ଗୁଜରାଟରେ ସବୁ ମନ୍ତ୍ରୀଙ୍କ ଇସ୍ତଫା
ଗୁଜରାଟରେ ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ । ଆଜି ରାତିରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି। ମନ୍ତ୍ରିମଣ୍ଡଳ ପୁନର୍ଗଠନ ପାଇଁ ସବୁ ମନ୍ତ୍ରୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। ଦିନ ୧୧ଟା ୩୦ରେ ମନ୍ତ୍ରିମଣ୍ଡଳ ପୁନର୍ଗଠନ-ଉପସ୍ଥିତ ରହିବେ ଅମିତ ଶାହ ଓ ଜେ.ପି ନଡ୍ଡା।



