ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ
ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ପିଏମଓ ଇଣ୍ଡିଆ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;“ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।




