ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା, ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ

ଭୁବନେଶ୍ୱର : ଭୁବନେଶ୍ବର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ସବୁ ଯୋଜନା ଗୁଡ଼ିକ କୃଷିକ୍ଷେତ୍ରରେ କୃଷକମାନଙ୍କୁ ଆତ୍ମନିର୍ଭର କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି କହିଥିଲେ। ସୂଚନା ଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଦେଶର ୧୦୦ଟି ଜିଲ୍ଲାରେ ଏହି ଯୋଜନା ଆରମ୍ଭ କରାଯାଇଛି। ଏଥିସହିତ ରାଜ୍ୟର କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ ଓ ନୂଆପଡ଼ା ଜିଲ୍ଲାରେ ମଧ୍ଯ ଆଜି ଠାରୁ ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା କାର୍ଯ୍ୟକାରୀ କରାଗଲା । ଏହି ଯୋଜନାରେ ସାରା ଦେଶରେ ଆସନ୍ତା ୬ ବର୍ଷ ପାଇଁ ବର୍ଷକୁ ୨୪ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଦେଶର ୧.୭ କୋଟି କୃଷକ ଉପକୃତ ହେବେ । ଏହି ଅବସରରେ ଆଜି ପ୍ରଧାନମନ୍ତ୍ରୀ ସମ୍ୱଲପୁରର ବସନ୍ତପୁର ଠାରେ ୧୦୦ କୋଟି ଟଙ୍କା ବିନିଯୋଗରେ ଏକ ଅତ୍ୟାଧୁନିକ ସମନ୍ୱିତ ଆକ୍ୱା ପାର୍କ ଏବଂ ଭୁବନେଶ୍ୱରର ପାଣ୍ଡରା ଠାରେ ପ୍ରାୟ ୬୦ କୋଟି ଟଙ୍କାରେ ଅତ୍ୟାଧୁନିକ ମାଛ ମାର୍କେଟ ପାଇଁ ଭିତ୍ତିପ୍ରସ୍ତର ମଧ୍ଯ ସ୍ଥାପନ କରିଛନ୍ତି । କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, କୃଷି ଏବଂ ଆନୁଷଙ୍ଗିକ କାର୍ଯ୍ୟ କେବଳ ଓଡିଶାର ନୁହେଁ, ସାରା ଦେଶର ପ୍ରମୁଖ ଜୀବିକା । ଆଜି ବି ଓଡିଶାର ୬୦ ପ୍ରତିଶତରୁ ଅଧିକ ଏବଂ ଦେଶର ପ୍ରାୟ ୫୦ ପ୍ରତିଶତ ଲୋକେ ଏହା ମାଧ୍ୟମରେ ଜୀବିକା ନିର୍ବାହ କରିଥାନ୍ତି । ତେଣୁ, ମୋଦୀଜୀଙ୍କ ସରକାର ୨୦୧୪ ମସିହାରୁ କୃଷକଙ୍କ ପାଇଁ ଅଭୂତପୂର୍ବ କଲ୍ୟାଣକାରୀ ଯୋଜନାଗୁଡିକ ପ୍ରଣୟନ କରିଆସୁଛନ୍ତି, ଯାହା ଫଳରେ ଆଜି କୃଷକ ସମାଜର ସର୍ବାଙ୍ଗୀନ ଉନ୍ନତି ସମ୍ଭବ ହୋଇପାରିଛି। ଗତ ୧୧ ବର୍ଷ ଭିତରେ ଆମ ଦେଶ ଅନେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇ ପାରିଛି । ଦେଶକୁ ପ୍ରମୁଖ ଖାଦ୍ଯ ଶସ୍ଯ, ତୈଳବୀଜ ଓ ଡାଲି ଜାତୀୟ ପଦାର୍ଥ ଦିଗରେ ଆତ୍ମନିର୍ଭର କରିବା ଆବଶ୍ୟକ । ଆଜି ବି ଆମ ଦେଶ ଡାଲି ଏବଂ ଖାଇବା ତେଲ ପାଇଁ ବିଦେଶ ଉପରେ ନିର୍ଭରଶୀଳ । ଆମକୁ ଏହି ନିର୍ଭରଶୀଳତାକୁ ହ୍ରାସ କରିବାକୁ ପଡିବ। ତେଣୁ, ଆଜି ମାନ୍ୟବର ମୋଦୀଜୀଙ୍କ କର କମଳରେ ଶୁଭାରମ୍ଭ ହେଉଥିବା ଯୋଜନା ଗୁଡିକ ଆତ୍ମନିର୍ଭର କୃଷକଙ୍କ ପ୍ରତି ଉତ୍ସର୍ଗୀକୃତ। ଆମ ସରକାର ଆସିବା ମାତ୍ରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହୋଇଛି। ସେଥିପାଇଁ ଆମ ସରକାର ୨୦୨୫-୨୬ ବଜେଟରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ବିକାଶ ପାଇଁ ୩୭ ହଜାର ୮୩୮ କୋଟି ଟଙ୍କାର ବଜେଟ ବ୍ୟବସ୍ଥା କରିଛନ୍ତି। ସବୁଠାରୁ ବଡ ଯୋଜନା ହେଉଛି ସମୃଦ୍ଧ କୃଷକ ଯୋଜନା ଯାହା ଫଳରେ ଓଡିଶାର ଚାଷୀମାନେ ପ୍ରତି କୁଇଣ୍ଟାଲ ପିଛା MSP ଓ ଇନ୍‌ପୁଟ ସହାୟତା ମିଶି ୩୧୦୦ ଟଙ୍କା ପାଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ଦୂରଦୃଷ୍ଟିସମ୍ପନ୍ନ କୃଷକ କଲ୍ୟାଣ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା’ (PMDDKY)ର ରାଜ୍ୟସ୍ତରୀୟ ଶୁଭାରମ୍ଭରେ ମୋର ଦୃଢ ବିଶ୍ବାସ, ଯେ ଏହି ଯୋଜନା ଦ୍ୱାରା ଚାଷୀ ପରିବାର ସ୍ୱଚ୍ଛଳ ହେବେ ଏବଂ ସେମାନଙ୍କ ଆୟରେ ନିଶ୍ଚିତ ଭାବେ ବୃଦ୍ଧି ହେବ । ଏହି କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାର ଚାରୋଟି ଜିଲ୍ଲା – କନ୍ଧମାଳ, ମାଲକାନଗିରି, ସୁନ୍ଦରଗଡ ଏବଂ ନୂଆପଡ଼ାକୁ ଚୟନ କରାଯାଇଥିବାରୁ, ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ପ୍ରତିଶୃତି ଦେଉଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେଉଥିବା ଏହି ଯୋଜନାର ସଫଳ ରୂପାୟନ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିବଦ୍ଧ । ଏହି ଯୋଜନା ଦ୍ୱାରା ଚାଷୀଭାଇମାନେ କେବଳ ଧାନ ଉପରେ ନିର୍ଭର ନ ହୋଇ ଡାଲି, ତୈଳବିଜ ଓ ଅନ୍ୟାନ୍ୟ ଅର୍ଥକାରୀ ଫସଲ ଚାଷ କରି ଫସଲର ବିବିଧକରଣ ( Crop Diversification ) କରିବେ ଏବଂ ଅଧିକ ଅର୍ଥ ରୋଜଗାର କରିପାରିବେ ବୋଲି ସେ କହିଥିଲେ। ଭୁବନେଶ୍ୱରର ପାଣ୍ଡରା ହୋଲସେଲ୍ ମାଛ ମାର୍କେଟ ପ୍ରକଳ୍ପ ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ । ୫୯ କୋଟି ୧୩ ଲକ୍ଷ ଟଙ୍କା ବିନିଯୋଗରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା (PMMSY) ଅଧୀନରେ ଏହା ନିର୍ମିତ ହେବ।ଏଥିରେ ୩୦ କୋଟି ଟଙ୍କା କେନ୍ଦ୍ର ସରକାର ଓ ୨୯ କୋଟି ୧୩ ଲକ୍ଷ ଟଙ୍କା ରାଜ୍ୟ ସରକାର ଖର୍ଚ୍ଚ କରିବେ । ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମର ମିଳିତ ସହଯୋଗରେ କାର୍ଯ୍ୟକାରୀ ହେଉଥିବା ଏହି ମାର୍କେଟ ସିଧାସଳଖ ଭାବରେ ୧୪୩ ବ୍ୟବସାୟୀଙ୍କୁ ଉପକୃତ କରାଇବ ଓ ୨,୦୦୦ରୁ ଅଧିକ ଲୋକଙ୍କ ପାଇଁ ପରୋକ୍ଷ ରୋଜଗାର ମଧ୍ୟ ସୃଷ୍ଟି ହେବ । ଭୁବନେଶ୍ୱର ଓ କଟକର ଖାଉଟିମାନଙ୍କ ଚାହିଦାକୁ ପୂରଣ କରିବ । ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ ସହିତ ବୁଝାମଣାପତ୍ର ସ୍ଵାକ୍ଷରିତ ହୋଇଛି ଏବଂ ପ୍ରକଳ୍ପ କାର୍ଯ୍ୟ ୨୦୨୭ ନଭେମ୍ବର ମାସ ସୁଦ୍ଧା ସମ୍ପୂର୍ଣ୍ଣ ହେବ। ଇଣ୍ଟିଗ୍ରେଟେଡ୍ ଆକ୍ୱା ପାର୍କ ଏବଂ ହୋଲସେଲ୍ ମାଛ ବିକ୍ରୟ କେନ୍ଦ୍ର- ଏହି ଦୁଇଟି ପ୍ରକଳ୍ପ ମିଶି ପ୍ରଥମେ ଉତ୍ପାଦନ ପରେ ପ୍ରସ୍ତୁତି ଓ ବିପଣନ ପର୍ଯ୍ୟନ୍ତ ଏକ Value Chain ସୃଷ୍ଟି କରିବ । ଭାରତର ନୀଳ ବିପ୍ଲବ (Blue Revolution) ରେ ଅଗ୍ରଣୀ ରାଜ୍ୟ ଭାବେ ଓଡିଶା ସ୍ଥାନ ପାଇବ ବୋଲି ସେ କହିଥିଲେ। ସେ ପୁଣି କହିଥିଲେ ଯେ, ପ୍ରଧାନମନ୍ତ୍ରୀଜୀଙ୍କ ଦ୍ଵାରା ଶୁଭାରମ୍ଭ ହେବାକୁ ଥିବା କାର୍ଯ୍ୟକ୍ରମ ଓଡ଼ିଶାକୁ ପୂର୍ବ ଭାରତରେ ମାଛଚାଷର ଏକ ହବ୍ (Aquaculture Hub) ଭାବେ ପରିଣତ କରିବାରେ ଏକ ନୂତନ ଅଧ୍ୟାୟ ଆରମ୍ଭ କରିବାକୁ ଯାଉଛି । ହୀରାକୁଦରେ ଏହି ଅତ୍ୟାଧୁନିକ ସମନ୍ଵିତ ଆକ୍ୱା ପାର୍କ ୯୫.୪୭ ଏକର ସରକାରୀ ଜମିରେ ନିର୍ମିତ ଏକ ସମୟୋପଯୋଗୀ ପଦକ୍ଷେପ ଯାହା ଆଧୁନିକ ମତ୍ସ୍ୟ ଚାଷକ୍ଷେତ୍ରକୁ ଆହୁରି ବିକଶିତ କରିବ ଏବଂ ଆମ ରାଜ୍ୟର ମାଛ ଚାଷୀଙ୍କୁ ସମୃଦ୍ଧ କରିବ । ଏଥିରେ ୧୦୦ କୋଟି ଟଙ୍କା ବିନିଯୋଗ ହେବ । କେନ୍ଦ୍ର ସରକାର ୬୦ କୋଟି ଓ ରାଜ୍ୟ ସରକାର ୪୦ କୋଟି ଟଙ୍କା ବିନିଯୋଗ କରିବେ । ଏହା ହେବ ପୂର୍ବ ଭାରତର ପ୍ରଥମ ଆକ୍ୱା ପାର୍କ ପ୍ରକଳ୍ପ । ପ୍ରକଳ୍ପର କାର୍ଯ୍ୟ ୨୦୨୭ ଜାନୁଆରୀ ମାସ ସୁଦ୍ଧା ସମ୍ପୂର୍ଣ୍ଣ କରାଯିବ। ଏହି ପ୍ରକଳ୍ପ ସମ୍ବଲପୁରକୁ ଆଧୁନିକ ମାଛ ଚାଷର ଏକ ଉତ୍କର୍ଷ କେନ୍ଦ୍ର (Centre of Excellence) ଭାବେ ପରିବର୍ତ୍ତନ କରି ଭାରତର ନୀଳ ବିପ୍ଲବ (Blue Revolution) ‌କୁ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେବ। ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ ଯେ, ଆଜି ଆମେ ଧାନରେ ଆତ୍ମନିର୍ଭର ହୋଇସାରିଛୁ କିନ୍ତୁ ଡାଲି ଓ ତୈଳବୀଜରେ ଆତ୍ମନିର୍ଭର ହେବାର ସମୟ ଏବେ ଉପନୀତ । ଏଥିସହିତ ନୀଳ ଅର୍ଥନୀତିକୁ ମଧ୍ୟ ଗୁରୁତ୍ୱ ଦେବା ଆବଶ୍ୟକ । ଏହା ଚାଷୀଙ୍କ ଆୟକୁ ବହୁଗୁଣିତ କରିବା ସହିତ ସେମାନଙ୍କୁ ସଶକ୍ତ କରିବ । ଜୈବିକ ଚାଷ କରି ସ୍ଵସ୍ଥ ଭାରତ ଗଠନ ପାଇଁ ଲୋକଙ୍କୁ ବାରମ୍ବାର ନିବେଦନ କରୁଛୁ । ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା ଏବଂ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭରତା ମିଶନକୁ ଏକ ଯୁଗାନ୍ତକାରୀ ଯୋଜନା ଏବଂ ଓଡିଶାରେ କୃଷିର ସାମଗ୍ରିକ ବିକାଶ ପାଇଁ ଏକ ଦୃଷ୍ଟାନ୍ତ ସୃଷ୍ଟି କରିବ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ବିଶ୍ରାରୁ ଆଭାସୀ ମାଧ୍ୟମରେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀଯୁକ୍ତ ଜୁଏଲ ଓରାମ ଉପସ୍ଥିତ ଥିବାବେଳେ, କୃଷି ଶିକ୍ଷା ସଦନ ଠାରେ ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ, ଓୟୁଏଟି କୁଳପତି ଡଃ ପ୍ରଭାତ କୁମାର ରାଉଳ, ସମବାୟ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ, BMC କମିଶନର ଶ୍ରୀ ଚଞ୍ଚଳ ରାଣା ପ୍ରମୁଖ ମଂଚାସୀନ ଥିଲେ। କାର୍ଯ୍ୟକ୍ରମରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଅରବିନ୍ଦ ପାଢ଼ୀ ସ୍ୱାଗତ ଭାଷଣ ଦେଇଥିବା ବେଳେ ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ, ମହମ୍ମଦ ସାଦିକ୍ ଆଲାମ୍‍ ଧନ୍ୟବାଦ ଦେଇଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech