ଲୋକସେବା ଭବନରେ ଅଗ୍ନିକାଣ୍ଡ
ଭୁବନେଶ୍ୱର: ଭୁବନେଶ୍ବର ଲୋକସେବା ଭବନରେ ଅଗ୍ନିକାଣ୍ଡ ହୋଇଛି। ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା। ଅଗ୍ନିକାଣ୍ଡରେ କୌଣସି କ୍ଷୟକ୍ଷତି ହୋଇନାହିଁ। ଗୃହ ବିଭାଗ ପ୍ରକୋଷ୍ଠରେ ଲାଗିଥିବା ଛୋଟଧରଣର ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ।

All rights reserved. Designed by Inter Softech