ହାଇଦ୍ରାବାଦରେ ଓଡ଼ିଆ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ । ସ୍ବାମୀ କିଛି କାମରେ ଓଡ଼ିଶା ଆସିଥିବା ବେଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ମିଳିଛି । ତେଣୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି ।
୨ ଦିନ ମୃତଦେହ ପଡ଼ିରହିବା ପରେ ଆଜି ଆମ୍ବୁଲାନ୍ସ ଯୋଗେ ଓଡ଼ିଶା ଆସୁଛି ମୃତଦେହ ।



