ସାଇବର ସୁରକ୍ଷା ଅଭିଯାନ ସମାରୋହ ଅନୁଷ୍ଠିତ

ସାଇବର ସୁରକ୍ଷା ଅଭିଯାନ ସମାରୋହ ଅନୁଷ୍ଠିତ

ଢ଼େଙ୍କାନାଳ, ତା. ୨୮.୧୦.୨୦୨୫- ସାଇବର ଠକେଇ ଠାରୁ ଦୂରେଇ ରହିବାପାଇଁ ସାରା ରାଜ୍ୟରେ ସାଇବର ସୁରକ୍ଷା ସଚ଼େତନତା କାର୍ଯ୍ୟକ୍ରମ ଚାଲୁରହିଛି ।ଏହି ପରିପ୍ରେକ୍ଷୀରେ ଆଜି ଢେଙ୍କାନାଳ ଜିଲ୍ଲାରେ ସାଇବର ସୁରକ୍ଷା ଅଭିଯାନ ସମାରୋହ ସ୍ଥାନୀୟ ଆର୍ଟ ଆଣ୍ଡ କ୍ରାଫଟ୍ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି । ସାଇବର ଅପରାଧିମାନେ ନୂଆଁ ନୂଆଁ କୌଶଳ ମାଧ୍ୟମରେ ଜନସାଧାରଣ ବିଶେଷ କରି ବୟସ୍କ ବ୍ୟକ୍ତିମାନଙ୍କୁ ଠକେଇର ଶିକାର କରୁଛନ୍ତିି ବୋଲି ଜିଲ୍ଲାପାଳ ଶ୍ରୀ ଆଶିଷ ଇଶ୍ଵର ପାଟିଲ ପ୍ରକାଶ କରିଛନ୍ତି । ଛାତ୍ରଛାତ୍ରୀମାନଙ୍କର ଇଣ୍ଟରନେଟ୍ ବ୍ୟବହାରରେ ଅଧିକ ଜ୍ଞାନ ଥିବାରୁ ସେମାନେ ନିଜର ଅଭିଭାବକ ଓ ସଂର୍ପକୀୟମାନଙ୍କୁ ଠକେଇ ସଂପର୍କରେ ସଚେତନ କରିବାକୁ କହିଛନ୍ତି । ନିଜର ବ୍ୟକ୍ତିଗତ ତଥ୍ୟକୁ ମୋବାଇଲ ମାଧ୍ୟମରେ ନ ଜଣାଇବାକୁ ପରାମର୍ଶ ଦେଇଛନ୍ତି । ଏହି ବାର୍ତ୍ତା ତୃଣମୂଳ ପର୍ଯ୍ୟନ୍ତ ପହଞ୍ଚି ପାରିଲେ ଆମେ ସମସ୍ତ ପ୍ରକାରର ଠକେଇର ଶିକାର ହେବା ଠାରୁ ରକ୍ଷା ପାଇପାରିବା ବୋଲି ସେ ମତବ୍ୟକ୍ତ କରିଛନ୍ତି । ଏହି ସମାରୋହରେ ସମ୍ମାନିତ ଅତିଥି ଭାବେ ପୌର ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର ଯୋଗଦେଇ, ଛାତ୍ରଛାତ୍ରୀ ଓ ଯୁବପିଢୀ ନିଜେ ସଚ଼େତନ ହୋଇ ଅନ୍ୟମାନଙ୍କୁ ସଚେତନ କରାଇଲେ ଏହି ସାଇବର ଅପରାଧିମାନଙ୍କଠାରୁ ସମସ୍ତେ ସୁରକ୍ଷିତ ରହିପାରିବା ବୋଲି କହିଛନ୍ତି । ପୋଲିସ ପ୍ରଶାସନର ଦକ୍ଷତା ଯୋଗୁଁ ଢ଼େଙ୍କାନାଳ ଜିଲ୍ଲାରେ ସାଇବର ଅପରାଧର ହାର କମ ଥିବାରୁ ସେ ପ୍ରଶାସନକୁ ସାଧୁବାଦ ଜଣାଇଥିଲେ। ପ୍ରାରମ୍ଭରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିନବ ସୋନକର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଲୋଭ ଓ ଭୟ ଯୋଗୁଁ ସବୁ ବର୍ଗର ବ୍ୟକ୍ତି ଆର୍ଥିକ ଠକେଇର ଶିକାର ହେଉଛନ୍ତି ବୋଲି ସେ ପ୍ରକାଶ କରିଥିଲେ । ଅଧିକ ଟଙ୍କା ରୋଜଗାରର ନିଶା ଠକେଇର କାରଣ ହେଉଛି, ଏଥିପ୍ରତି ସଚେତନ ରହିବା ସହିତ ଡ଼ିଜିଟାଲ ଆରେଷ୍ଟ କଲ ପ୍ରତି ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। କୌଣସି ଓ.ଟି. ପି. , ପିନ୍ ନମ୍ବର କିମ୍ବା ବ୍ୟାଙ୍କିଙ୍ଗ ପାସ୍ ୱାର୍ଡ଼ କାହାରିକୁ ସେୟାର ନ କରିବାକୁ କହିଛନ୍ତି। କୌଣସି ପ୍ରକାରର ସନ୍ଦେହ ଅଥବା ଅସୁବିଧା ମନେକଲେ ସାଇବର କ୍ରାଇମ୍ ହେଲ୍ପ ଲାଇନ ନମ୍ୱର ୧୯୩୦ ରେ ଯୋଗାଯୋଗ କରନ୍ତୁ। ଠକେଇର ଶିକାର ହେବା ଅପେକ୍ଷା ପ୍ରଥମରୁ ସଚେତନ ହେବା ଜରୁରୀ ବୋଲି ସେ ମତବ୍ୟକ୍ତ କରିଛନ୍ତି । ଏହି ଅବସରରେ, ସାଇବର ଠକେଇ ସୁରକ୍ଷା ଅଭିଯାନରେ ପ୍ରମୂଖ ଭୂମିକା ଗ୍ରହଣ କରିଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ, ପ୍ରଧାନ ଶିକ୍ଷକ ଓ ବ୍ୟକ୍ତି ବିଶେଷଙ୍କୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ସୁର ସଂଗୀତ ଅନୁଷ୍ଠାନ ପକ୍ଷରୁ ସାଇବର ଠକେଇ ସଂପର୍କୀତ ସଚ଼େତନଧର୍ମୀ ସଂଗୀତ ପରିବେଷଣ ହୋଇଥିଲା । ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୋନକର ସାଇବର ଠକେଇ ଠାରୁ କିଭଳି ଦୂରେଇ ରହିବେ ସେ ସଂପର୍କିତ ଏକ ଶପଥ ପାଠ କରାଇଥିଲେ । ଏହି ସମାରୋହରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟତ୍ରୀ, ବ୍ୟକ୍ତି ବିଶେଷ, ପ୍ରଶାସନିକ ଅଧିକାରୀ ଓ ସାମାଜ ସେବୀ, ଗଣମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ । ଶେଷରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୂର୍ଯ୍ୟମଣୀ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech