତେ ଏବେ ନିର୍ବାଚନ କମିଶନଙ୍କ ସିଧାସଳଖ ନିୟନ୍ତ୍ରଣରେ କାମ କରିବା। ସମସ୍ତ ଫ୍ଲାଇଙ୍ଗ ସ୍କ୍ୱାଡ୍‌ ଏବଂ ଏସଏସଟି ଦଳ ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶରେ କାମ କରିବେ। ସମସ୍ତ ଗାଡ଼ିମୋଟର ଏପରିକି ଜିଲ୍ଲାପାଳ, ଏସପି, ପର୍ଯ୍ୟବେକ୍ଷକ ଏବଂ ସାମ୍ବାଦିକମାନଙ୍କ ଯାନ ମଧ୍ୟ ସେମାନେ ତଲାସୀ କରିବେ। ମତଦାନ ଦିନ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏବଂ ସଂବେଦନଶୀଳ ବୁଥଗୁଡ଼ିକରେ ଅପରାହ୍ନ ୪ଟା ଯାଏଁ ମତଦାନ ହେବ। ନିର୍ବାଚନ ଦିନ ଏଥର ଭୋଟରମାନଙ୍କୁ ସ୍ଲିପ କେବଳ ବିଏଲଓମାନେ ହିଁ ଦେବେ। ସମସ୍ତ ବୁଥରେ ୱେବ୍ କାଷ୍ଟିଂ ହେବ। ନିର୍ବାଚନର ନିରପେକ୍ଷତା ଅଧିକ କରିବା ପାଇଁ ବିଧାନସଭା ୭୨, ଖଡିଆଳର ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ବହୁ ସଂଖ୍ୟାରେ ପୋଲିଂ ଦାୟିତ୍ୱରେ ନିୟୋଜିତ କରାଯିବ। ଏଥର ନୂଆପଡାରେ ୩ଟି ଏବଂ ଖରିଆର ରୋଡରେ ୩ଟି ଏଭଳି ମୋଟ ୬ଟି ପିଙ୍କ୍ ବୁଥ ହେବ, ଯାହା କେବଳ ମହିଳା ଅଧିକାରୀମାନଙ୍କ ଦ୍ଵାରା ପରିଚାଳିତ ହେବ। ଏବେଠାରୁ ବେଆଇନ ମଦ, ଡ୍ରଗ୍ସ୍ କାରବାର ଉପରେ ଅବକାରୀ ବିଭାଗ ତୀକ୍ଷ୍ଣ ନଜର ରଖିବେ। ସବୁ ପୋଲିଂ ପାର୍ଟି ସହିତ ପୁଲିସ୍ ସବୁବେଳେ ରହିବେ।ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ସମସ୍ତ ପ୍ରଚାର ପ୍ରସାର ସଭା ବନ୍ଦ ରହିବ। ଜିଲ୍ଲା ଆରକ୍ଷୀ ଅଧିକ୍ଷକ କହିଲେ ଯେ, ସମଗ୍ର ଜିଲ୍ଲାରେ ଶାନ୍ତିପୂର୍ଣ୍ଣ, ସ୍ଵାଧୀନ ଓ ନିରପେକ୍ଷ ଭାବରେ ନିର୍ବାଚନ ହେବା ପାଇଁ ପୁଲିସ ପ୍ରଶାସନ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ। ଜିଲ୍ଲାର ୩୫୮ଟି ବୁଥରୁ ସମ୍ବେଦନଶିଳ ଏଵଂ ଆଇନଶୃଙ୍ଖଳା ଦୃଷ୍ଟିରୁ ସ୍ପର୍ଶକାତର ଥିବା ବୁଥ ଉପରେ ତୀକ୍ଷ୍ମ ନଜର ରହିବ। ଆଦର୍ଶ ଆଚରଣ ବିଧି ସମଗ୍ର ଜିଲ୍ଲାରେ କଡାକଡି ଭାବରେ ଲାଗୁହେବ। ଶାନ୍ତି ଶୃଙ୍ଖଳା ବଜାୟ ରଖିବା ସହିତ ଶତ ପ୍ରତିଶତ ମତଦାନ ସୁନିଶ୍ଚିତ କରିବା ପାଇଁ ସେ ସମସ୍ତ ଅଧିକାରୀମାନଙ୍କ ସହଯୋଗ କାମନା କରିଥିଲେ। ଜିଲ୍ଲାପାଳ କହିଲେ ଆଗାମୀ ଉପନିର୍ବାଚନ ଆମ ସମସ୍ତଙ୍କ ପାଇଁ ଏକ ଆହ୍ବାନ। ଏହା ଉପରେ ସମଗ୍ର ରାଜ୍ୟ ତଥା ଦେଶର ନଜର ରହିବ। ଆମେ ଏହାକୁ ଶାନ୍ତି ଶୃଙ୍ଖଳା ସହିତ ଏମିତି ବ୍ୟବସ୍ଥିତ ଭାବରେ ତୁଲାଇବା ଯେ ଏହା ଆଗାମୀ ଦିନ ପାଇଁ ଉଦାହରଣ ହୋଇ ରହିବ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech