ଗୁଜରାଟ: ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ

ଗୁଜରାଟରେ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ବଡ଼ଧରଣର ଅଦଳବଦଳ ପାଇଁ ପଥ ପ୍ରସ୍ତୁତ ହୋଇଛି। ଏହି ପ୍ରକ୍ରିୟାରେ ଆଜି ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ବାଦ୍‌ ଦେଇ ରାଜ୍ୟର ସମସ୍ତ ୧୬ଜଣ ମନ୍ତ୍ରୀ ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହା ଏକ ପ୍ରକ୍ରିୟାଗତ ପଦକ୍ଷେପ, ଯାହା ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଓ ପୁନର୍ଗଠନ ପାଇଁ ରାସ୍ତା ଖୋଲିଛି।

ନୂଆ ମନ୍ତ୍ରୀମାନେ ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୩୦ରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କ ଦ୍ୱାରା ଶପଥ ଗ୍ରହଣ କରିବେ। ବର୍ତ୍ତମାନର ମନ୍ତ୍ରିମଣ୍ଡଳରେ ୭ ଜଣ କ୍ୟାବିନେଟ୍ ମନ୍ତ୍ରୀ ଏବଂ ୯ ଜଣ ରାଷ୍ଟ୍ରମନ୍ତ୍ରୀ ରହିଛନ୍ତି। ନୂଆ ମନ୍ତ୍ରିମଣ୍ଡଳର ଆକାର ୨୨ କିମ୍ବା ୨୩କୁ ବୃଦ୍ଧି ପାଇବ ବୋଲି ଆକଳନ କରାଯାଉଛି।ଗୁଜରାଟ ବିଧାନସଭାରେ ୧୮୨ ଆସନ ଥିବାରୁ ସର୍ବାଧିକ ୨୭ ଜଣ ମନ୍ତ୍ରୀ ରହିପାରିବେ। ଏହି ସମ୍ପ୍ରସାରଣରେ ପ୍ରାୟ ୧୦ ଜଣ ନୂଆ ମୁହଁ ସାମିଲ ହେବେ ଏବଂ ବର୍ତ୍ତମାନର ମନ୍ତ୍ରୀଙ୍କ ମଧ୍ୟରୁ ଅଧା ବାଦ୍‌ ପଡ଼ିପାରନ୍ତି। ଏହି ଅଦଳବଦଳରେ କାର୍ଯ୍ୟଦକ୍ଷତା, ଯୁବ ନେତୃତ୍ୱ ଏବଂ ଆଞ୍ଚଳିକ ସନ୍ତୁଳନକୁ ଗୁରୁତ୍ୱ ଦିଆଯାଉଥିବା ଜଣାପଡ଼ିଛି। ମଜୁରା ବିଧାନସଭା ଆସନର ବିଧାୟକ ତଥା ପୂର୍ବତନ ଗୃହ ଓ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ହର୍ଷ ସାଙ୍ଘଭୀଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ଭାବେ ପଦୋନ୍ନତି ଦିଆଯିବ ବୋଲି ଜଣାପଡ଼ିଛି। ଜାମନଗର ବିଧାୟିକା ତଥା କ୍ରିକେଟର୍‌ ରବିନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ପ୍ରଥମ ଥର ପାଇଁ ମନ୍ତ୍ରୀ ଭାବେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି। ଏହି ବଡ଼ଧରଣର ଅଦଳବଦଳ ବିଜେପିର ରାଜ୍ୟ ନେତୃତ୍ୱରେ ସାମ୍ପ୍ରତିକ ପରିବର୍ତ୍ତନ ପରେ ଆସିଛି ।ମନ୍ତ୍ରୀ ମଣ୍ଡଳରେ ଅଦଳବଦଳ ନେଇ ବହୁ ଦିନ ଧରି ଆଶା କରାଯାଉଥିଲା। ସେହି କ୍ରମରେ ବିଜେପିର ଏହି ମାଷ୍ଟର ଷ୍ଟ୍ରୋକ୍‌ । ପୁରା କଳେବର ଆଉ ପୁରା ଚିତ୍ର ବଦଳାଇବାକୁ ମୁଖ୍ୟମନ୍ତ୍ରୀ ପଟେଲଙ୍କୁ ଦିଆଯାଇଛି କ୍ଷମତା । ଏପଟେ କିନ୍ତୁ ରାଜ୍ୟରେ ନିର୍ବାଚନ ପାଇଁ ଦୁଇ ବର୍ଷ ବାକି ଥିବା ବେଳେ ବିଜେପି ସମସ୍ତ ମନ୍ତ୍ରୀଙ୍କ ଇସ୍ତଫା ଗ୍ରହଣ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ଦଳରେ ନୂଆ ଏବଂ ଯୁବ ମୁହଁ ସାମିଲ ହେବାର ସମ୍ଭାବନା ରହିଛି।ନୂତନ ଟିମ୍‌ରେ କେବଳ ନୂତନ ମନ୍ତ୍ରୀ ସାମିଲ ହେବେ କି କିଛି ପୁନରାବୃତ୍ତି ହେବେ ତାହା ସ୍ପଷ୍ଟ ହୋଇନି। ଶୁକ୍ରବାର ମଧାହ୍ନ ୧୨ ଟା ୩୯ ମିନିଟ୍‌ରେ ଭୂପେନ୍ଦ୍ର ପଟେଲଙ୍କ ନୂଆ ମନ୍ତ୍ରୀ ମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଶପଥ ଉତ୍ସବରେ ବିଜେପି ସଭାପତି ଜେପି ନଡ୍ଡା ଏବଂ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ ମଧ୍ୟ ଯୋଗଦେବେ। ଗୁଜରାଟରେ ବର୍ତ୍ତମାନର ମନ୍ତ୍ରୀ ପରିଷଦରେ ମୁଖ୍ୟମନ୍ତ୍ରୀ ପଟେଲଙ୍କ ସମେତ ୧୭ ମନ୍ତ୍ରୀ ଅଛନ୍ତି। ୮ କ୍ୟାବିନେଟ ସ୍ତରୀୟ ମନ୍ତ୍ରୀ ଏବଂ ସମାନ ସଂଖ୍ୟାରେ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି।ତେବେ ୧୮୨ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭାରେ ୨୭ ଜଣ ମନ୍ତ୍ରୀ ରହିପାରିବେ, ଯାହା ଗୃହର ମୋଟ କ୍ଷମତାର ୧୫ ପ୍ରତିଶତ।ଏବେ ଅପେକ୍ଷା ପଟେଲଙ୍କ ନୂଆ ଟିମ୍‌କୁ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech